ଜାତୀୟ

ଥମୁନି ବୋମା ଧମକ, ଆଜିବି କିଛି ବିମାନକୁ ମିଳିଲା ବୋମାରେ ଉଡାଇ ଦେବାକୁ ଧମକ, ଏୟାରଲାଇନ୍ସ କହିଲା…

ନୂଆଦିଲ୍ଲୀ,୧୯।୧୦: ବିମାନକୁ ବୋମାରେ ଉଡାଇ ଦେବାକୁ ମିଳୁଥିବା ଧମକ ଯେମିତି ବନ୍ଦ ହେଉନାହିଁ। ଶନିବାର ମଧ୍ୟ ଅନେକ ବିମାନକୁ ବୋମା ଧମକ ଦିଆଯାଇଥିଲା। ଯେଉଁ କାରଣରୁ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ବୋମା ଧମକ ପାଇଥିବା ବିମାନ ମଧ୍ୟରୁ ତିନୋଟି ଇଣ୍ଡିଗୋ…

ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର ସୁଖ ଓରଫ ସୁଖବୀର ବଲବୀର ସିଂଙ୍କୁ ଗିରଫ କରିଛି। ସଲମାନ ଖାନଙ୍କୁ ହତ୍ୟା କରିବାକୁ…

ବିମାନରେ ବୋମା ଅଛି… ଏମିତି ଏକ ମିଛ କଲ ପାଇଁ ଖର୍ଚ୍ଚ ହୋଇଥାଏ ୩ କୋଟି ଟଙ୍କା

ନୂଆଦିଲ୍ଲୀ,୧୯।୧୦: ଗତ କିଛି ଦିନ ହେବ ଦେଶରେ କେତେଜଣ ଅଜଣା ଅପରାଧୀ ବିମାନରେ ବୋମା ଲଗାଯାଇଥିବା ମିଥ୍ୟା କଲ କରି ବିମାନ କମ୍ପାନୀଗୁଡିକ ପାଇଁ ବ୍ୟାପକ କ୍ଷତି ଘଟାଉଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୦ଟି ବିମାନରେ ବୋମା ଥିବା ଧମକ ଆସିଛି।…

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ ବୋମା ଓ ଏହାର ପରୀକ୍ଷଣକୁ ବହୁ ରୋଚକ କଥା ଶୁଣିଥିବେ। କିନ୍ତୁ ପରମାଣୁ ବୋମା…

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି ଆପ୍‌ ଲଞ୍ଚ ହୋଇଛି ଯାହାଦ୍ୱାରା ଆପଣ ଶସ୍ତାରେ ଟ୍ରେନ୍‌, ବସ୍‌ ଓ ବିମାନ ଟିକେଟ୍‌…

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ ରାଜ୍ୟରେ ଏହା ତୃତୀୟ ହାଜତ ମୃତ୍ୟୁ ହୋଇଥିବାରୁ ବିରୋଧୀ ଏହାକୁ ସରକାର ପ୍ରାୟୋଜିତ ହତ୍ୟା…

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ କ୍ଷମା ମାଗିବାର ଆବଶ୍ୟକତା ନାହିଁ କାରଣ ସେ ଆଜି ପର୍ଯ୍ୟନ୍ତ ଏକ ଅସରପା ମାରି…

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼ ବିବାଦ ମୁଣ୍ଡ ଟେକିଛି। ରାଜ୍ୟପାଳ ଆର୍‌. ଏନ୍‌. ରବିଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିବାରୁ…

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ। ଏଥିରେ ମେଣ୍ଢାର ଲୋମରୁ ଆବିଷ୍କୃତ କରାଯାଇ ପଶୁ ଚର୍ବିକୁ ରିଫାଇନଡ୍‌ କରି ଏକ ପଦାର୍ଥ…

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି। ବର୍ତ୍ତମାନ, ବାବା ସିଦ୍ଦିକିଙ୍କ ମୃତ୍ୟୁର କିଛି ସମୟ ପରେ ମୁମ୍ବାଇ କଣ୍ଟ୍ରୋଲ ରୁମକୁ ସଲମାନ…

ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା ଭସାଣି ସମୟରେ ଡିଜେ ବାଜୁଥିଲା। ଏହି ସମୟରେ ଲୋକମାନେ ନାଚୁଥିଲେ ଏବଂ ବୁଲୁଥିଲେ। ୧୩…

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା ବିଳମ୍ବ ପାଇଁ କଂଗ୍ରେସକୁ ଦାୟୀ କରିଛନ୍ତି। ସେ କହିଛନ୍ତି, ରାଜ୍ୟ କଂଗ୍ରେସ ନେତାମାନେ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?