ଜାତୀୟ

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ କରିବା ସହ ଏନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ…

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ ବିଫଳ ହୋଇଥିବାରୁ ଅମାନତ ଜମା ହରାଇଛନ୍ତି। ସେମାନଙ୍କର ୩.୫ କୋଟି ଅମାନତ ଜମା ବାଜ୍ୟାପ୍ତ…

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ରାଜ୍ୟର ସୂଚନା କମିଶନରେ କେତେ ପଦବୀ ଖାଲିପଡ଼ିଛି ଏବଂ…

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଭିଡିଓ ଶେୟାର କରାଯିବା ପରେ ଭଳିକି ଭଳି ପ୍ରତିକ୍ରିୟା ପ୍ରକାଶ…

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦…

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି।…

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି ଭାରାଲେଙ୍କ ଖଣ୍ଡପୀଠ କହିଛନ୍ତି, ‘ଯେତେବେଳେ ଆପଣ ନିର୍ବାଚନରେ ​​ଜିତନ୍ତି, ସେତେବେଳେ ଇଭିଏମ୍‌ ଟାମ୍ପରିଂ ହୁଏନାହିଁ।…

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି। ଏହି…

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟ ରାହୁଲଙ୍କ ନାଗରିକତ୍ୱ ସମ୍ବନ୍ଧିତ ଯାଚିକା ଉପରେ ଶୁଣାଣି କରିଛନ୍ତି। ଶୁଣାଣି…

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ ଘୋଷଣା ହୋଇନାହିଁ। ସେପଟେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କଠାରୁ ଏକ ବଡ଼ ବୟାନ ଆସିଛି।…

ଆଇପିଏଲ୍‌ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍‌ କିଭଳି ହୁଅନ୍ତି ମାଲାମାଲ୍‌, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ… 

ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍‌ ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି। ଆଇପିଏଲ୍‌ ଇତିହାସରେ ସବୁଠାରୁ ମହଙ୍ଗା ନିଲାମରେ ୧୦ ଟିମ୍‌ ମୋଟ ୬୩୯.୧୫ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?