ବାପା କନଷ୍ଟେବଳ ହେଲେ ପୁଅ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ପାଇଁ ଜେଲ୍ରେ ଖର୍ଚ୍ଚ କରନ୍ତି ୪୦ଲକ୍ଷ ଟଙ୍କା, ୧୧୦ ଏକର ଜମିକୁ…
ନୂଆଦିଲ୍ଲୀ,୨୦।୧୦: ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇଙ୍କ ପାଇଁ ତାଙ୍କ ପରିବାର ପ୍ରତି ବର୍ଷକୁ ୩୫-୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି। ଜାଣି ଆଶ୍ଚର୍ଯ୍ୟ ହେଉଥିଲେ ବି ସତ। ଏନେଇ ଲରେନ୍ସଙ୍କ ଭାଇ ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। କିଛିଦିନ ପୂର୍ବରୁ ଏନସିପି…
ଝାଡଖଣ୍ଡରେ ବି ସୁଭଦ୍ରା ଯୋଜନା! ଯେଉଁଠି ମିଳିବ…
ରାଞ୍ଚି,୨୦।୧୦: ଓଡ଼ିଶାର ସୁଭଦ୍ରା ଯୋଜନା ପରି ଝାଡଖଣ୍ଡରେ ସମାନ ଫର୍ମୁଲା ଆପ୍ଲାଏ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ବିଭିନ୍ନ ଆର୍କଷଣୀୟ ଯୋଜନା କରି ଭୋଟବ୍ୟାଙ୍କକୁ ବଢାଇବାକୁ ଚାହୁଁଛି। ନିର୍ବାଚନବେଳେ ଯେମିତି ଭାଜପା ଓଡ଼ିଶାରେ ସୁଭଦ୍ରା…
ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍ସନ୍, ଆସନ ବଣ୍ଟନକୁ ନେଇ ଚାଲିଛି…
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପଟୋଲେଙ୍କ…
ଯେଉଁଠି ହାରିଥିଲେ ଶ୍ୱଶୁର, ସେଇଠି ପ୍ରାର୍ଥୀ ହେଲେ ବୋହୂ
ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ ଭାଗବତଙ୍କ ନାମ ପ୍ରମୁଖ ରହିଛି। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କ ବିରୋଧରେ…
ଛିଣ୍ଡିଲା ଏନ୍ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା
ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ ଅଲ୍ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ୍ସ ୟୁନିୟନ୍ (ଏଜେଏସ୍ୟୁ) ୧୦, ସଂଯୁକ୍ତ ଜନତା ଦଳ (ଜେଡିୟୁ) ୨,…
କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ। ନଭ୍ୟା ଭାଜପା ମହିଳା…
ଟିକେଟ କରାଇଦେବା ନାଁରେ ୨ କୋଟି ଠକେଇ: କେନ୍ଦ୍ରମନ୍ତ୍ରୀଙ୍କ ଭାଇ, ପୁତୁରା ଅଟକ
ବେଙ୍ଗାଲୁରୁ,୧୯ା୧୦: ୨ କୋଟି ଟଙ୍କା ଠକେଇ ମାମଲାରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ଭାଇ ଗୋପାଳ ଯୋଷୀ ଏବଂ ପୁତୁରା ଅଜୟ ଯୋଷୀଙ୍କୁ ବେଙ୍ଗାଲୁରୁ ପୋଲିସ ଶନିବାର ଅଟକ ରଖିଛି। ସେମାନଙ୍କ ବିରୋଧରେ ନାଗଥାନ୍ର ପୂର୍ବତନ ଜେଡିଏସ୍ ବିଧାୟକ ଦେବାନନ୍ଦ ଫୁଲସିଂ ଚଭନଙ୍କ…
ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ଜୟ ପାଣ୍ଡା ଏହି ସୂଚନା ଦେଇଛନ୍ତି। ବୈଜୟନ୍ତ ଜୟ ପାଣ୍ଡା…
କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ) ର ନବମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।…
ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା
ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ କରନ୍ତି । ସେମାନେ ଦିନସାରା ନିର୍ଜଳା ଉପବାସ ରୁହନ୍ତି ଏବଂ ସାରେ ଚନ୍ଦ୍ରକୁ ଜଳ…
ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…
ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ ୭୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ଆରଜେଡି ଏବଂ ବାମପନ୍ଥୀ ଦଳକୁ ୧୧ଟି ସିଟ ଦେବେ…
ଉତ୍ତର ପ୍ରଦେଶ ଶୁଟର୍ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା
ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ ବ୍ୟକ୍ତିତ୍ୱ…
Archives


