‘ଯୁବକ ଯଦି ହୁଡିଯାଆନ୍ତି ତେବେ ଦେଶର ଅବସ୍ଥା,’ଆପତ୍ତିଜନକ ବୟାନକୁ ନେଇ…
ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ କାର୍ଯ୍ୟକ୍ରମରେ ମହନ୍ତ ୟତି ନରସିଂହାନନ୍ଦ ପୈଙ୍ଗାମ୍ବର ମହମ୍ମଦ ଏବଂ କୁରାନ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ପରେ ସାରା ଦେଶରେ ରାଜନୀତି ଉଷ୍ମ ହୋଇଛି। ତାଙ୍କ ବିରୋଧରେ ଅନେକ ସ୍ଥାନରେ ଏଫଆଇଆର୍ ମଧ୍ୟ ପଞ୍ଜୀକୃତ…
ଶ୍ରୀଲଙ୍କା ସହ ମିଶି ଚାଇନାକୁ ପାନେ ଦେବ ଭାରତ: ଜୟଶଙ୍କରଙ୍କୁ ଭେଟିବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି କହିଲେ…
ନୂଆଦିଲ୍ଲୀ,୫।୧ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଅନୁରା କୁମାରା ଡିସାନାଇକେଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ସହଯୋଗକୁ ଆହୁରି ଗଭୀର କରିବା ଏବଂ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ମଜଭୁତ କରିବାର ଉପାୟ ଉପରେ…
ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ
ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ, କୁପୱାଡାରେ ସୁରକ୍ଷା ବାହିନୀ ଦ୍ୱାରା ସୀମା ଆରପାରିକୁ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ…
ଡଲ୍ଫିନ୍ ହସିପାରନ୍ତି
ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍ଫିନ୍ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି ଗବେଷକମାନେ ଜାଣିବାକୁ ପାଇଛନ୍ତି। ଗୋଟିଏ ଡଲ୍ଫିନ ଏହାର ଖେଳସାଥୀ ସହ ଥିବାବେଳେ ପ୍ରାୟ…
ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ
ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି। ଜଷ୍ଟିସ ହୃଷୀକେଶ ରାୟ ଏବଂ ଏସ୍.ଭି. ଏନ୍ ଭଟ୍ଟିଙ୍କ ଖଣ୍ଡପୀଠ ଏକ ପିଟିଶନ୍ର ଶୁଣାଣି…
ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା
ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି କୌଣସି କ୍ଷତି ଘଟେ, ତେବେ ରାଏବରେଲିର ଚନ୍ଦନ ବର୍ମା ଏଥିପାଇଁ ଦାୟୀ ରହିବେ…
ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ
ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଅଦାଲତଙ୍କ ବିନା ଅନୁମତିରେ ଦେଶରେ କାହାର ଘର ଭଙ୍ଗାଯାଇପାରିବ ନାହିଁ…
ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ଯିବ। ମହାରାଷ୍ଟ୍ରର ଓ୍ବାଶିମ୍ଠାରେ ଏକ…
ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ
ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର…
ମଙ୍କିପକ୍ସ ଟେଷ୍ଟିଂ କିଟ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ…
ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ ଜିଲାରେ…
ଲଗେଜ୍ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…
ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍ରେ ତାଙ୍କ ଲଗେଜ୍ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ ମିଡିଆ ୟୁଜରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବର୍ଲିନର ପିଲାର୍ମୋନିକ୍ରେ କନ୍ସର୍ଟ ପାଇଁ ସେମାନେ ତାଙ୍କୁ…
Archives


