ଜାତୀୟ

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା ସହ…

4 days ago

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି।…

4 days ago

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।…

4 days ago

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ…

4 days ago

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି ଭିନ୍ନ…

4 days ago

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା ସାମ୍ନାକୁ…

4 days ago

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର…

4 days ago

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ ଶହୀଦ…

4 days ago

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଯିବ…

4 days ago

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା…

4 days ago