ଜାତୀୟ

ରଣବୀର, ସମୟଙ୍କୁ ଏନ୍‌ସିଡବ୍ଲ୍ୟୁ ସମନ

ନୂଆଦିଲ୍ଲୀ/ମୁମ୍ବାଇ, ୧୨।୨: ୟୁଟ୍ୟୁବ୍‌ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ର ଏକ ଏପିଶୋଡ୍‌ରେ ଲୋକପ୍ରିୟ ୟୁଟ୍ୟୁବର୍‌ ରଣବୀର ଆହ୍ଲାବାଦିଆ ଗେଷ୍ଟ ପାନେଲିଷ୍ଟ ଭାବେ ଯୋଗଦେଇ ମା’ବାପାଙ୍କୁ ନେଇ…

2 years ago

ଏଆଇରେ ସ୍ବଚ୍ଛତା ବଢ଼ାଇବା ପାଇଁ ବୈଶ୍ୱିକ ଢାଞ୍ଚା ପ୍ରସ୍ତୁତ ହେଉ: ମୋଦି

ପ୍ୟାରିସ୍‌,୧୨।୨: ମୁକ୍ତ ଉତ୍ସ ଆଧାରରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପାଇଁ ଏକ ବୈଶ୍ୱିକ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ସାମୂହିକ ଉଦ୍ୟମ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ…

2 years ago

ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇପାରେ

ନୂଆଦିଲ୍ଲୀ/ଇମ୍ଫାଲ,୧୧।୨: ମଣିପୁରରେ ଜାତିଆଣ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଗତ ରବିବାର ମୁଖ୍ୟମନ୍ତ୍ରୀ ପଦରୁ ଏନ୍‌. ବୀରେନ୍‌ ସିଂ ଇସ୍ତଫା ଦେଇଥିଲେ। ଇତିମଧ୍ୟରେ…

2 years ago

କାଲି ବ୍ୟାଙ୍କ ବନ୍ଦ ନା ଖୋଲା? ଆପଣଙ୍କ ସହରରେ କ’ଣ ରହିବ, ଘରୁ ବାହାରିବା ପୂର୍ବରୁ ଜାଣି ନିଅନ୍ତୁ…

କୌଣସି ପର୍ବପର୍ବାଣୀ ଯୋଗୁ ବ୍ୟାଙ୍କ ବନ୍ଦ ରହିଥାଏ। ଆଉ ଏ ସମ୍ପର୍କରେ ଆମେ ସୂଚନା ନ ପାଇଲେ ଅଯଥାରେ ବ୍ୟାଙ୍କ ଯା ହଇରାଣ ହେଉ। ତେବେ ଜାଣି…

2 years ago

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ହାତୀ ଆକ୍ରମଣରେ ଘର ଭାଙ୍ଗିଲେ କିମ୍ବା ସାପ କାମୁଡାରେ ମୃତ୍ୟୁ ହେଲେ ମିଳିବ ୪ଲକ୍ଷ ଟଙ୍କା

ଥିରୁଭାନନ୍ତପୁରମ,୧୧।୨: ଏଣିକି ସାପ କାମୁଡିଲେ ମିଳିବ ୪ଲକ୍ଷ ଟଙ୍କା କ୍ଷତିପୂରଣ। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମାନବ ଏବଂ ବନ୍ୟପ୍ରାଣୀ ସଂଘର୍ଷ…

2 years ago

JEE Main Result 2025: ପ୍ରକାଶ ପାଇଲା ଜେଇଇ ମେନ୍‌ ସେଶନ ୧ ରେଜଲ୍ଟ, ଏଭଳି କରନ୍ତୁ ଯାଞ୍ଚ

ନୂଆଦିଲ୍ଲୀ,୧୧।୨: ଦେଶର ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଡମିଶନ୍‌ ପାଇଁ ଅନୁଷ୍ଠିତ JEE ମେନ ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷା ପାଇଁ ଆବେଦନ କରିଥିବା ପ୍ରାର୍ଥୀମାନେ…

2 years ago

ଆଦାନୀଙ୍କୁ ବଡ଼ ଉପହାର ଦେବେ ଟ୍ରମ୍ପ! ବଡ଼ ଘୋଷଣା…

ଓ୍ବାଶିଂଟନ୍‌,୧୧।୨: ଡୋନାଲ୍ଡ ଟ୍ରମ୍ପ ଯେବେଠାରୁ ଆମେରିକାର ରାଷ୍ଟ୍ରପତି ହୋଇଛନ୍ତି ସେବେଠାରୁ ସେ ତାଜୁବ କରିଦେବା ଭଳି ନିଷ୍ପତ୍ତି ନେଉଛନ୍ତି। ଏବେ ଟ୍ରମ୍ପ ଦେଶର ଆଇନଗତ ବ୍ୟବସ୍ଥା ସହ…

2 years ago

ଜମ୍ମୁର ଅଖନୁରରେ LoC ନିକଟରେ ଆଇଇଡି ବିସ୍ଫୋରଣ, ଶହୀଦ ହୋଇଗଲେ ୨ ଯବାନ

ନୂଆଦିଲ୍ଲୀ,୧୧।୨: ଜମ୍ମୁର ଅଖନୁର ସେକ୍ଟରରେ ଆଇଇଡି (ଇମ୍ପ୍ରୋଭାଇଜଡ୍‌ ଏକ୍ସପ୍ଲୋସିଭ ଡିଭାଇସ୍‌) ବିସ୍ଫୋରଣରେ ୨ ସୈନିକ ଶହୀଦ ହୋଇଛନ୍ତି। ଲାଲେଲିର ସୀମାରେଖା ନିକଟରେ ଏକ ସର୍ଚ୍ଚ ଅପରେଶନ ଚାଲିଥିବା…

2 years ago

କ’ଣ AI ମଣିଷର ସ୍ଥାନ ନେଇପାରିବ ? ‘ସର୍ବାଧିକ ପଚରାଯାଉଥିବା ପ୍ରଶ୍ନର’ ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୧।୨: ଫ୍ରାନ୍ସରେ ଏଆଇ ସମ୍ମିଳନୀରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ଅଧିକ ପଚରାଯାଉଥିବା ପ୍ରଶ୍ନର ଉତ୍ତର ଦେଇଛନ୍ତି। କ'ଣ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)…

2 years ago

Google Pay, PhonePe ଓ Paytm କୁ ବଡ଼ ଝଟ୍‌କା! ହ୍ବାଟସଆପ୍‌ରେ ପେମେଣ୍ଟ କରିପାରିବେ ବିଜୁଳି ବିଲ୍‌, ଜାଣନ୍ତୁ ପ୍ରକ୍ରିୟା

ନୂଆଦିଲ୍ଲୀ,୧୧।୨: ହ୍ବାଟସଆପ ୟୁଜର୍ସଙ୍କ ପାର୍ଇ ଖୁସି ଖବର। ଏଣିକି ହ୍ବାଟସଆପ୍‌ ମାଧ୍ୟମରେ ବିଜୁଳି ବିଲ୍‌ ଓ ପାଣି ବିଲ୍‌ ପେମେଣ୍ଟ କରିପାରିବେ। ଏହା ବ୍ୟତୀତ ଅନ୍ୟାନ୍ୟ ବିଲ…

2 years ago