ଜାତୀୟ

ଦୁନିଆରେ ଆତଙ୍କବାଦଙ୍କ ପାଇଁ କୌଣସି ସ୍ଥାନ ନାହିଁ: ହେଜ୍‌ବୋଲ୍ଲା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ନେତାନ୍ୟାହୁଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବାର୍ତ୍ତାଳାପ ଏପରି ଏକ ସମୟରେ ହୋଇଛି, ଯେତେବେଳେ ଲେବାନନରେ ହେଜ୍‌ବୋଲ୍ଲା ଏବଂ ୟେମନରେ ହୁତି ବିଦ୍ରୋହୀମାନଙ୍କ…

ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବଢିଲା ଅଡ଼ୁଆ: ମାମଲା ରୁଜୁ କଲା ଇଡି

ବେଙ୍ଗାଲୁରୁ,୩୦।୯: ମହୀଶୁର ନଗର ଉନ୍ନୟନ ପ୍ରାଧିକରଣ(ଏମ୍‌ୟୁଡିଏ) ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ସମସ୍ୟା ବୃଦ୍ଧି ପାଇଛି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଲୋକାୟୁକ୍ତଙ୍କ ଏଫଆଇଆର ବିଷୟରେ ତଦାରଖ କରି ସିଦ୍ଦରମୈୟାଙ୍କ ବିରୋଧରେ ଟଙ୍କା ହେରଫେର ମାମଲା ରୁଜୁ କରିଛି। ଗତ ସପ୍ତାହରେ ବେଙ୍ଗାଲୁରୁର…

ସ୍ତ୍ରୀଙ୍କୁ ୫ ପୃଷ୍ଠାର ଚିଠି ଲେଖି ଆତ୍ମହତ୍ୟା କଲେ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର

ଲକ୍ଷ୍ନୌ,୩୦ା୯: ଉତ୍ତରପ୍ରଦେଶର ଝାନ୍‌ସୀରେ ଏକ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ଜଣେ ୪୨ ବର୍ଷୀୟ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଦୁଇମାସ ହେଲା ଟାର୍ଗେଟ ପୂରଣ କରିବା ପାଇଁ ସିନିୟରମାନେ ତାଙ୍କ ଉପରେ ଅତ୍ୟଧିକ ଚାପ ପକାଉଥିଲେ। ଟାର୍ଗେଟ…

ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖ: ଆନ୍ଧ୍ର ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୯: ତିରୁପତି ଲଡୁ ବିବାଦ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖିବା ଉଚିତ୍‌ ବୋଲି ସୁପ୍ରମିକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କ ପରାମର୍ଶଦାତାଙ୍କୁ କହିଛନ୍ତି, ଲ୍ୟାବ ରିପୋର୍ଟରେ ଦର୍ଶାଯାଇଛି ଯେ ପରୀକ୍ଷା କରାଯାଇଥିବା ଘିଅକୁ…

ଚାଇନାର ନୂଆ ଚାଲ୍‌: ଭାରତର ବଢିଲା ଟେନ୍‌ସନ

ନୂଆଦିଲ୍ଲୀ,୩୦।୯: ଭାରତ ସୀମା ନିକଟରେ କ୍ଷେପଣାସ୍ତ୍ର ମାଡ଼ ରୋକିବାକୁ ଚାଇନା ଏକ ପରୀକ୍ଷା କରିଛି। ପିପୁଲ୍ସ ଲିବରେସନ ଆର୍ମି (ପିଏଲ୍‌ଏ) କରାକୋରମ ମାଳଭୂମି ନିକଟରେ ଏହି ଭୂପୃଷ୍ଠରୁ ବାୟୁ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି। ଚାଇନା ସେନା ଅଗଷ୍ଟ ୨୯ରେ…

ନିର୍ବାଚନ ପୂର୍ବରୁ ସରକାରଙ୍କ ବଡ଼ ଘୋଷଣା: ଗାଈକୁ ମିଳିଳା ‘ରାଜମାତା’ ସମ୍ମାନ

ପୁଣେ,୩୦।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଗାଈକୁ ‘ରାଜମାତା’ ମାନ୍ୟତା ଦେଇଛନ୍ତି। ମହାୟୁତି ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ସରକାର ସୋମବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି।…

ଟ୍ରେନରେ ଥାଇ ଜୋମାଟୋରେ ଅର୍ଡର କରିପାରିବେ ଖାଦ୍ୟ, ଏବେ ପ୍ରତି ଷ୍ଟେଶନରେ…

ନୂଆଦିଲ୍ଲୀ,୩୦।୯: ଯେତେବେଳେ ଆମେ କୌଣସି ଲମ୍ବା କିମ୍ବା କମ୍‌ ସମୟ ପାଇଁ ଟ୍ରେନରେ ଯାତ୍ରା କରୁ ସେତେବେଳ ଖାଇବା ନେଇ ଟେନଶନ ଥାଆନ୍ତି। କେତେବଳେ ଟ୍ରେନ ଭିତରକୁ ଆସୁଥିବା ବାରମଜା କିଣି ଖାଇଥାନ୍ତି ତ କେବେ ଷ୍ଟେଶନରେ ଟ୍ରେନ ଅଟକିଲେ ଖାଦ୍ୟ…

ୟା.. ୟା.. ବନ୍ଦ କର, ଏଇଟା କଫି ଶପ୍‌ ନୁହେଁ କୋର୍ଟ, ଓକିଲଙ୍କୁ ହଠାତ୍‌ ଏମିତି କାହିଁକି କହିଲେ ଚନ୍ଦଚୂଡ

ନୂଆଦିଲ୍ଲୀ,୩୦।୯: ସୁପ୍ରିମକୋର୍ଟରେ ସିଜେଆଇ ଚନ୍ଦ୍ରଚୂଡଙ୍କ ବେଞ୍ଚ ସୋମବାର କୋର୍ଟରେ ବସିବା ମାତ୍ରେ ଗୋଟିଏ ପରେ ଗୋଟିଏ ପିଟିସନର ଶୁଣାଣି ହୋଇଥିଲା। ଏହି ସମୟ ମଧ୍ୟରେ ଏକ ଆବେଦନ ଆସିଥିଲା ଏବଂ ସେହି ଆବେଦନକାରୀଙ୍କ ଓକିଲ ଅନୌପଚାରିକ ସ୍ବରରେ ପ୍ରଶ୍ନ ଉଠାଇଥିଲେ। ଓକିଲ…

ଖାର୍ଗେଙ୍କ ଉପରେ ରାଗିଲେ ଶାହା! କହିଲେ ଏମିତି କଥା

ନୂଆଦିଲ୍ଲୀ,୩୦।୯: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବୃତ୍ତିକୁ ଟାର୍ଗେଟ କରି କହିଛନ୍ତି ଯେ ସେ ତାଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନାବଶ୍ୟକ ଭାବେ ଟାଣି ନେଇଛନ୍ତି। ସୋମବାର ଅମିତ ଶାହା…

ଚନ୍ଦ୍ର ପୃଷ୍ଠରେ ବି ପଡିଲା ଲକ ଡାଉନର ପ୍ରଭାବ! ଚମକାଇ ଦେଉଛି ବୈଜ୍ଞାନିକଙ୍କ ଗବେଷଣା

ନୂଆଦିଲ୍ଲୀ,୩୦।୯: କରୋନା ମହାମାରୀ ସମଗ୍ର ବିଶ୍ୱରେ ୨୦୨୦ରେ ଆତଙ୍କ ଖେଳାଇ ଦେଇଥିଲା। ଏହି ସମୟ ମଧ୍ୟରେ ସମଗ୍ର ବିଶ୍ୱରେ ଲକ ଡାଉନ କରାଯାଇଥିଲା। ତେବେ ଏହି ଲକ ଡାଉନର ପ୍ରଭାବ ଚନ୍ଦ୍ର ପର୍ଯ୍ୟନ୍ତ ପହଞ୍ଚିଛି ବୋଲି କୁହାଯାଇଛି। ଭାରତୀୟ ଅନୁସନ୍ଧାନକାରୀମାନେ ମଧ୍ୟ…

ଖାର୍ଗେ ରାହୁଲଙ୍କ ବିରୋଧୀ, କାହିଁକି ଏମିତି କହିଲେ ଗିରିରାଜ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ ଅନ୍ୟାନ୍ୟ ନେତାଙ୍କ ଉପରେ ଖୁବ ବର୍ଷିଛନ୍ତି। ସୋମବାର ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବେଗୁସରାଇରେ ଗିରିରାଜ ସିଂ…

ବଲିଉଡରୁ ଅବସର ନେବେ ଶାହାରୁଖ!

ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ ଶାହାରୁଖଙ୍କୁ କିଙ୍ଗ ଖାନ ବୋଲି ମଧ୍ୟ ସମ୍ବୋଧନ କରନ୍ତି। ସମ୍ପ୍ରତି ଶାହାରୁଖ ଖାନ IIFA…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri