ଏନସିକୁ ମିଳିଗଲା ବାହାରିଆ ସମର୍ଥନ, ଜମ୍ମୁ-କଶ୍ମୀରରେ କାମରେ ଆସିବନି କଂଗ୍ରେସର ୬ ବିଧାୟକ!
ନୂଆଦିଲ୍ଲୀ,୧୦।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ରେ ନ୍ୟାଶନାଲ କନଫରେନ୍ସ (ଏନସି) ଏବଂ କଂଗ୍ରେସର ମେଣ୍ଟ ଚମତ୍କାର ପ୍ରଦର୍ଶନ କରି ସଂଖ୍ୟାଗରିଷ୍ଠତା ହାସଲ କରିଛି। ୯୦ଟି ବିଧାନସଭା ଆସନରୁ ମେଣ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏନସି ୪୨ଟି ଆସନ ପାଇଥିବାବେଳେ କଂଗ୍ରେସ…
ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ହେଲେ ଓମାର ଅବଦୁଲ୍ଲା
ନୂଆଦିଲ୍ଲୀ,୧୦।୧୦: ନ୍ୟାଶନାଲ୍ କନଫରେନ୍ସ୍(ଏନସି) ବିଧାନସଭା ପାର୍ଟି ବୈଠକ ଆଜି ନୱାଇ ସୁବାହ ପାର୍ଟି ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଏଥିରେ ଦଳର ନେତା ଏନସି ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଏବଂ ସମସ୍ତ ନୂତନ ନିର୍ବାଚିତ ବିଧାୟକ ଉପସ୍ଥିତ ଥିଲେ। ଏହି ବୈଠକରେ…
ଅଟଳ ପେନସନ ଯୋଜନା: ସାମିଲ ହେଲେଣି ୫୬ ଲକ୍ଷ ଲୋକେ, ଜାଣନ୍ତୁ ଏହାର ଲାଭ, କିଭଳି କରିବେ ଆବେଦନ
ନୂଆଦିଲ୍ଲୀ,୧୦।୧୦: ଅବସର ପରେ ସମ୍ମୁଖୀନ ହେଉଥିବା ଆର୍ଥିକ ଆହ୍ବାନର ମୁକାବିଲା ଲାଗି ପେନସନ୍ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତ ସରକାର ଏହାକୁ ବୁଝନ୍ତି ଏବଂ ସେଥିଲାଗି ଅନେକ ଯୋଜନା ପରିଚାଳିତ ହେଉଛି। ଏଥିରେ ବିନିଯୋଗ କରି ଯେକେହି ନିଜର ଅବସରପରର ଜୀବନକୁ ସୁଖମୟ…
ଆଦାନୀ-ଅମ୍ବାନୀଙ୍କ ଠାରୁ ରତନ ଟାଟାଙ୍କର ଥିଲା କମ୍ ସମ୍ପତ୍ତି, କାରଣ ଜାଣିଲେ…
ନୂଆଦିଲ୍ଲୀ,୧୦।୧୦: ଟାଟା ଗ୍ରୁପର ପୂର୍ବ ଚେୟାରମ୍ୟାନ ରତନ ଟାଟାଙ୍କର ମୃତ୍ୟୁ ହୋଇଛି। ୮୬ବର୍ଷରେ ତାଙ୍କ ପରଲୋକ ସାରା ଦେଶକୁ ସ୍ତବ୍ଧ କରି ଦେଇଛି। ସବୁଠାରୁ ପୁରୁଣା ଉଦ୍ୟୋଗପତି ରତନ ପ୍ରତି ଘରେ ଘରେ ପରଚିତ ଥିଲେ। ତାଙ୍କର କମ୍ପାନୀର ଲୁଣ ପ୍ୟାକେଟ…
‘ରତନ ଟାଟାଙ୍କୁ ମିଳୁ ଭାରତ ରତ୍ନ’, ପ୍ରସ୍ତାବକୁ ମଞ୍ଜୁରୀ ଦେଲା ମହାରାଷ୍ଟ୍ର କ୍ୟାବିନେଟ
ମୁମ୍ବାଇ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏହାକୁ ନେଇ ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବୈଠକରେ ଶୋକ ପ୍ରସ୍ତାବ…
ୟୁପିରେ ମେଣ୍ଟ ଉପରେ ବଡ଼ ଘୋଷଣା କଲେ ଅଖିଳେଶ, ସ୍ପଷ୍ଟ ହୋଇଗଲା ଚିତ୍ର
ଲକ୍ଷ୍ନୌ,୧୦।୧୦: ସମାଜବାଦୀ ପାର୍ଟି ମଙ୍ଗଳବାର ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କଂଗ୍ରେସ କହିଛି ଯେ ଏ ପର୍ଯ୍ୟନ୍ତ ଗଠବନ୍ଧନରେ ଆସନ ଭାଗବଣ୍ଟାକୁ ନେଇ କୌଣସି ଆଲୋଚନା ହୋଇନାହିଁ। କଂଗ୍ରେସର ଏହି…
ଯେଉଁ କମ୍ପାନୀରେ ସିଭି ପକାଇ ପାଇଥିଲେ ଚାକିରି, ସେହି ଟାଟା କମ୍ପାନୀର ହେଲେ ମାଲିକ
ନୂଆଦିଲ୍ଲୀ,୧୦।୧୦: ୮୬ବର୍ଷରେ ସାରା ଦୁନିଆକୁ ପର କରି ଦେଇଛନ୍ତି ଭାରତର ବିଜନେସ ଟାଇଫୁନ୍ ରତନ ଟାଟା। ବ୍ୟବସାୟରେ ସେ ବିପ୍ଲବ ଆଣିଥିଲେ ଯେ, ଟାଟା ଲୁଣଠୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀରେ ପ୍ରତି ଘରେ ଘରେ ବ୍ୟବହାର ହେଉଛି।…
ତ୍ରିରଙ୍ଗାରେ ଘୋଡ଼ାଇ ଦିଆଗଲା ରତନ ଟାଟାଙ୍କ ମରଶରୀର,ଜନସାଧାରଣଙ୍କ ଶେଷଦର୍ଶନ ପାଇଁ…
ମୁମ୍ବାଇ,୧୦ା୧୦: ଟାଟା ସନ୍ସର ଚେୟାରମ୍ୟାନ ଏବଂ ଭାରତର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନପ୍ରାପ୍ତ ପଦ୍ମଭୂଷଣ, ରତନ ଟାଟାଙ୍କ ମରଶରୀର ଦକ୍ଷିଣ ମୁମ୍ବାଇର ନ୍ୟାଶନାଲ ସେଣ୍ଟର୍ ଫର୍ ପର୍ଫର୍ମିଂ ଆର୍ଟ (ଏନ୍ସିପିଏ) ରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ପାଇଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ…
ରାହୁଲଙ୍କୁ ସମର୍ଥନ କରିଦେଲେ ଚନ୍ଦ୍ରବାବୁ ନାଇଡୁ, ଏକାକୀ ପଡିଗଲେ ମୋଦି, ଜାତୀୟ ରାଜନୀତିରେ ବଡ଼ ହଲଚଲ
ନୂଆଦିଲ୍ଲୀ,୧୦।୧୦: ହରିୟାଣାରେ ଭାଜପାକୁ ମିଳିଛି ହ୍ୟାଟ୍ରିକ ବିଜୟ। ଭାଜପା ଖାତାକୁ ଆଉ ଗୋଟିଏ ରାଜ୍ୟ ଯାଉଥିବାବେଳେ କଂଗ୍ରେସ ହାତରୁ ହରିୟାଣା ହାତଛଡା ହୋଇଛି। ଏନେଇ କଂଗ୍ରେସ ସମେତ ଇଣ୍ଡିଆ ମେଣ୍ଟକୁ ଶକ୍ତ ଝଟ୍କା ଲାଗିଛି। ବିଜୟର ଖୁସି ପାଳିବା ପାଇଁ ମଙ୍ଗଳବାର…
ଏତିକି କୋଟି ଟଙ୍କା ଛାଡିଯାଇଛନ୍ତି ରତନ ଟାଟା: ଧନୀ ତାଲିକାରେ…
ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ଏହାପୂର୍ବରୁ ଅକ୍ଟୋବର ୭ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା…
ଓଡ଼ିଶା ସହ ଏମିତି ଥିଲା ରତନ ଟାଟାଙ୍କ ସମ୍ପର୍କ…
ମୁମ୍ବାଇ/ଭୁବନେଶ୍ୱର,(୧୦ା୧୦): ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ…
ମିଛର ଝଡ଼ ସୃଷ୍ଟି କରୁଛି କଂଗ୍ରେସ
ନୂଆଦିଲ୍ଲୀ,୧୦ା୧୦:ମୋଦି ସରକାରଙ୍କ ଗତ ୧୦ ବର୍ଷର ଶାସନରେ ଗରିବ, କୃଷକ, ଯୁବ ଓ ମହିଳାମାନେ ବିଶେଷ ଉପକୃତ ହୋଇଛନ୍ତି। କେନ୍ଦ୍ରର ଜନକଲ୍ୟାଣକାରୀ ନୀତିକୁ ଦେଖି ହରିୟାଣା ଭୋଟର ଭାଜପାକୁ କ୍ରମାଗତ ତୃତୀୟ ଥର କ୍ଷମତାସୀନ କରାଇଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ନିଜ…
Archives


