ଜାତୀୟ

ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…

ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ଏବେ ଜାତୀୟ ରାଜନୀତିରେ ଝଡ ସୃଷ୍ଟି କରିଛି। ନିକଟରେ ଯେତେବେଳେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କ ବିମାନକୁ ଦୁଇଥର ଯାଞ୍ଚ କରାଯାଇଥିଲା, ସେତେବେଳେ ସେ ନିଜର…

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦିଲ୍ଲୀର ମୁକୁନ୍ଦପୁର ଅଞ୍ଚଳରେ। ପିଡୀତ ରଣ ସିଂହଙ୍କ ବୟସ ୬୦ ହୋଇଥିବା ବେଳେ ଅଭିଯୁକ୍ତ…

ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍‌ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି

ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ ବିମାନକୁ ଦେଓଘର ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତ୍ରୁଟି ଦେଖାଯିବାରୁ ମୋଦିଙ୍କ ଦିଲ୍ଲୀ…

ଝାଡ଼ଖଣ୍ଡରେ ଅଟକା ଗଲା ରାହୁଲ ଗାନ୍ଧୀଙ୍କ ବିମାନ, କାରଣ ଜାଣିଲେ…

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଶୁକ୍ରବାର ଅଟକାଇ ଦିଆଯାଇଛି। କୁହାଯାଉଛି ଯେ କ୍ଲିୟରାନ୍ସ ଅଭାବରୁ ରାହୁଲଙ୍କ ହେଲିକପ୍ଟରକୁ ଉଡ଼ାଣ କରିବାକୁ ଦିଆଯାଇନଥିଲା। ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ମହାଗାମାରେ ଅଟକାଇ ଦିଆଯାଇଛି।…

ମାନିଲେ ଶରଦ ପାଓ୍ବାର, କହିଲେ ହଁ ଆମେ ଅମିତ ଶାହାଙ୍କୁ ଭେଟିଥିଲୁ…

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ର ନିର୍ବାଚନ ସମୟରେ ଅଜିତ ପାୱାର ଏଭଳି ସୂଚନା ଦେଇଛନ୍ତି, ଯାହା ପରେ ଶରଦ ପାୱାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ। ଅଜିତ ପାୱାରଙ୍କ ଦାବି ଉପରେ ନିଜେ ଶରଦ ପାୱାର ମୋହର ଲଗାଇଛନ୍ତି। ୨୦୧୯ରେ ଏକ ବଡ ବ୍ୟବସାୟୀଙ୍କ ଘରେ…

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ ସମୟରେ ମୋଦିଙ୍କ ଦ୍ୱାରା ଦେଶର ଜନସାଧାରଣଙ୍କ ପାଇଁ କରାଯାଇଥିବା ସହାୟତାକୁ ଦୃଷ୍ଟିରେ ରଖି ଡୋମିନିକା…

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା ନବଜୋତ ସିଂ ସିଦ୍ଧୁ ପୁଣି ଥରେ କପିଲଙ୍କ ସହ ଦେଖା ହେବାକୁ ଯାଉଛନ୍ତି। କିନ୍ତୁ,…

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ହୁସେନ ଡାଲୱାଇ…

ଏଣିକି ବିନା ନେଟ୍‌ଓ୍ବାର୍କରେ ହେବ କଲ୍‌: ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ

ନୂଆଦିଲ୍ଲୀ,୧୫।୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିଛି, ଯାହା ଦେଶର ବହୁ ଦୂରବର୍ତ୍ତୀ ଅଞ୍ଚଳରେ ମଧ୍ୟ ସଂଯୋଗ ଯୋଗାଇବ। ଟେଲି ଯୋଗାଯୋଗ ବିଭାଗ (DoT) ଏହା ଘୋଷଣା କରି କହିଛି ଯେ, ଆମେରିକୀୟ…

ରାଶନ କାର୍ଡରୁ କଟିଲେ ଏମାନେ, ନାଁ ଅଛି କି ନାହିଁ ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ, ୧୫।୧୧: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି କୋଟି ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ପାଆନ୍ତି। ଭାରତରେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ଦିନକୁ ଦୁଇ ଅଳି ଖାଇବାକୁ ପାଆନ୍ତି…

ଏଥର ଭୟରେ କମ୍ପିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୧୫।୧୧: ଭାରତ ଗୁରୁବାର ପୁଣି ଥରେ ସଫଳତାର ସହ ବିମାନ ପିନାକ ଅସ୍ତ୍ର ପ୍ରଣାଳୀକୁ ପରୀକ୍ଷଣ କରି ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଏହି ପରୀକ୍ଷଣ ସମୟରେ ପ୍ରୋଭିଜନାଲ ଷ୍ଟାଫ କ୍ୱାଲିଟେଟିଭ ରିକ୍ୱାରମେଣ୍ଟ(PSQR)…

ମଣିପୁରରେ ବଢୁଥିବା ହିଂସା ମଧ୍ୟରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ପୁଣି ଲାଗୁ ହେଲା…

ନୂଆଦିଲ୍ଲୀ,୧୪ା୧୧: ମଣିପୁରର ହିଂସାପ୍ରଭାବିତ ଜିରିବାମ୍‌ ସମେତ ୬ ଥାନା ଅଞ୍ଚଳରେ କେନ୍ଦ୍ର ସରକାର ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପୁଣିଥରେ ଲାଗୁ କରିଛନ୍ତି। ରାଜ୍ୟ ସରକାର ହିଂସାପ୍ରବଣ ଅଞ୍ଚଳକୁ ନିୟନ୍ତ୍ରଣରେ ରଖିବାରେ ବିଫଳ ହେଲେ ଏଏଫ୍‌ଏସ୍‌ପିଏ ଆଇନ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?