କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ
ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ମନ୍ତ୍ରୀ, ବିଧାୟକ ଏବଂ ଦଳର ବରିଷ୍ଠ ନେତାମାନେ ଯୋଗ…
ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…
ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ ଦିନ ମେଟାର ସମସ୍ୟା ବଢ଼ିବାରେ ଲାଗିଛି । ବୁଧବାର (୫ ଅଗଷ୍ଟ) ମେଟାର…
ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…
ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ ୪ରେ ହୋଇଥିବା ହଙ୍ଗାମା ବିଷୟରେ ଉଲ୍ଲେଖ କରି ବାଚସ୍ପତି କହିଥିଲେ, ମୁଁ ଏହି…
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର
ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ କହିଛନ୍ତି ଯେ ପ୍ରାୟ ୨୨ ଲକ୍ଷ ପ୍ରାର୍ଥୀଙ୍କୁ ସାମିଲ କରୁଥିବା ପରୀକ୍ଷାକୁ ବର୍ତ୍ତମାନର…
‘ବନ୍ଦେ ମାତରମ୍ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍ଠୋକ୍ ଶୁଣାଇଦେଲେ କୋଲକାତା ହାଇକୋର୍ଟ
କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି କରି କହିଛନ୍ତି, “ଆକାଶ ଛିଣ୍ଡି ପଡ଼ିବ ନାହିଁ।” କାର୍ଯ୍ୟକାରୀ ମୁଖ୍ୟ ବିଚାରପତି (ACJ)…
ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…
ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ମୋର୍ଚ୍ଚା…
ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା
ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ ନେଇ ବିଚାର କରୁଛନ୍ତି। ଯଦିଓ ବର୍ତ୍ତମାନ ୟୁପିଆଇ ଉପରେ କୌଣସି ଶୁଳ୍କ (ଚାର୍ଜ)…
ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା
କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ ସମ୍ପର୍କରେ ନୂଆ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ରାଜନୈତିକ ମହଲରେ ଆଲୋଚନା ହେଉଛି ଯେ…
ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା
ନୂଆଦିଲ୍ଲୀ,୫।୮: କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ କକରୋଚ ଜନତା ପାର୍ଟିର ପଦାଧିକାରୀମାନଙ୍କ ବୈଠକ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…
ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା
ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ କଏନ ଏବଂ ରେଶମ ଶାଢ଼ି ପ୍ରଦାନ କରିବା ପାଇଁ ଏକ ଯୋଜନା ପାଇଁ…
ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…
ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ଗାୟିକା ଚିନ୍ମୟୀ ଶ୍ରୀପଦା ମଧ୍ୟ ତାଙ୍କ ଉପରେ କଡ଼ା ପ୍ରତିକ୍ରିୟା…
ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍…
ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ସଂସଦୀୟ କମିଟି ‘ସେଫ ହାର୍ବର’ ଧାରା ପ୍ରତ୍ୟାହାର କରିବାକୁ ଚେତାବନୀ ଦେଇଛି।…

