ଜାତୀୟ

ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ…

ମୁଁ ମୋଦି ସରକାରଙ୍କ ସହ ଅଛି, କାହିଁକି ଏମିତି କହିଲେ ମମତା

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାନସଭାରେ କହିଛନ୍ତି ଯେ ମୁଁ ବାଂଲାଦେଶରେ ହିନ୍ଦୁମାନଙ୍କୁ ନିର୍ଯ୍ୟାତନା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଅଛି। ମମତା କହିଛନ୍ତି ଯେ ମୋର ସରକାରଙ୍କ ନୀତି ହେଉଛି ଯେ ଯେତେବେଳେ ଅନ୍ୟ ଦେଶ କଥା…

ସଂସଦକୁ ପ୍ରବେଶ କରୁଥିଲେ ପ୍ରିୟଙ୍କା, ଦୁଆରମୁହଁରେ ଅଟକାଇେଲେ ରାହୁଲ, ତା’ପରେ ଯାହା ହେଲା…

ନୂଆଦିଲ୍ଲୀ,୨୮।୧୧: ପ୍ରିୟଙ୍କା ଗାନ୍ଧୀ ଗୁରୁବାର ଲୋକ ସଭାରେ ଏମପି ଭାବେ ଶପଥ ନେଇଛନ୍ତି। ନିକଟରେ କେରଳର ଓ୍ବାଏନାଡରେ ହୋଇଥିବା ଲୋକ ସଭା ଉପ-ନିର୍ବାଚନରେ ସେ ବିଜୟୀ ହୋଇଥିଲେ। ତେବେ ଶପଥ ଗ୍ରହଣ ପାଇଁ ଯେତେବେଳେ ସେ ସଂସଦ ଭବନକୁ ପ୍ରବେଶ କରୁଥିଲେ…

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିଫଳ ହୋଇଛନ୍ତି। କେଜ୍‌ରିଓ୍ବାଲ ମଧ୍ୟ…

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ…

ବଳ ଗୋଟାଉଛି ବାତ୍ୟା: ରେଡ୍‌ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା

ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ…

ସରକାର ନ ହେଉଣୁ ସୋରେନ-ରାହୁଲଙ୍କ ମଧ୍ୟରେ ଫାଟ, କ୍ୟାବିନେଟରେ ମିଳିବନି ସ୍ଥାନ!

ରାଞ୍ଚି,୨୮।୧୧: ଝାଡଖଣ୍ଡରେ ଆଜି ଶପଥ ନେବେ ହେମନ୍ତ ସୋରେନ। ଏନେଇ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ଶପଥ ନେବା ପରେ ଏବେ ତାଙ୍କ ମନ୍ତ୍ରୀମଣ୍ଡଳ ନେଇ ପ୍ରାନ ଉଠୁଛି। ଏନେଇ କୌଣସି ସୂଚନା ମିଳି ନଥିବାବେଳେ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ…

କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା

ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ଚିତା ନିର୍ବା ନିଜ ଗୁମ୍ଫାଠାରୁ ବହୁତ ଦୂରରେ ବୋଲି ବନ ବିଭାଗ ସୂଚନା ପାଇଥିଲା।…

ଶିନ୍ଦେଙ୍କ ଚକ୍ରବ୍ୟୁହରେ ଫସିଗଲେ ଅଜିତ ପାଓ୍ବାର, ଏବେ କରିବେ କ’ଣ…

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦବୀ ଦୌଡ଼ରୁ ନିଜକୁ ଦୂରେଇ ରଖି ଭାଜପା ପାଇଁ ରାସ୍ତା ସଫା କରିଛନ୍ତି। ସେ ଭାଜପାକୁ ତାଙ୍କ ବଡ଼ ଭାଇ ଭାବେ ଗ୍ରହଣ କରିଛନ୍ତି। ଏବେ ଭାଜପା ଭିତରେ ସିଏମ ମୁହଁର ସନ୍ଧାନ ଚାଲିଛି।…

ପ୍ରେମିକାଙ୍କୁ ହତ୍ୟା କରି ୫୦ ଖଣ୍ଡ କଲେ ପ୍ରେମିକ: ଭୁଲ୍‌ ଥିଲା ଏମିତି…

ରାଞ୍ଚତ୍, ୨୮।୧୧ (ପି.ଟି.):ଝାଡ଼ଖଣ୍ଡ ଖୁଣ୍ଟି ଜିଲାର ଉପାନ୍ତ ଅଞ୍ଚଳରୁ ବୁଧବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍‌ନାକୁ ଆସିଛି। କଂସେଇ ଭାବେ କାର୍ଯ୍ୟ କରୁଥିବା ନରେଶ ଭେଙ୍ଗରା ନାମକ ଜଣେ ୨୫ ବର୍ଷୀୟ ଯୁବକ ନିଜ ବାନ୍ଧବୀଙ୍କୁ ହତ୍ୟା କରିବା ସହ ତାଙ୍କ…

ପ୍ରତି ୫ରେ ଜଣେ ନାବାଳିକା ବାଲ୍ୟବିବାହର ଶିକାର

ନୂଆଦିଲ୍ଲୀ,୨୮ା୧୧: ଗତ ବର୍ଷକ ମଧ୍ୟରେ ଦେଶରେ ପ୍ରାୟ ୨ ଲକ୍ଷ ବାଲ୍ୟବିବାହକୁ ରୋକାଯାଇଛି। ଏହାସତ୍ତ୍ୱେ ପ୍ରତି ୫ ଜଣରେ ଜଣେ ଝିଅ ବିବାହ ବୟସ ୧୮ ବର୍ଷରେ ଉପନୀତ ହେବା ପୂର୍ବରୁ ବାଲ୍ୟବିବାହର ଶିକାର ହେଉଥିବା ବୁଧବାର ମହିଳା ଓ ଶିଶୁ…

ଆଜି ଶପଥ ନେବେ ହେମନ୍ତ ସୋରେନ୍‌: ସୁରକ୍ଷା କଡ଼ାକଡ଼ି

ରାଞ୍ଚତ୍, ୨୮ା୧୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?