ଜାତୀୟ

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୪ ଜଣ ନାବାଳକ ଏବଂ ୫ ଜଣ ପ୍ରାପ୍ତବୟସ୍କ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରିଛନ୍ତି। ଛତିଶଗଡ଼ ପରେ ମହାରାଷ୍ଟ୍ର ଏହି ପଦକ୍ଷେପ ନେବାରେ…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ ଉଦାହରଣ ଭାଡ ରୋଡ ଅଞ୍ଚଳରେ ଦେଖିବାକୁ ମିଳିଛି। ଏଠାରେ ସପ୍ତମ ଶ୍ରେଣୀରେ ପଢ଼ୁଥିବା…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି ନିଜ ପିତାଙ୍କ ସହ ସାକ୍ଷାତ କରିଥିଲେ, ଯେଉଁଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ ଘରୁ ହେପାଜତକୁ ନେଇଥିଲା। ପରେ ସେ ଘରକୁ ଫେରି ଆସିଛନ୍ତି। ଷ୍ଟାଲିନଙ୍କ ଡବଲ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା ଏବଂ ହର୍ମୁଜ ଜଳପଥ (Strait of Hormuz) ପୁନର୍ବାର ଖୋଲିବାର ସମ୍ଭାବନା ଯୋଗୁ…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ ଆଗକୁ କ’ଣ ପଦକ୍ଷେପ ନେବ? ଏହି ପ୍ରଶ୍ନ ସମସ୍ତଙ୍କ ମନରେ ରହିଛି। ୨୦୨୭…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ଙ୍କୁ ମଙ୍ଗଳବାର ଗିରଫ କରାଯାଇଥିଲା। ପାଖାପାଖି ୪ ଘଣ୍ଟା ପରେ ତାଙ୍କୁ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ପମ୍ପରେ ତେଲ ଦିଆ ନ ଯାଉ। ଏହାକୁ ନେଇ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ ସେ ଅଭିନେତ୍ରୀ ତ୍ରିଷା ଉଦ୍ଦେଶ୍ୟରେ ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଗିରଫ ହୋଇଥିଲେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା ସଂଗଠନକୁ ତତକ୍ଷଣାତ୍ ପ୍ରଭାବରୁ ଭଙ୍ଗ କରିଦେଇଛି। ଦଳ ଜିଲ୍ଲା ସଭାପତି ରଘୁବୀର ସିଂହ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ କରି କେବଳ ଶୁଦ୍ଧ ପେଟ୍ରୋଲ ବିକ୍ରୟ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଖବରରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?