ମଞ୍ଚ ଉପରେ ଭାଷଣ ଦେବା ବେଳେ ଅସୁସ୍ଥ ହୋଇ ପଡିଲେ ଖାର୍ଗେ, କହିଲେ ମୁଁ ଏତେ ଶୀଘ୍ର…
ନୂଆଦିଲ୍ଲୀ,୨୯।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସ୍ବାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା। ସେତେବେଳେ ଖାର୍ଗେ ମଞ୍ଚରୁ ସାଧାରଣ ଜନତାଙ୍କୁ ସମ୍ବୋଧିତ କରୁଥିଲେ। ଯେତେବେଳେ ତାଙ୍କ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ହୋଇଥିଲା, ସେତେବେଳେ…
ମଦ ମାଫିଆଙ୍କ ଗୁଣ୍ଡାରାଜ: କନଷ୍ଟେବଳଙ୍କୁ ବିଚ୍ ରାସ୍ତାରେ ଗାଡି ମଡାଇ କଲେ ହତ୍ୟା
ନୂଆଦିଲ୍ଲୀ,୨୯।୯: ଦିଲ୍ଲୀରେ ଘଟିଛି ଛାତିଥରା ଘଟଣା। ମଝି ରାସ୍ତାରେ ପୋଲିସ ଉପରକୁ କାର୍ ଚଢାଇ ହତ୍ୟା କରାଯାଇଛି। ବିଳମ୍ବିତ ରାତିରେ ଏକ କାର୍ ପୋଲିସ କନଷ୍ଟେବଳଙ୍କ ଉପରେ ଗାଡି ଚଢାଇବ ସହ ତାଙ୍କୁ ଘୋଷାଡି ନେଇ ବହୁଦୂର ପର୍ଯ୍ୟନ୍ତ ଫିଙ୍ଗି ଦେଇଥିଲା।…
ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ
ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍ କୋଟି କୋଟି ଟଙ୍କାର ଅଟେ। କିପରି ଲୋକମାନେ କେବଳ କେଶ ବିକ୍ରୟ କରି ଲକ୍ଷ…
ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା
ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକୁ ଅମର କରିଛନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଭାରତର ଏପରି ଏକ…
ମନ କି ବାତ: ବାଇଡେନଙ୍କ ସହ ଘନିଷ୍ଠ ସମ୍ପର୍କ, ଫେରିଲା ୩୦୦ କଳାକୃତି, ଓଡ଼ିଶାର ସାନ୍ତାଳି ଭାଷାକୁ ନେଇ ମୋଦି କହିଲେ ବଡ କଥା
ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୧୪ ତମ ଏପିସୋଡରେ କହିଛନ୍ତି – ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ ହୋଇଥିଲା। ଏବେ ନବରାତ୍ରୀର ପ୍ରଥମ ଦିନ ୧୦…
ପୁଣି ପାରୋଲରେ ଆସିବାକୁ ଚାହୁଁଛନ୍ତି ରାମ ରହିମ
ରୋହତକ,୨୯।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରୁମିତ ରାମ ରହିମ ପୁଣି ଥରେ ପାରୋଲ ଦାବି କରିଛନ୍ତି। ରହିମ ତାଙ୍କର ଦୁଇ ମହିଳା ଶିଷ୍ୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲରେ ଅଛନ୍ତି। ତାଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସୂଚନାଯୋଗ୍ୟ, ତାଙ୍କୁ…
କୋଟି କୋଟି ଶ୍ରୋତା ଏହି କାର୍ଯ୍ୟକ୍ରମର ଅସଲ ସୁତ୍ରଧର: ମୋଦି
ନୂଆଦିଲ୍ଲୀ,୨୯।୯: ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ୧୧୪ତମ ଏପିସୋଡରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଏପିସୋଡ ଭାବପ୍ରବଣ ଅଟେ। ସେ କହିଛନ୍ତି ଯେ ମନ କି…
ଆଜିର ଦୁନିଆ ହତାଶ, ଭାଙ୍ଗୁଛି ବିଶ୍ୱାସ, କାହିଁକି ଏମିତି କହିଲେ ଜୟଶଙ୍କର…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୯: ମିଳିତ ଜାତିସଂଘର ସାଧାରଣ ସଭାର ୭୯ତମ ବୈଠକରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ୟୁକ୍ରେନ ଏବଂ ଗାଜାରେ ଚାଲିଥିବା ଯୁଦ୍ଧ ବିରୋଧରେ ବିଶ୍ୱର ଦେଶଗୁଡ଼ିକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଦୁନିଆରେ ବ୍ୟାପକ ପରିମାଣରେ ଘଟୁଥିବା ହିଂସା…
ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ବଡ଼ ଅଦଳବଦଳ, ଉଦୟନିଧିଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀ ପଦ
ଚେନ୍ନାଇ,୨୯।୯: ତାମିଲନାଡୁର ଏମ.କେ ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହୋଇଛି। ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦିଆଯାଇଛି। ଏଥିସହ ସେଣ୍ଟିଲ ବାଲାଜୀଙ୍କୁ ପୁଣି ମନ୍ତ୍ରୀ କରାଯାଇଛି। ଉଦୟାୟନିଧି ରବିବାର ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ତାମିଲନାଡୁରେ ମୁଖ୍ୟମନ୍ତ୍ରୀ…
ବଡ଼ ଘୋଷଣା: ମିଳିବ ମାଗଣା…
ଚଣ୍ଡିଗଡ଼,୨୯ା୯: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଶନିବାର କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜାରି କରିଛି। ଏଥିରେ କୃଷକମାନଙ୍କ କଲ୍ୟାଣ ପାଇଁ କମିଶନ ଗଠନ ସମେତ ଶହୀଦ ଯବାନଙ୍କ ପରିବାରକୁ ୨ କୋଟି ଟଙ୍କା ଆର୍ଥତ୍କ ସହାୟତା, ନିଯୁକ୍ତି…
ନେପାଳ ବନ୍ୟାରେ ୬୬ ମୃତ
କାଠମାଣ୍ଡୁ, ୨୯।୯: ଲଗାଣ ବର୍ଷା ଯୋଗୁ ନେପାଳରେ ଶୁକ୍ରବାରଠାରୁ ବନ୍ୟାସ୍ଥିତି ଗମ୍ଭୀର ରୂପ ଧାରଣ କରିବାରେ ଲାଗିଛି। ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବରେ ଦେଶରେ ଶନିବାର ସୁଦ୍ଧା ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ନେପାଳ ଗୃହ ମନ୍ତ୍ରଣାଳୟର ଅଧିକାରୀ ଦିଲ କୁମାର…
ସେଦିନ ଅଧରାତିରେ ଲେଖାଯାଇଥିଲା ନୂଆ ଭାରତର ପଟ୍ଟକଥା: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟାଳୟ ଥିଲା ଚଳଚଞ୍ଚଳ
୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଶିବିରକୁ ଧ୍ୱଂସ କରି ଭାରତୀୟ ସୈନ୍ୟମାନେ ସୁରକ୍ଷିତ ଫେରି ଆସିଥିଲେ। ଏହ…
Archives


