ଜାତୀୟ

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ ଲାଗିଛି। ନଭେମ୍ବର ୧୯ରେ ଆମେରିକା କଂଗ୍ରେସ ଏପଷ୍ଟିନ୍‌ ଫାଇଲ୍ସ ଟ୍ରାନ୍ସପରେନ୍ସି ଆକ୍ଟକୁ ଗୃହୀତ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ କରିଛି। ଏହା ଦେଶ ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଣିଜ୍ୟ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା ବେଳେ HIV ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଜିଲାସ୍ତରୀୟ ତଦନ୍ତରୁ ଜଣାପଡ଼ିଛି ଯେ ରକ୍ତଦାତାଙ୍କ...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ (ଗ୍ରାମୀଣ)’ (VB-G RAM G) ବିଲ୍ ସଂସଦରେ ଗୃହୀତ ହେବା ପରେ ବିରୋଧୀ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ସୂଚନା ଦେଇଛନ୍ତି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଂସଦ ଭେମିରେଡ୍ଡି ପ୍ରଭାକର...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା। ସଂସଦ ଭବନ ପରିସରରେ ଅନୁଷ୍ଠିତ ଏହି ବୈଠକରେ କେବଳ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ ଶେନ୍ଦୁରୁସାନି ଗ୍ରାମ ପଞ୍ଚାୟତରେ ମାତ୍ର ୩ ମାସ ମଧ୍ୟରେ ୨୭,୩୯୭ ଜନ୍ମ ପଞ୍ଜିକରଣ...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ କୁମାର ତାଙ୍କର ୬୦ ବର୍ଷୀୟା ମା’ ବବିତା ଏବଂ ୬୨ ବର୍ଷୀୟ ବାପା...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା ହେବା ପରେ ଏହା ତାଙ୍କର ପ୍ରଥମ ସାଧାରଣ ସଭା ଥିଲା। ରାଲି ସମୟରେ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ। ଗୃହର...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ ଗ୍ୟାଙ୍ଗ ଚଳିତ ବର୍ଷ ଇରାନ ବ୍ୟତୀତ ଓଡ଼ିଶାରୁ ଦୁଇ ଜଣଙ୍କୁ ତାଜିକିସ୍ତାନ ପଠାଇଥିଲା।...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ ସେମାନଙ୍କର ଭାରତୀୟ ନାଗରିକତା ଛାଡୁଛନ୍ତି। ୨୦୨୨ରୁ ଏହି ସଂଖ୍ୟା ବାର୍ଷିକ ୨୦୦୦୦୦ରୁ ଅଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri