ଜାତୀୟ

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା। ସୂଚନାଯୋଗ୍ୟ, ଆମ…

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ ଅଂଶଗ୍ରହଣ କରିବେ। ତେବେ ପୂର୍ବରୁ ଯେତେବେଳେ ମୋଦି ଆମେରିକା ଗସ୍ତ ସମୟରେ ପୂର୍ବତନ ରାଷ୍ଟ୍ରପତି…

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଏକ ସମାବେଶକୁ ସମ୍ବୋଧିତ କରି ବଡ ଘୋଷଣା କରିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହା…

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ ପ୍ରଚାର କରିବାକୁ ଏଠାକୁ ଆସିଛନ୍ତି। ଏହି ସମୟରେ ସେ ସାମ୍ବାଦିକ ସମ୍ମିଳନୀରେ ଭାଜପା ଏବଂ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୟ କରୁଛି ପାକିସ୍ତାନ: କାହିଁକି ଏମିତି କହିଲେ ଅମିତ ଶାହା

ଶ୍ରୀନଗର,୨୧।୯: ଜମ୍ମୁ କଶ୍ମୀରର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମେହେନ୍ଦରରେ ପହଞ୍ଚିଛନ୍ତି। ଏଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ୯୦ ଦଶକରେ ଜମ୍ମୁ…

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର ମାର୍ଶଲ ଅମରଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ୩୦ ସେପ୍ଟେମ୍ବର…

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି। ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ତାଙ୍କର ଅନେକ ଗୁଡିଏ ଟେଷ୍ଟ କରିଥିଲେ। ତେବେ…

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ ଆତଙ୍କବାଦୀମାନେ ମ୍ୟାନମାର ଦେଇ ମଣିପୁରରେ ପ୍ରବେଶ କରିଥିବା ସୂଚନା ସାମ୍ନାକୁ ଆସିଛି। ମଣିପୁର ସରକାରଙ୍କ…

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ ଗୋରକ୍ଷପିଠାଧିଶ୍ୱର ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏମାନଙ୍କର ନାମକରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ…

ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି

ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା ବା ଶୁଦ୍ଧତା ରହିଛି। The Sanctity of Srivari Laddu Prasadam is Restored…

‘ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’

ହାଇଦ୍ରାବାଦ,୨୧ା୯: ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ କରିଛନ୍ତି। ଏହି ସମୟରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଏକ ବଡ଼ ଦାବି କରିଛି।…

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କଲେ ଅବସରପ୍ରାପ୍ତ ବିଡିଓଙ୍କ ପୁଅ: ଗର୍ଭପାତ ନ କରିବାରୁ…

ଫତେହପୁର,୨୧।୯: ଉତ୍ତର ପ୍ରଦେଶର ଫତେହପୁର ଜିଲାର ଜଣେ ଗର୍ଭବତୀ ହାଇସ୍କୁଲର ଛାତ୍ରୀଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଛାତ୍ରୀଙ୍କ ପ୍ରେମିକ ଶିବୁ ରାୟଦାସଙ୍କୁ ଗିରଫ କରିଛି। ଶିବୁ ଅବସରପ୍ରାପ୍ତ ବିଡିଓଙ୍କ ପୁଅ ବୋଲି ଜଣାପଡିଛି। ହତ୍ୟାକାରୀ ଛାତ୍ରୀଙ୍କୁ ଗର୍ଭପାତ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri