ଜାତୀୟ

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ ଦେଇ…

ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ବଦଳିପାରେ ବିହାର ରାଜନୈତିକ ଦୃଶ୍ୟପଟ

ନୂଆଦିଲ୍ଲୀ,୨।୧୦: ପୂର୍ବତନ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ଦୀର୍ଘ ଦିନର ବିଚାର ବିମର୍ଷ ପରେ ବୁଧବାର ତାଙ୍କ ‘ଜନ ସୁରଜ ଗୋଷ୍ଠୀକୁ ଏକ ରାଜନୈତିକ ଦଳ ଭାବରେ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି। ଆସନ୍ତା…

ନିର୍ବାଚନୀ ପ୍ରଚାରବେଳେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଏମିତି ଉପହାର, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଚଣ୍ଡିଗଡ,୨।୧୦: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ଏକ ଉପହାର ଦେଇଛନ୍ତି। ଏହା ସହ ଜଡିତ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଘିଅ ଉପହାର ଦେଇଥିବା କଂଗ୍ରେସ କର୍ମୀ ହେଉଛନ୍ତି…

ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର ସ୍ବଚ୍ଛ ଭାରତ ଅଭିଆନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ସେ ଗାନ୍ଧୀଙ୍କ ଆଦର୍ଶ…

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…

ପାଟ୍‌ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ପକାଇବାକୁ ଯାଇଥିବା ବେଳେ ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଦୁଇଜଣ ପାଇଲଟଙ୍କ…

ହୋଇଗଲା ଫାଇନାଲ! ଏଠି ରହିବେ ପୂର୍ବତନ ସିଏମ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ଅରବିନ୍ଦ କେଜରିୱାଲ ନିଜ ବାସଭବନ ପରିବର୍ତ୍ତନ କରିଛନ୍ତି। କେଜରିଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଖାଲି କରିବାକୁ ପଡିବ। ତେବେ କେଜରିଓ୍ବାଲଙ୍କ କେଉଁଠି ରହିବେ ଏନେଇ ଚୂଡାନ୍ତ ହୋଇଛି। ଦିନେ କିମ୍ବା ଦୁଇ…

ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ

ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍‌ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍‌କରୋଭି ନାମକ ଜଣେ ବ୍ୟକ୍ତି ନିଜର ୬୩ ବର୍ଷୀୟ ମା’ଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ଏହାପରେ ସେ…

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି ଏଜେଣ୍ଟ ଭରତ କୁମାର ସାହୁ (୩୦) ଗ୍ରାହକ ଗଜାନନଙ୍କୁ ୧.୫ ଲକ୍ଷ ଟଙ୍କା ମୂଲ୍ୟର…

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ ଖରାରେ ବସାଇଥିଲେ। ପିଲାମାନେ ଖରାରେ ବସିଥିବାର ଭିଡିଓ ପ୍ରସ୍ତୁତ କରି ପ୍ରିନ୍ସିପାଲ ଶୈଳେଶ କୁମାର…

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ ମିଶନର ନାମ ଭେନସ ଅର୍ବିଟର ମିଶନ(ଭିଓଏମ୍‌) ରହିଥିବାବେଳେ ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ୧୨୩୬…

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଳେ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି,ସମସ୍ତ ଦେଶବାସୀଙ୍କ ତରଫରୁ ଆମେ ତାଙ୍କ ଜନ୍ମ ବାର୍ଷିକୀରେ ସମ୍ମାନିତ ବାପୁଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri