ଜାତୀୟ

RBI ଗଭର୍ନର ଶଶିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୬।୧୧: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶଶିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଆସନ୍ତା ୨-୩ ଘଣ୍ଟା…

ଆଦାନୀ ଗ୍ରୁପ୍‌ର ୧୦୦ କୋଟିକୁ ଅଗ୍ରାହ୍ୟ କଲେ ତେଲଙ୍ଗାନା ସରକାର

ହାଇଦ୍ରାବାଦ,୨୬ା୧୧: ତେଲଙ୍ଗାନାରେ ଯୁବବର୍ଗଙ୍କ ମଧ୍ୟରେ ଔଦ୍ୟୋଗିକ ଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀସମୂହ ଆଦାନୀ ଗ୍ରୁପ ଦକ୍ଷତା ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ୧୦୦ କୋଟି ଟଙ୍କା ଯୋଗାଇ ଦେଇଥିଲା। ତେବେ ସୌର ବିଦ୍ୟୁତ୍‌ ଠିକା ପାଇବା ପାଇଁ ଭାରତୀୟ…

କେରଳରେ ବଢ଼ୁଛି ଶିଶୁ ଯୌନ ଶୋଷଣ ମାମଲା

କୋଚି, ୨୬।୧୧: ଦେଶରେ ଦେଖାଦେଉଥିବା ଶିଶୁ ଯୌନ ଶୋଷଣ ମାମଲା ମଧ୍ୟରୁ ସର୍ବାଧିକ ମାମଲା କେରଳରୁ ସାମ୍‌ନାକୁ ଆସିଛି। କେରଳ ଷ୍ଟେଟ୍‌ କମିଶନ ଫର୍‌ ପ୍ରୋଟେକ୍ସନ ଅଫ୍‌ ଦି ଚାଇଲ୍ଡ ରାଇଟ୍ସର ତଥ୍ୟ ଅନୁଯାୟୀ, କେରଳରେ ଶିଶୁମାନଙ୍କ ସହ ଯୌନ ଶୋଷଣ…

ଦିଲ୍ଲୀରେ ଜିଆର୍‌ଏପି-୪ ବଳବତ୍ତର ରହିବ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ବି ଉତ୍କଟ ରହିଥିବାରୁ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ର ଚତୁର୍ଥ ପର୍ଯ୍ୟାୟ (ଜିଆର୍‌ଏପି-୪) ବଳବତ୍ତର ରହିବ ବୋଲି ସୁପ୍ରିକୋର୍ଟ ସୋମବାର କହିଛନ୍ତି। ତଦନୁଯାୟୀ ଦିଲ୍ଲୀ ଭିତରେ ବାହାର ଟ୍ରକ୍‌ ଓ ଅନ୍ୟାନ୍ୟ ଗାଡ଼ି ପ୍ରବେଶ…

ଆଣ୍ଡାମାନ୍‌ ସାଗରରୁ ୫ ଟନ୍‌ ଡ୍ରଗ୍ସ ଜବତ

ନୂଆଦିଲ୍ଲୀ,୨୬ା୧୧: ଆଣ୍ଡାମାନ୍‌ ସାଗରରେ ଏକ ମାଛଧରା ବୋଟ୍‌ରୁ ତଟସୁରକ୍ଷା ବାହିନୀ (ଆଇସିଜି) ୫ ଟନ୍‌ରୁ ଊର୍ଦ୍ଧ୍ୱ ଡ୍ରଗ୍ସ ଜବତ କରିଛି। ମ୍ୟାନ୍‌ମାର ଫିଶିଂ ବୋଟ୍‌ରୁ ଏହି ମେଥାମ୍ଫେଟାମାଇନ୍‌ ଜବତ ହୋଇଛି, ଯାହାକି ସାମୁଦ୍ରିକ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥା ଦ୍ୱାରା ସର୍ବାଧିକ ଚୋରା…

ସମ୍ଭଲ ହିଂସାକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ/ସମ୍ଭଲ,୨୬ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଜୁମା ମସ୍‌ଜିଦ ପରିସରରେ ରବିବାର ସର୍ଭେକୁ ବିରୋଧ ବେଳେ ହିଂସାକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଏପର୍ଯ୍ୟନ୍ତ ୪୦୦ ଜଣଙ୍କ ବିରୋଧରେ ୭ଟି ମାମଲା ରୁଜୁ ହୋଇଛି। ସମ୍ଭଲର…

୩ ବର୍ଷରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ

ନୂଆଦିଲ୍ଲୀ, ୨୬।୧୧:୨୦୨୧ରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୋମବାର ଲୋକ ସଭାରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ଏହି ସୂଚନା ଦେଇଛନ୍ତି।…

ସମ୍ବିଧାନରେ ‘ସମାଜବାଦ’, ‘ଧର୍ମନିରପେକ୍ଷ’ ଶବ୍ଦ ରହିବ

ନୂଆଦିଲ୍ଲୀ,୨୬ା୧୧(ପି.ଟି.):ସମ୍ବିଧାନର ପ୍ରସ୍ତାବନାରେ ରହିଥିବା ସମାଜବାଦ, ଧର୍ମନିରପେକ୍ଷ ଏବଂ ଅଖଣ୍ଡତା ଶବ୍ଦକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା କେତେକ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ୧୯୭୬ରେ ତତ୍କାଳୀନ ଇନ୍ଦିରା ଗାନ୍ଧୀ ସରକାର ୪୨ତମ ସମ୍ବିଧାନ ସଂଶୋଧନ କରାଇ ପ୍ରସ୍ତାବନାରେ ଉପରୋକ୍ତ ଶବ୍ଦ…

କରଦାତାଙ୍କ ପାଇଁ ଖୁସି ଖବର: ପାନ୍‌ ୨.୦କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆର୍ଥତ୍କ ବ୍ୟାପାର କ୍ୟାବିନେଟ୍‌ କମିଟି ଆୟକର ବିଭାଗର ସ୍ଥାୟୀ ଅକାଉଣ୍ଟ ନମ୍ବରର ଦ୍ୱିତୀୟ ପର୍ଯ୍ୟାୟ (ପାନ୍‌ ୨.୦) ପ୍ରକଳ୍ପକୁ ସୋମବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କରଦାତାମାନଙ୍କୁ ସହାୟତା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଉଛି। ଏହି ପ୍ରକଳ୍ପ…

ଫେବୃଆରୀ ୧୮ରୁ ଆଇସିଏସ୍‌ଇ ଦଶମ, ୧୩ରୁ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୨୫ା୧୧: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିଇ) ୨୦୨୫ ବର୍ଷ ପାଇଁ ଆଇସିଏସ୍‌ଇ ଦଶମ ଶ୍ରେଣୀ ଏବଂ ଆଇସିଏସ୍‌ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ନିମନ୍ତେ ସୋମବାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା…

କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି: କୃଷକଙ୍କୁ ଉପହାର ଦେଲେ କେନ୍ଦ୍ର ସରକାର, ଏଣିକି…

ନୂଆଦିଲ୍ଲୀ,୨୫।୧୧: ସୋମବାର କେନ୍ଦ୍ର କ୍ୟାବିନେଟ କୃଷି, ଶିକ୍ଷା, ଶକ୍ତି ଏବଂ ଭିତ୍ତିଭୂମି ସହ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛି। ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିବା, ଉଦ୍ୟୋଗୀତାକୁ ପ୍ରୋତ୍ସାହିତ କରିବା ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍ସଗୁଡିକର ପ୍ରବେଶ ବୃଦ୍ଧି କରିବା…

ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଭାଜପା ଖେଳିଲା ବଡ଼ ଚାଲ୍‌, ରାଗିଗଲେ ଶିନ୍ଦେ! ଜାଣନ୍ତୁ କାହିଁକି…

ମୁମ୍ବାଇ,୨୫।୧୧: ମହାୟୁତିରେ ସିଏମ ପଦବୀକୁ ନେଇ ସବୁକିଛି ଠିକ୍‌ ଚାଲିନାହିଁ। ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ଅସନ୍ତୋଷ ଥିବା ଏକ ସୂତ୍ରରୁ ପ୍ରକାଶ ପାଇଛି। ସିଏମ ପଦ ଭାଜପାକୁ ଯିବା ନେଇ ଶିନ୍ଦେଙ୍କ ଅସନ୍ତୋଷ ସାମ୍ନାକୁ ଆସିଛି। ଯଦି ଉତ୍ସକୁ ବିଶ୍ୱାସ କରାଯାଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?