ଜାତୀୟ

ହରିୟାଣାରେ ଧର୍ମେନ୍ଦ୍ରଙ୍କ କମାଲ, ଭାଜପାର ହ୍ୟାଟ୍ରିକ ବିଜୟ

ଚଣ୍ଡିଗଡ,୮।୧୦: ଭାରତୀୟ ଜନତା ପାର୍ଟି ଏକଜିଟ୍‌ ପୋଲ୍‌କୁ ଭୁଲ ପ୍ରମାଣିତ କରି ହରିୟାଣାରେ ପ୍ରଚଣ୍ଡ ବହୁମତ ସହ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଭାଜପା ଯେଉଁଠି ୧୦ବର୍ଷ ଧରି କ୍ଷମତାସୀନ ଥିଲା ସେଠାରେ ପୁଣି ବହୁମତ ହାସଲ କରି କ୍ଷମତାକୁ ଫେରିଛି।…

କ’ଣ ଏହି ଜିଲାପି ଓ ଜାଟ୍‌ ଫ୍ୟାକ୍ଟର? କଂଗ୍ରେସ ପାଇଁ ହରିୟାଣାରେ କଲା ଅଡୁଆ

ନୂଆଦିଲ୍ଲୀ,୮।୧୦: ହରିୟାଣା ନିର୍ବାଚନରେ ଦୁଇଟି ପ୍ରମୁଖ ଶଦ୍ଦ ଥିଲା ଜାଟ୍‌ ଓ ଜିଲାପି। କଂଗ୍ରେସ ଏହି ଦୁଇଟି ଉପରେ ବାଜି ଲଗାଇଥିଲା। ହେଲେ ଶେଷ ମୂହୁର୍ତ୍ତରେ ଏହା ଫେଲ୍‌ ମାରିଥିଲା। ହରିୟାଣାର ଗୋହାନର ପ୍ରସିଦ୍ଧ ଜିଲାପି ନିର୍ବାଚନ ପୂର୍ବରୁ ରାହୁଲଙ୍କ ଭାଷଣରେ…

କଂଗ୍ରେସରେ ଯୋଗଦେବେ କି ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ, ଫଳାଫଳ ପରେ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୮।୧୦: ହରିୟାଣା ଏବଂ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି ହରିୟାଣାରେ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଥିବା ବେଳେ ଅନ୍ୟପଟେ ଜମ୍ମୁ କଶ୍ମୀରରେ ଏନସି ଓ କଂଗ୍ରେସ…

ଆରଜି କର ହସପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

କୋଲକାତା,୮।୧୦: ଆନ୍ଦୋଳନରତ କନିଷ୍ଠ ଡାକ୍ତରମାନଙ୍କ ସମର୍ଥନରେ ଆରଜି କର କଲେଜ ଏବଂ ହସପିଟାଲର ୫୦ ବରିଷ୍ଠ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ଆରମ୍ଭ ହୋଇଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଥିବା ବେଳେ ଡାକ୍ତରମାନେ…

ଜମ୍ମୁ-କଶ୍ମୀରରେ କାମ ଦେଲାନି ୩୭୦, ବଡ଼ ଓଲଟପାଲଟ କଲେ ରାହୁଲ!

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ ବହୁମତ ଛୁଇଁ ସାରିଛି। ଏବେ ଏହି ମେଣ୍ଟ ୫୦ ସିଟ୍‌ରେ ଟ୍ରେଣ୍ଡ କରୁଛି। ଭାଜପା…

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଉଦ୍ଧବ ଠାକରେଙ୍କ ବଡ଼ ଘୋଷଣା: କଂଗ୍ରେସ-ଏନସିପି..

ପୁଣେ,୮।୧୦: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରକୁ ବଞ୍ଚାଇବା ପାଇଁ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ/ୟୁବିଟି) କଂଗ୍ରେସ ଏବଂ ଏନସିପି (ଶରଦ ପାୱାର/ଏସପି) ଦ୍ୱାରା ଘୋଷିତ ଯେକୌଣସି ମୁଖ୍ୟମନ୍ତ୍ରୀ…

‘ଜନତା ସଇନିଙ୍କ ଉପରେ ଦେଖାଇଲେ ଭରସା’, ହରିୟାଣା ନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୦: ହରିୟାଣାରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାୟାବ ସଇନିଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସୁଥିବା ବେଳେ ଅପରାହ୍ନ ସୁଦ୍ଧା ଭାଜପା ଆଗରେ ରହିଛି। ସୂତ୍ରରୁ ମିଳିଥିବା…

କଂଗ୍ରେସ ପାଇଁ ଦ୍ୱିତୀୟ ‘ଛତିଶଗଡ଼’ ସାବ୍ୟସ୍ତ ହେଲା ହରିୟାଣା, ଅଙ୍କ ବିଗାଡ଼ିଦେଲା ଏସବୁ କାରଣ…

ଚଣ୍ଡିଗଡ଼,୮।୧୦: ହରିୟାଣା ନିର୍ବାଚନରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଲଗାତର ତୃତୀୟ ଥର ଲାଗି ଭାଜପା ସରକାର ଗଠନ କରିବାକୁ ଯାଉଛି। କିନ୍ତୁ ଫଳାଫଳ ଆସିବା ପୂର୍ବରୁ କଂଗ୍ରେସ ଜିତିବାର ଆଶା ରଖିଥିଲା। ଲୋକ ସଭା ନିର୍ବାଚନ ପରେ ଭାଜପା ସରକାର…

ଅମିତ ଶାହାଙ୍କ ପୁରୁଣା ଫର୍ମୁଲା ଆଗରେ କଂଗ୍ରେସ ଚିତ୍‌ପଟାଙ୍ଗ୍‌

ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ଏହି ଫଳାଫଳ ହରିୟାଣା ସମ୍ବନ୍ଧୀୟ ସମସ୍ତ ଏକଜିଟ ପୋଲ ମଧ୍ୟ ଭୁଲ ପ୍ରମାଣିତ କରିଛି। ଏକଜିଟ ସର୍ଭେରେ…

ଜମ୍ମୁ-କଶ୍ମୀରରେ ଖାତା ଖୋଲିଲା ଏଏପି: ବାଜିମାରିଲେ ମେହରାଜ

ଶ୍ରୀନଗର,୮।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ନିଜର ଆକାଉଣ୍ଟ ଖୋଲିଛି। ଡୋଡା ବିଧାନସଭା ଠାରୁ ୪୭୭୦ ଭୋଟରେ ଏଏପି ପ୍ରାର୍ଥୀ ମେହରାଜ ମଲିକ ଜିତିଛନ୍ତି। ଏହି ବିଜୟକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ଜାତୀୟ…

ଭିନେଶଙ୍କ ଜିତିବା ଉପରେ ଆସିଲା ବ୍ରିଜଭୂଷଣଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: କଂଗ୍ରେସ ପ୍ରାର୍ଥୀ ଭିନେଶ ଫୋଗଟ ହରିୟାଣା ବିଧାନସଭା ନିର୍ବାଚନରେ ଜୁଲାନା ଆସନ ଜିତିଛନ୍ତି। ଭିନେଶ ଫୋଗଟଙ୍କ ବିଜୟରେ କେସିଆରଗଞ୍ଜର ପୂର୍ବ ଭାଜପା ଏମ୍‌ପି ବ୍ରିଜଭୂଷଣ ଶରଣ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। WFI ର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ କହିଛନ୍ତି…

କଟା ଘା’ରେ ଚୂନ ଲଗାଇଲେ ସ୍ବାତୀ ମାଲିୱାଲ: କହିଲେ, ଅହଙ୍କାର ଛାଡନ୍ତୁ କେଜ୍‌ରିଓ୍ବାଲ୍‌

ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଅବସ୍ଥା ଖରାପ ରହିଛି। କିଙ୍ଗମେକର ହେବାର ସ୍ବପ୍ନ ସହ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏଏପି ଦଳ ପରାଜୟର ସମ୍ମୁଖୀନ ହୋଇଛି। ଏପରିକି ଅନେକ ଆସନରେ ଖାତା ଖୋଲିପାରି ନାହିଁ। ଏହି ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri