Odisha Elections 2024

ଜାତୀୟ

ବୁଝାଇବା ପରେ ନ ବୁଝିଲେ ତେଜ୍ୟପୁତ୍ର ହେବେ ପାଇଲଟ !…

ଜୟପୁର,୨୫।୫ : ରାଜସ୍ଥାନରେ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ କଂଗ୍ରେସ ଦଳ ବର୍ତ୍ତମାନ ପ୍ରସ୍ତୁତି ଆରମ୍ଭ କରିଛି। ମେ ୨୬ ରେ ଅପରାହ୍ନରେ...

ଲୋକ ସଭା ନିର୍ବାଚନ ପୂର୍ବରୁ ହରିୟାଣା ଏଏପିରେ ବଡ ଧରଣର ପରିବର୍ତ୍ତନ

ଚଣ୍ଡିଗଡ଼,୨୫।୫: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ହରିୟାଣା ୟୁନିଟରେ ବଡ ଧରଣର ଅଦଳ ବଦଳ କରିଛି। ରାଜ୍ୟ ସଭା ଏମପି ସୁଶିଲ ଗୁପ୍ତାଙ୍କୁ ହରିୟାଣାର ପ୍ରଦେଶ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେମିତି ଅଶୋକ ତନଓ୍ବରଙ୍କୁ...

ଦୈନିକ ସଂକ୍ରମଣ ୬ ଶହରୁ କମ୍‌, ସକ୍ରିୟ ମାମଲା ୭ ହଜାର ତଳେ…

ନୂଆଦିଲ୍ଲୀ, ୨୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

‘ଆଜି ବିଶ୍ୱ ଭାରତକୁ ଶୁଣୁଛି’, ତିନି ଦେଶର ଯାତ୍ରାରୁ ଫେରି ମୋଦି କହିଲେ, ଏହା ୟଶ ମୋଦିଙ୍କର ନୁହେଁ

ନୂଆଦିଲ୍ଲୀ,୨୫।୫: ତିନୋଟି ଦେଶର ଯାତ୍ରା ଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗୁରୁବାର ସେ ଦିଲ୍ଲୀର ପାଲମ ଏୟାରପୋର୍ଟରେ ପହଞ୍ଚିବା ପରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଭାଜପାର ନେତା ଓ କର୍ମୀ...

‘…ତେବେ କ’ଣ ପାକିସ୍ତାନ ପ୍ରଧାନମନ୍ତ୍ରୀ କରିବେ ସଂସଦ ଭବନର ଉଦଘାଟନ’, କଂଗ୍ରେସ ନେତାଙ୍କ ବିରୋଧୀଙ୍କୁ ଉପଦେଶ

ନୂଆଦିଲ୍ଲୀ,୨୫।୫: ଦେଶର ନୂଆ ସଂସଦ ଭବନ ଭାବେ ଲୋକତନ୍ତ୍ରକୁ ନୂଆ ମନ୍ଦିର ମିଳିବାକୁ ଯାଉଛି। ମେ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିବେ। ଏବେ ପ୍ରାୟ ସମସ୍ତ ବିରୋଧୀ ଦଳ ଏହାର ଉଦଘାଟନ ରାଷ୍ଟ୍ରପତିଙ୍କ ଦ୍ୱାରା କରାଯାଉ...

୨୦୪୭ ସୁଦ୍ଧା ଭାରତ ହେବ ବିଶ୍ୱ ନେତା: ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୨୫।୫ : ଉପରାଷ୍ଟ୍ରପତି ଜଗଦୀପ ଧନଖର କହିଛନ୍ତି ଦେଶ ବର୍ତ୍ତମାନ ଦ୍ରୁତ ବିକାଶ ପଥରେ ଆଗକୁ ବଢୂଛି। ଦେଶରେ ଯେଉଁ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି ତାହା ପୂର୍ବରୁ କରାଯାଇ ନ ଥିଲା। ଅଭିବୃଦ୍ଧି ହାରର ଏହି ଆକଳନ ଅନୁସାରେ...

ଜନସାଧାରଣ ନିରାଶ, ସରକାର ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି: ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୨୫।୫ : କଂଗ୍ରେସର ବରିଷ୍ଠ ନେତା ଅଧୀ ରଞ୍ଜନ ଚୌଧୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବାବେଳେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରି ନେଇଥିବାରୁ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି। ହଠାତ ମୋଦି ଜାଣିଶୁଣି...

ତିହାର ଜେଲର ବାଥରୁମରେ ପଡି ଗୁରୁତର ହେଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୫।୫: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗୁରୁବାର ପୁଣିଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟ ଖରାପ ଥିବା ଅଭିଯୋଗ ଆସିବା ପରେ ତାଙ୍କୁ ପଶ୍ଚିମ ଦିଲ୍ଲୀ ସ୍ଥିତ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ, ମୁଣ୍ଡ...

ରାହୁଲଙ୍କୁ ଘୋଷଣା କରାଯାଉ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ମଣିକମ ଟାଗୋର…

ନୂଆଦିଲ୍ଲୀ,୨୫।୫ : ଆସନ୍ତା ଲୋକସଭା ନିର୍ବାଚନରେ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବିରୋଧୀଙ୍କୁ ଏକଜୁଟ କରିବା ସଂଗ୍ରାମ ମଧ୍ୟରେ କଂଗ୍ରେସ ଏମପି ମଣିକମ ଟାଗୋର ଦଳକୁ ଏହାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଅନୁରୋଧ କରିଛନ୍ତି। ବିରୋଧୀ ଦଳ ପକ୍ଷରୁ...

ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ, କହିଲେ ଜଣେ ଅହଂକାରୀ ବ୍ୟକ୍ତିଙ୍କ ଯୋଗୁ…

ନୂଆଦିଲ୍ଲୀ,୨୫।୫: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୟରାମ ରମେଶ ନୂଆ ସଂସଦ ଭବନ ଉଦଘାଟନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ଖୁବ ବର୍ଷିଛନ୍ତି। ଜୟରାମ ରମେଶ କହିଛନ୍ତି, ଏହା ଜଣେ ବ୍ୟକ୍ତିଙ୍କ ଅହଂକାର ଓ ଆତ୍ମ...

ମଣିପୁରରେ ପୁଣି ହିଂସା: ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୨୪ା୫: ମଣିପୁରରେ ମେଇତି ସମ୍ପ୍ରଦାୟକୁ ତଫସିଲଭୁକ୍ତ ଜାତି(ଏସ୍‌ସି) ବର୍ଗରେ ସାମିଲ କରାଯିବା ନେଇ ହାଇକୋର୍ଟଙ୍କ ରାୟ ଆସିବା ପରଠୁ ଉତ୍ତରପୂର୍ବ ରାଜ୍ୟରେ ହିଂସା ଥମିବାର ନାଁ ନେଉନାହିଁ। ମେ’ ୩ରୁ ଚାଲିଥିବା ସଂଘର୍ଷରେ ଅଦ୍ୟାବଧି ୭୧ ଜଣଙ୍କ ମୃତ୍ୟୁ ଘଟିଲାଣି।...

ବିରୋଧୀଙ୍କ ନିଷ୍ପତ୍ତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୪ା୫: ଆସନ୍ତା ୨୮ ତାରିଖରେ ପାର୍ଲାମେଣ୍ଟର ନୂଆ ବିଲ୍ଡିଂକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସଂସଦର ନୂଆ କୋଠାକୁ ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଉଦ୍‌ଘାଟନ କରିବା ଉଚିତ ବୋଲି କଂଗ୍ରେସ ସମେତ ବିରୋଧୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri