ଜାତୀୟ

ମୁକୁଳିଲେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା ମହିଳା, ପୋଲିସ କହିଲା ଠିକ ନାହିଁ ମାନସିକ ସ୍ଥିତି

ଲକ୍ଷ୍ନୌ,୫।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇ ବାର୍ତ୍ତା ପଠାଇଥିବା ମହିଳାଙ୍କୁ ମୁମ୍ବାଇ ପୋଲିସ ଗିରଫ କରି ପଚରାଉଚରା ପରେ ଛାଡି ଦେଇଛି। ଅଭିଯୁକ୍ତ ଫାତିମା ଖାନଙ୍କୁ ଉଲହାସନଗର ପୋଲିସ ସହ ମିଳିତ ଅପରେସନରେ ମୁମ୍ବାଇ…

ପ୍ରଧାନମନ୍ତ୍ରୀ ମୋ ଘରକୁ ଆସିବା ଭୁଲ ନ ଥିଲା: ସିଜେଆଇ

ନୂଆଦିଲ୍ଲୀ,୫।୧୧: ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣପତି ପୂଜା ପାଇଁ ତାଙ୍କ ଘରକୁ ଯିବାରେ କିଛି ଭୁଲ ନାହିଁ। ଏଭଳି ପ୍ରସଙ୍ଗରେ ରାଜନୀତି କ୍ଷେତ୍ରରେ ପରିପକ୍ୱତାର ଭାବନା ରହିବା ଉଚିତ ବୋଲି ମଧ୍ୟ…

ଭେଣ୍ଟିଲେଟର୍‌ରେ ପ୍ରସିଦ୍ଧ ଗାୟିକା, ପୁଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୧: ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନା ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ସାଧାରଣ ଲୋକଙ୍କ ହୃଦୟରେ ରାଜ୍‌ କରିଥିବା ଲୋକ ଗାୟିକଙ୍କ ପୁଅ ଅଂଶୁମାନ ସିହ୍ନା ଏହି ସୂଚନା ଦେଇଛନ୍ତି। ତାଙ୍କ ମା’ ଭେଣ୍ଟିଲେଟରରେ…

କୋଲକାତା ମାମଲାର ପୁନରାବୃତ୍ତି: ନିର୍ସିଂ ଛାତ୍ରୀଙ୍କୁ ହସ୍ପିଟାଲରେ ବାନ୍ଧି ବଳାତ୍କାର

କାନପୁର,୫।୧୧: କୋଲକାତାରେ ଘଟିଥିବା ବଳାତ୍କାର ମାମଲା ଭଳି ଆଉ ଏକ ଲଜ୍ଜାଜନକ ମାମଲା ମଧ୍ୟ କାନପୁରରେ ସାମ୍ନାକୁ ଆସିଛି। କଲ୍ୟାଣପୁରରେ ଅବସ୍ଥିତ ଏକ ଘରୋଇ ହସ୍ପିଟାଲର ଅପରେଟର ନାଇଟ ସିଫ୍ଟରେ ତାଲିମ ନେଉଥିବା ଜଣେ ନର୍ସିଂ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଖବର…

ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି

ନୂଆଦିଲ୍ଲୀ,୫ା୧୧(ପି.ଟି.): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ ସରକାର ଏବଂ ପୋଲିସ…

କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି ଆକ୍ରମଣର ପ୍ରତିବାଦରେ ହିନ୍ଦୁମାନେ ବିକ୍ଷୋଭ କରୁଥିବାବେଳେ କାନାଡା ପୋଲିସ ସେମାନଙ୍କୁ ମାଡ଼ ମାରିଥିବା…

କାର୍‌ ଭିତରେ ଖେଳୁଥିଲେ ୪ ଶିଶୁ, ଡୋର୍‌ ବନ୍ଦ କରିଦେଲେ ମାଲିକ: ଆଉ ତା’ପରେ…

ଗାନ୍ଧୀନଗର, ୪।୧୧:ଗୁଜରାଟର ଅମରେଲୀ ଜିଲା ରାନ୍ଧିୟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କାର୍‌ ମଧ୍ୟରେ ୪ ଜଣ ଶିଶୁଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁଘଟିଛି। ମୃତ ୪ ଶିଶୁ ମଧ୍ୟପ୍ରଦେଶର ଧର ନିବାସୀ ଏକ କୃଷି ଶ୍ରମିକ ଦମ୍ପତିଙ୍କର ହୋଇଥିବା…

୩୭୦ ଉଚ୍ଛେଦ ବିରୋଧରେ ପ୍ରସ୍ତାବକୁ ନେଇ କଶ୍ମୀର ବିଧାନସଭାରେ ଉତ୍ତେଜନା

ଶ୍ରୀନଗର,୪ା୧୧ : ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନରେ ଅନୁଚ୍ଛେଦ ୩୭୦ ବିରୋଧରେ ପ୍ରସ୍ତାବକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପିଡିପି ବିଧାୟକ ଓ୍ବାହିଦ ପାରା ସୋମବାର ବିଧାନସଭାରେ ୩୭୦ ଉଚ୍ଛେଦ ବିରୋଧରେ ପ୍ରସ୍ତାବ ଆଣିବା ସହ ତୁରନ୍ତ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ପାହ୍ୟା…

ଓଡ଼ିଶା ରାଜ୍ୟପାଳଙ୍କ ବିରୋଧରେ ନିଆଯାଉ ଦୃଢ଼ କାର୍ଯ୍ୟାନୁଷ୍ଠାନ: କାହିଁକି ଏମିତି କହିଲେ ଜୟରାମ ରମେଶ

ରାଞ୍ଚି,୪।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବାରମ୍ବାର ସାମ୍ପ୍ରଦାୟିକ ବୟାନବାଜି କରୁଥିବା ଦର୍ଶାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସାଧାରଣ ସମ୍ପାଦକ ଜୟରାମ ରମେଶ ସୋମବାର ନିର୍ବାଚନ ଆୟୋଗ(ଇସି)ଙ୍କୁ ଏକ…

କାନାଡ଼ା ସରକାରଙ୍କୁ ମୁହଁତୋଡ଼ ଜବାବ ଦେଳେ ମୋଦି: ହିନ୍ଦୁ ମନ୍ଦିର ଆକ୍ରମଣକୁ କଡ଼ା ନିନ୍ଦା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୪ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି ଆକ୍ରମଣର ପ୍ରତିବାଦରେ ହିନ୍ଦୁମାନେ ବିକ୍ଷୋଭ କରୁଥିବାବେଳେ କାନାଡା ପୋଲିସ ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ…

ଝାଡଖଣ୍ଡ ନିର୍ବାଚନ ପୂର୍ବରୁ ମୋଦି ଖେଳିଲେ ବଡ଼ ମାଷ୍ଟରଷ୍ଟ୍ରୋକ, ପଲଟିଯିବ ହେମନ୍ତ ସୋରେନଙ୍କ ସବୁ ଗେମ୍‌! ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୪।୧୧: ୧୩ ନଭେମ୍ବରରେ ଝାଡଖଣ୍ଡ ବିଧାନସଭା ୨୦୨୪ର ନିର୍ବାଚନ ହେବ। ଏହି ସମୟରେ ସମସ୍ତ ଦଳର ପ୍ରାର୍ଥୀ ଏବଂ ନେତାମାନେ ମଧ୍ୟ ସାଧାରଣ ସଭା ତଥା ସମାବେଶକୁ ସମ୍ବୋଧିତ କରୁଛନ୍ତି । ନିର୍ବାଚନରେ ଭାଜପାର ବିଜୟ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀ…

ବଦଳିଲା ଉପ ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୪।୧୧: ଉତ୍ତରପ୍ରଦେଶ, ପଞ୍ଜାବ ଏବଂ କେରଳର ୧୪ ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନର ତାରିଖ ପରିବର୍ତ୍ତନ କରାଯାଇଛି। ଏହି ଆସନଗୁଡିକରେ ଭୋଟ ବର୍ତ୍ତମାନ ନଭେମ୍ବର ୧୩ ପରିବର୍ତ୍ତେ ନଭେମ୍ବର ୨୦ରେ ହେବ। ନିର୍ବାଚନ ଆୟୋଗଙ୍କ କହିବାନୁସାରେ, ବିଭିନ୍ନ ପର୍ବ ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?