ଜାତୀୟ

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା ପ୍ରାର୍ଥୀ ପ୍ରଶାନ୍ତ କିଶୋର ପ୍ରାୟ ୧୯ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିସାରିଛନ୍ତି।…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ ବୋଲି କୁହାଯାଉଥିଲା, ସେଠାରୁ ଅପରାହ୍ନ ସୁଦ୍ଧା ପ୍ରଶାନ୍ତ କିଶୋର ବିଧାୟକ ନିର୍ବାଚିତ ହୋଇସାରିଛନ୍ତି।…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ ପ୍ରଶାନ୍ତଙ୍କୁ ୬୪,୧୫୧ ଭୋଟ୍‌ ମିଳିଥିବା ବେଳେ ବିଜେପିର ନୀରଜ କୁମାର ୪୪,୮୨୭ ଭୋଟ୍‌…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି ଯେଉଁମାନେ କ୍ୟାବିନେଟ ପାହ୍ୟା ପାଇଁ ଆଶା ରଖିଥିଲେ। କ୍ୟାବିନେଟ ବିସ୍ତାର ପୂର୍ବରୁ ଦୁଇ…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର କାରଣ ନିଟ୍ ପେପର ନୁହେଁ। ଏଠାରେ ହଜାର ହଜାର ଛାତ୍ରଛାତ୍ରୀ ଝାଡ଼ଖଣ୍ଡ ପବ୍ଲିକ…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି ଆସନଟିକୁ ଭାଜପାର ଗଡ଼ ଭାବରେ ବିବେଚନା କରାଯାଉଥିଲା। ଭାଜପା ଗତ ୩୦ ବର୍ଷ…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ବିହାରର ବାଙ୍କୀପୁର ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପ୍ରଶାନ୍ତ କିଶୋର…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍ ଚାଲୁ ରହିବ, ଯାହାଦ୍ୱାରା ପିଲାଙ୍କ ପଢ଼ାପଢ଼ି ପ୍ରଭାବିତ ହେବ ନାହିଁ। ଜିଲ୍ଲାପାଳ ସମସ୍ତ…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ ରାଉଣ୍ଡରୁ ଆରମ୍ଭ କରି ଶେଷ ରାଉଣ୍ଡ ପର୍ଯ୍ୟନ୍ତ ସେ ଲଗାତାର ଅଗ୍ରଣୀ ବଜାୟ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ ତିୱାରୀଙ୍କୁ ୬,୦୧୬ ଭୋଟରେ ପରାସ୍ତ କରିଛନ୍ତି। ଘନଶ୍ୟାମ ସିଂହ ମୋଟ ୬୬,୫୭୫ ଭୋଟ…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ ଭିଡିଓ ଭାଇରାଲ ହେବା, ବିଚାରଧାରାରେ ଆସିଥିବା ପରିବର୍ତ୍ତନ ଏବଂ ଫିଲ୍ମ ଇଣ୍ଡଷ୍ଟ୍ରିରେ ଭିନ୍ନ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ ରିଏଲ-ଟାଇମ୍ ପେମେଣ୍ଟ ସିଷ୍ଟମର ଗତିକୁ ସ୍ୱାଭାବିକ ରଖିବା ପାଇଁ ବ୍ୟାଙ୍କଗୁଡ଼ିକ କିଛି ସନ୍ଦେହଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?