ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ
ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…
ରାଜନୀତିରେ ଏଣ୍ଟ୍ରି ମାରିବେ ସମୀର ୱାଙ୍ଖେଡ! ଏହି ଦଳରୁ ଲଢିବେ…
ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ପ୍ରସିଦ୍ଧ ଆଇଆରଏସ ଅଧିକାରୀ ସମୀର ୱାଙ୍ଖେଡ ରାଜନୀତିରେ ଏଣ୍ଟ୍ରି ମାରିବାକୁ ଯାଉଛନ୍ତି। କୁହାଯାଉଛି କି, ମହାରାଷ୍ଟ୍ର ବଇଦାନସଭା ନିର୍ବାଚନ ଥିବାରୁ ସମୀର ମଇଦାନକୁ ଓହ୍ଲାଇବେ। ସୂଚନାନୁସାରେ ସମୀର ଶିବସେନା ସିନ୍ଦେ ଦଳରେ ଯୋଗଦେବେ। ସେ ମୁମ୍ବାଇର ଧରାବୀ ବିଧାନସଭା…
ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ, ବେଶ ବଦଳାଇ ହୋଟେଲରେ ଲୁଚିଥିଲେ
ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ ଲରେନ୍ସ…
କିଏ ସେହି ସଞ୍ଜୀବ ଖାନ୍ନା? ଯିଏ ହେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ନାଁ ସୁପାରିସ ପରେ ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୭ା୧୦: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ କେନ୍ଦ୍ର ସରକାରଙ୍କୁ ଆନୁଷ୍ଠାନିକ ସୁପାରିସ ପରେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବା ନେଇ ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି। ନଭେମ୍ବର ୧୦ରେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼ ଅବସର…
ବିଧାନସଭା ନିର୍ବାଚନ ଲଢିବନି ଏଏପି, କଲା ବଡ଼ ଘୋଷଣା
ନୂଆଦିଳ୍ଲୀ,୧୭।୧୦: ୨ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା ହୋଇଛି। ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ରରେବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଭିନ୍ନ ଦଳମାନେ ଏନେଇ କମର କଷି ସାରିଲେଣି। ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ଆମ ଆଦମୀ ପାର୍ଟି ଝାଡଖଣ୍ଡ ବିଧାନସଭାରେ…
ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ ଆହୁରି…
ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ: ବାଂଲାଦେଶୀ ପ୍ରବାସୀମାନଙ୍କୁ ଚିହ୍ନଟ କରି ବିତାଡିତ କରାଯିବ
ନୂଆଦିଲ୍ଲୀ, ୧୭ା୧୦: ନାଗରିକତ୍ଵ ଆଇନର ଧାରା ୬ କ ବୈଧତା ଉପରେ ଶୁଣାଇ କରି ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଧାରା ୬ କ ବୈଧତାକୁ ବଜାୟ ରଖିଛନ୍ତି। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ସାମ୍ବିଧାନିକ ବ୍ୟବସ୍ଥା…
ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା ଯୌନ ନିର୍ଯାତନା ସହ ସମାନ: କୋର୍ଟଙ୍କ ବଡ଼ ରାୟ
ନୂଆଦିଲ୍ଲୀ,୧୭।୧୦: ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା କିମ୍ବା ଶାରୀରିକ ସମ୍ପର୍କ ରଖିବା ଯୌନ ନିର୍ଯାତନା ସହ ସମାନ। ଏକ ମାମଲାର ଶୁଣାଣିବେଳେ କୋର୍ଟ ଏପରି ବଡ଼ ରାୟ ଦେଇଛନ୍ତି। କେରଳ ହାଇକୋର୍ଟ କହିଛନ୍ତି, ନାବାଳକଙ୍କ ସାମ୍ନାରେ ଯୌନ ସମ୍ପର୍କ ରଖିବା କିମ୍ବା…
ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି! ନାଁ ସୁପାରିଶ କଲେ CJI ଡି.ୱାଇ ଚନ୍ଦ୍ରଚୂଡ଼
ନୂଆଦିଲ୍ଲୀ, ୧୭ା୧୦: ଭାରତର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ୍ ସଂଜୀବ ଖାନ୍ନାଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି। ସରକାରଙ୍କ ଅନୁମୋଦନ ପରେ ଜଷ୍ଟିସ୍ ଖାନ୍ନା ୫୧ତମ ପ୍ରଧାନ ବିଚାରପତି ହେବେ। ନଭେମ୍ବର…
ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର
ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ…
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ
ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଣ୍ଡା…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ
ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ଭିଆଇପିଙ୍କ ସୁରକ୍ଷା ଦାୟିତ୍ୱରୁ NSG କମାଣ୍ଡୋଙ୍କୁ ହଟାଇ ଦିଆଯିବ, ସେମାନଙ୍କ ସ୍ଥାନରେ CRPF କର୍ମଚାରୀମାନେ…
Archives


