ଜାତୀୟ

ସୁପ୍ରିମକୋର୍ଟରେ ପହଞ୍ଚିଲା ହାଥରସ ଦଳାଚକଟା ଘଟଣା, ଏପଟେ ଭୋଲେ ବାବା ନିଖୋଜ

ହାଥରସ,୩।୭: ଉତ୍ତରପ୍ରଦେଶର ହାଥରସ ଜିଲାରେ ଏକ ସତସଙ୍ଗ ସମୟରେ ଭୟଙ୍କର ଦଳାଚକଟା ଘଟିଛି। ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୧୨୧ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେପଟେ ଦୁର୍ଘଟଣା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। କୋର୍ଟରେ…

ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭା ବନ୍ଦ କର: ହାଇକୋର୍ଟ

ପ୍ରୟାଗରାଜ,୩ା୭(ପି.ଟି.): ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭାଗୁଡ଼ିକୁ ତୁରନ୍ତ ବନ୍ଦ କରାଯିବା ଆବଶ୍ୟକ ବୋଲି ଆଲ୍ଲାହାବାଦ ହାଇକୋର୍ଟ କହିଛନ୍ତି। ଏହା ବନ୍ଦ ନ ହେଲେ ଦିନେ ଦେଶର ସଂଖ୍ୟାବହୁଳ ସଂଖ୍ୟାଲଘୁରେ ପରିଣତ ହୋଇଯିବ ବୋଲି ଜଷ୍ଟିସ୍‌ ରୋହିତ ରଞ୍ଜନ ଅଗ୍ରଓ୍ବାଲଙ୍କ ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି।…

ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି

ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…

କିଏ ହେବେ ଲୋକ ସଭାର ଉପବାଚସ୍ପତି, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩।୭: ଓମ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଏବେ ଉପବାଚସ୍ପତି କିଏ ହେବେ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନରେ ବାଚସ୍ପତି ପରେ ଉପବାଚସ୍ପତି ପଦକୁ ନେଇ ସରକାର ଏବଂ…

ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରି: ସିବିଆଇକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ, ୦୩।୦୭: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଖୁବ୍‌ଶୀଘ୍ର ନିୟମିତ ଜାମିନ ପାଇଁ ଆବେଦନ କରିବେ। ଏନେଇ କେଜ୍‌ରିଓ୍ବାଲଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ ଜଷ୍ଟିସ୍‌…

ରାଜ୍ୟ ସଭାରେ ଧନ୍‌କର-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ, ୦୩।୦୭: ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍‌ଦାର ବାକ୍‌ଯୁଦ୍ଧ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌କର କ୍ଷୁବ୍ଧ ହୋଇ ଖାର୍ଗେଙ୍କ ସ୍ଥାନରେ କଂଗ୍ରେସ ନେତା ଜୟରାମ…

ସତ୍‌ସଙ୍ଗରେ ଦଳାଚକଟା: ୧୧୬ ମୃତ

ହାଥରସ୍‌(ୟୁପି),୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା। ଆହତମାନଙ୍କୁ ହାଥରସ୍‌ ଏବଂ ଇଟାହ ହସ୍ପିଟାଲରେ ଭର୍ତ୍ତି…

ଲୋକ ସଭାରେ ହେଉ ଏନ୍‌ଇଇଟି ଆଲୋଚନା: ରାହୁଲ

ନୂଆଦିଲ୍ଲୀ,୩ା୭: ଲୋକ ସଭାରେ ବୁଧବାର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ସୁଯୋଗ ଦେବା ନିମନ୍ତେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି। ଜୁନ୍‌ ୨୮ ଏବଂ…

କଂଗ୍ରେସ ଏମପିଙ୍କୁ ପାଣି ଗ୍ଲାସ ଯାଚିଲେ ମୋଦି, ଆଉ ତା’ ପରେ…

ନୂଆଦିଲ୍ଲୀ,୨।୭: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆଲୋଚନା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ ନିଜ ପ୍ରତିତ୍ତ୍ୟୁର ରଖିଥିଲେ। ମୋଦିଙ୍କ ଅଭିଭାଷଣରେ ଏପରି ଏକ ସମୟ ଆସିଥିଲା ଯେତେବେଳେ କଂଗ୍ରେସ ନେତା ତଥା ଗୃହର ବିରୋଧୀଦଳର ନେତା ରାହୁଲ ଗାନ୍ଧୀ…

କେବଳ ହାଥରସ୍‌ ନୁହେଁ, କେବେ ଦର୍ଶନ ପାଇଁ ତ କେବେ କୁମ୍ଭସ୍ନାନ ଭୟଙ୍କର ଦଳାଚକଟାରେ ଯାଇଛି ଶହଶହ ଜୀବନ

ନୂଆଦିଲ୍ଲୀ,୨ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୦୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ଏହିପରି ଘଟଣା ଆଜିର ନୁହେଁ ଅତୀତରେ ଦେଶରେ ମଧ୍ୟ ଏପରି ଅନେକ ଘଟଣା ଦେଖିବାକ ମିଳିଛି।…

କିଏ ସେ ସ୍ବୟଂମ୍ଭୁ ‘ଭୋଲେ ବାବା’? ଯାହାଙ୍କ ସତସଙ୍ଗ ବେଳେ ଦଳାଚକଟା ଯୋଗୁ ଅବେଳରେ ଝଡ଼ିଗଲା ୧୦୦ ଜୀବନ… 

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ମଙ୍ଗଳବାର ବଡ଼ ଅଘଟଣ ଘଟିଛି। ଏଠାରେ ‘ଭୋଲେ ବାବା’ଙ୍କ ସତସଙ୍ଗରେ ହଠାତ ଦଳାଚକଟା ହେବା ଯୋଗୁ ୧୦୦ରୁ ଅଧିକ ଜୀବନ ଚାଲିଯାଇଛି। ଏବେବି ଅନେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଏମିତି…

ହାଥରସ୍‌ ଦଳାଚକଟା ପାଇଁ ସରକାର ଦାୟୀ: ଅଖିଳେଶ

ହାଥରସ୍‌,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ସୂଚନା ମିଳିଛି। ଏନେଇ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri