ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍ଏମ୍ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ ଦଳଗୁଡ଼ିକ…
ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ ସମସ୍ତଙ୍କ…
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ ଆସ୍ଥା…
ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍ଭିଏ) ଇଭିଏମ୍କୁ ଦୋଷ ଦେଇଛି। ଭାଜପାକୁ ଫାଇଦା ଦେବା…
ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍ବୋଧନ ଦେଇ ମୋଦି କହିଛନ୍ତି, ଆଉ…
ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ…
ମୁମ୍ବାଇ ,୨୩ା୧୧: ଭାରତୀୟ ରାଜନୀତିରେ ଅନ୍ୟତମ ଟାଣୁଆ ନେତା ଶରଦ ପାଓ୍ବାରଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ୨୦୨୬ରେ ଶେଷ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ ସମ୍ପୂର୍ଣ୍ଣ…
ଓ୍ବାୟନାଡ୍,୨୩ା୧୧: ମହାରାଷ୍ଟ୍ରର ନାଣ୍ଡେଡ୍ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସନ୍ତୁକରାଓ ମାରୋତରାଓ ହମ୍ବାର୍ଡେ ବିଜୟୀ ହୋଇଛନ୍ତି। ସେଠାରୁ ନିର୍ବାଚିତ ହୋଇଥିବା ଚଭନ…
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍ଗଦ୍ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…
ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ…