ଜାତୀୟ

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ ଖୁବ ଶୀଘ୍ର ଭଲ ଖବର ପାଇପାରନ୍ତି। ଘଟଣା ହେଲା ସରକାର ରାଜ୍ୟରେ ବ୍ୟାପକ ସ୍ତରରେ…

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ ଅନ୍ୟ କେହି ଆଣିନାହାଁନ୍ତି। କଂଗ୍ରେସ ପାଇଁ ଏହା ଦ୍ୱିତୀୟ ଥର ଘଟିଛି ଯେତେବେଳେ ଜଣେ…

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ…

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ ପ୍ରଶ୍ନ ଉଠାଉଛି। ଅକ୍ଟୋବର ୫ରେ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଏଥିପାଇଁ…

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ କଥା ମନେ ପକାଇଛନ୍ତି ଗୁରୁଜୀ। ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି। ଏହାକୁ ବରଦାସ୍ତ କରାଯିବନି…

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ। ଏଥର ଆମେରିକାର ରାଷ୍ଟ୍ରପତି ବାଇଡେନଙ୍କ ସହର ଡେଲାଓ୍ବେରରେ କ୍ୱାଡ୍‌ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।…

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା ସହିତ ସେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେଜ୍‌ରିଓ୍ବାଲ୍‌…

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ ବିରୋଧ ତୀବ୍ର ରୂପ ଧାରଣ କରିଛି। ନିକଟରେ ଏକ ରିପୋର୍ଟ ସାମ୍ନାକୁ ଆସିଥିଲା ଯେଉଁ…

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ। ତେବେ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଏହି ବିପଦ ଟଳି ଯାଇଛି। ଉତ୍ତରପ୍ରଦେଶ ପ୍ରେମପୁର…

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ ଏହାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। କିଛି ବିରୋଧୀ ଦଳ ଏହାକୁ ସମର୍ଥନ କରିଥିବାବେଳେ…

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍‌ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା ଖଚିତ…

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି ମାଛ ରପ୍ତାନୀ ଉପରେ ପ୍ରତିବନ୍ଧକ ଉଠାଇଛନ୍ତି। ଏନେଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri