ଜାତୀୟ

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ ତଦନ୍ତ କରିବା ପରେ ଏକ ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ୮ କୋଟି ଟଙ୍କା…

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। କେବଳ ଏତିକି ନୁହେଁ, ନାମ ପ୍ରତ୍ୟାହାର କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ…

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି ଭାଜପା କ୍ଷମତାରେ ରହିବାକୁ ଚାହୁଁଛି। ସେ କହିଛନ୍ତି ଯେ ଦଳ ଭଙ୍ଗା ଗଢା ରାଜନୀତି…

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ ପାଇଁ ଟାଟା ବିମାନ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ସ୍ପେନର ଫୁଟବଲ…

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି ହୋଇଛି। ପଥରଗାମାର ଗ୍ରାମବାସୀ ବିଶ୍ୱାସ କରନ୍ତି ଯେ ନିର୍ବାଚନ ସମୟରେ ଦଳଗୁଡିକ ଆକର୍ଷଣୀୟ ଯୋଜନାଗୁଡିକର…

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର ହୋଇଥିବା ବେଳେ ଦୁଇଜଣଙ୍କ ମଧ୍ୟରେ କୌଣସି ପ୍ରକାର ମାମଲା ସମ୍ପର୍କରେ…

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର ହୋଇଥାଏ। ଚାରି ମାସ ପୂର୍ବରୁ ଟିକେଟ ୱିଣ୍ଡୋ ଖୋଲିବା ମାତ୍ରେ ଟ୍ରେନ ସିଟ କିଛି…

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ…

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ ନିକଟରେ ଏ ନେଇ ଅଭିଯୋଗ କରିଛି। ଅଭିଯୋଗରେ ଦର୍ଶାଯାଇଛି ଯେ ଆଇଏସଆଇଏସ ଆତଙ୍କବାଦୀମାନେ ମନ୍ଦିରକୁ…

ପପୁ ଯାଦବଙ୍କୁ ହତ୍ୟା ଧମକ

ପାଟନା,୨୮।୧୦: ବିହାର ପୁର୍ନିଆର ସ୍ବାଧିନ ଏମପି ପପୁ ଯାଦବଙ୍କୁ ହତ୍ୟା ଧମକ ଦିଆଯାଇଛି। ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର କର୍ମୀଙ୍କ ଦ୍ୱାରା ଏମପିଙ୍କୁ ଏମିତି ଧମକ ଦିଆଯାଇଛି। ପପୁ ଯାଦବ…

‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ ଗ୍ରହଣ କରିବାକୁ ଚାପ ପକାଉଛନ୍ତି। ଜାମିଆ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ୧୯ ଅକ୍ଟୋବର ୨୦୨୪ରେ…

ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ

ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?