ଜାତୀୟ

ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର

ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ନୱାଜ କହିଛନ୍ତି ଯେ ଭାରତ ସହ ସମ୍ପର୍କ ନଷ୍ଟ…

ଇଏସ୍‌ଆଇ ହସ୍ପିଟାଲରେ ଲାଗିଲା ନିଆଁ, ଜଣେ ମୃତ

କୋଲକାତା,୧୮।୧୦: ଶୁକ୍ରବାର ସକାଳେ କୋଲକାତାର ସିୟାଲଦାହ ସ୍ଥିତ କର୍ମଚାରୀ ରାଜ୍ୟ ବୀମା (ESI) ହସ୍ପିଟାଲରେ ଅଗ୍ନିକାଣ୍ଡରେ ଜଣେ ରୋଗୀର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ପରିଚୟ ମିଳିଛି। ସେ ହେଉଛନ୍ତି ଉତ୍ତମ ବର୍ଦ୍ଧନ। ସେ ଡାକ୍ତରଖାନାରେ କର୍କଟ ଚିକିତ୍ସା କରୁଥିଲେ।…

ଭାରତ ଉପରେ ରାଗିକି ନିଆଁବାଣ ଚାଇନା: କହିଲା, ଏମିତି କଲେ…

ମୁମ୍ବାଇ/ବେଜିଂ,୧୮।୧୦: ମୁମ୍ବାଇରେ ତାଇୱାନର ତାଇପେଇ ଅର୍ଥନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର (ଟିଇସିସି)ର ନିକଟରେ ସ୍ଥାପିତ କାର୍ଯ୍ୟାଳୟକୁ ନେଇ ଚାଇନା ଭାରତ ସହ କୂଟନୈତିକ ବିରୋଧ କରିଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗ କହିଛନ୍ତି, ତାଇୱାନ ଚାଇନା ଅଞ୍ଚଳର ଏକ…

ଆକ୍ସନ ମୋଡ୍‌ରେ ଓମାର ଅବଦୁଲ୍ଲା: ପ୍ରଥମ କ୍ୟାବିନେଟ୍‌ ବୈଠକରେ ବଡ଼ ନିଷ୍ପତ୍ତି

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଓମାର ଅବଦୁଲ୍ଲା ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ଜମ୍ମୁ କଶ୍ମୀରର ଭବିଷ୍ୟତ ଉପରେ ନିର୍ବାଚନ ପ୍ରତିଶ୍ରୁତି ପାଳନ କରି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ନେତୃତ୍ୱରେ ଜମ୍ମୁ କଶ୍ମୀର କ୍ୟାବିନେଟ ରାଜ୍ୟ ମାନ୍ୟତା…

ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜାରି କଲେ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୧୮।୧୦: ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି ବ୍ୟକ୍ତିଗତ ନିୟମ ଅନୁଯାୟୀ ପରମ୍ପରା ଦ୍ୱାରା ବାଲ୍ୟ ବିବାହ ପ୍ରତିବନ୍ଧକ ଆଇନ ବାଧାପ୍ରାପ୍ତ ହୋଇପାରିବ…

ଦୀପାବଳି ପୂର୍ବରୁ ବଡ଼ ଉପହାର ଦେଲେ ମୋଦି: ଲୋକଙ୍କ ଯାତ୍ରା ହେବ ସହଜ

ନୂଆଦିଲ୍ଲୀ,୧୮।୧୦: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରବାସୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ପାଟନାଠାରୁ ପଶ୍ଚିମ ଚମ୍ପାରନକୁ ଯାଉଥିବା ରାସ୍ତା (ଏନ୍‌ଏଚ୍‌-୧୩୯)କୁ ପ୍ରଶସ୍ତ କରିବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ କେନ୍ଦ୍ର ସରକାର ୧୭୧୨.୩୩ କୋଟି ଟଙ୍କା…

ସଦ୍‌ଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…

ନୂଆଦିଲ୍ଲୀ,୧୮।୧୦: ସଦ୍‌ଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେଶନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର ପ୍ରଭାବ କେବଳ ଏହି ମାମଲାରେ ସୀମିତ ରହିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଏଭଳି…

ଦିପାବଳୀ ପୂର୍ବରୁ କୋଟି କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଦେଲେ ସରକାର, ମିଳିବ ନାହିଁ ୧୮ ମାସର ଏରିୟର! ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୮।୧୦: ଏବେ ଉତ୍ସବ ଋତୁ ଚାଲିଛି, ଏହି ସମୟରେ ସରକାରୀ କର୍ମଚାରୀମାନେ ଧନୀ ହେବାରେ ଲାଗିଛନ୍ତି। ଡିଏରୁ ବୋନସ ପର୍ଯ୍ୟନ୍ତ ସବୁକିଛି ମିଳୁଛି ଏମାନଙ୍କୁ। କିନ୍ତୁ କୃଷକମାନଙ୍କ ପାଇଁ ଏମଏସପି ଘୋଷଣା କରୁଥିବାବେଳେ କେନ୍ଦ୍ର ମନ୍ତ୍ରୀ ବକେୟା ବିଷୟରେ କିଛି କହିନାହାଁନ୍ତି।…

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ବିଶେଷ କିଛି ଭଲ ହୋଇନାହିଁ। ଖେଳର ପ୍ରଥମ ଦିନ…

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି। ଆଦିତ୍ୟ ଠାକରେ, ଅନିଲ ଦେଶାଇ ଏବଂ ସଞ୍ଜୟ ରାଉତଙ୍କ ସମେତ ବରିଷ୍ଠ ନେତାମାନେ ବିଧାୟକ…

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ ଏହି…

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ ଭିତ୍ତିହୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?