ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା
ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ ଜନତା ପାର୍ଟି (CJP) ଗୁରୁବାର ନିଜର ଭବିଷ୍ୟତ ରଣନୀତି ଏବଂ ଦେଶବ୍ୟାପୀ ସଂଗଠନ…
ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍ ଉପରେ…
ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା ହେବାର ବିପଦ ରହିଛି। ଏହି ସୂଚନା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ ଲିଖିତ…
ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ
ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ…
ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…
ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍ ସୋନମ ୱାଙ୍ଗଚୁକ ନିଜର ଅନଶନ ଭାଙ୍ଗିବା ପଛର ପୂରା କାହାଣୀ ସାମ୍ନାକୁ ଆଣିଛନ୍ତି। ଗୁରୁଗ୍ରାମର ଏକ ହସ୍ପିଟାଲରେ…
‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’
ମୁମ୍ବାଇ,୫ା୮: କକ୍ରୋଚ୍ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍କେ ବୁଧବାର କହିଛନ୍ତି। ସରକାରୀ ସଂସ୍ଥାଗୁଡ଼ିକ ଉପରେ ଜନସାଧାରଣଙ୍କ ଆସ୍ଥା ହ୍ରାସ, ଇଥାନଲ ମିଶ୍ରିତ ଇନ୍ଧନ ଏବଂ…
ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…
ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ସମେତ ଆମ ଆଦମୀ…
କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…
ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି । ୨୦ ଜୁଲାଇରେ ସଂସଦ ଅଭିମୁଖେ ଛାତ୍ରମାନଙ୍କ ମାର୍ଚ୍ଚ ସମୟରେ ଦିଲ୍ଲୀ ସହ…
ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ
ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା ଖୁସୀରାମ ପାଲ ନିଜ ବୃଦ୍ଧ ମାତା-ପିତାଙ୍କୁ ପାଲିଙ୍କିରେ ବସାଇ ପ୍ରାୟ ୧୫ କିଲୋମିଟର…
କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…
ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ ସେମାନେ Intermediary definition ଅଧୀନରେ ଆସୁନାହାଁନ୍ତି। କେଉଁ କଣ୍ଟେଣ୍ଟ କାହା ପାଖକୁ ଯିବ,…
ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି
ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ ଦାୟିତ୍ୱ ସ୍ଥିର କରିବାକୁ କୁହାଯାଇଛି। କୋର୍ଟ କହିଛନ୍ତି ଯେ ଛାତ୍ର ପ୍ରତିବାଦ ପ୍ରସଙ୍ଗ…
ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍? ଜାଣନ୍ତୁ ନେଟଓ଼୍ବର୍ଥ
ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ ମାମଲାରେ ରାଜ୍ୟର ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ୍ଙ୍କୁ ପୋଲିସ୍ ପଚରାଉଚରା କରିବା…
‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ
ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ ଉଦୟନିଧି ବିଳମ୍ବିତ ରାତିରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ତାଙ୍କ ରାଜନୈତିକ…

