ଜାତୀୟ

ଭାରତ ଉପରେ କଟକଣା ଲଗାଇପାରେ କାନାଡା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ତୀବ୍ର ହେବାରେ ଲାଗିଛି। ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୧୫।୧୦: ପାକିସ୍ତାନରେ ଏସସିଓ ଶିଖର ସମ୍ମିଳନୀର ଅନୁଷ୍ଠିତ ହେଉଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏହି ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କୁ ମଧ୍ୟ ଭେଟିଥିଲେ। କେବଳ ଏତିକି ନୁହେଁ ଶାହାବାଜ ସରିଫ ଆଗକୁ…

ଘୋଷଣା ହେଲା ଓ୍ବାୟନାଡ ଉପ-ନିର୍ବାଚନ, କଂଗ୍ରେସରୁ ଲଢିବେ…

ଓ୍ବାୟନାଡ,୧୫।୧୦: ଭାରତୀୟ ନିର୍ବାଚନ କମିଶନର ଆଜି ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକ ସଭାର ଉପ-ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକ ସଭା ନିର୍ବାଚନବେଳେ କଂଗ୍ରେସ ପକ୍ଷରୁ…

ଭାଜପାକୁ ମେଣ୍ଟ ଟେନଶନ, ଫାଇନାଲ ହୋଇପାରୁନି ସିଟ ଶେୟାରିଂ, ନୀତିଶ କଲେଣି ବଡ଼ ପ୍ଲାନ

ନୂଆଦିଲ୍ଲୀ,୧୫।୧୦: ହରିୟାଣା, ଜମ୍ମୁ କଶ୍ମୀର ନିର୍ବାଚନ ପରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡର ନିର୍ବାଚନ ନେଇ ବିଗୁଲ୍‌ ବାଜି ସାରିଛି। ନିର୍ବାଚନ ଘୋଷଣା ହେବା ସହ ରାଜନୈତିକ ତାତି ବି ଶିଖର ଛୁଇଁଛି। ଏବେ ନୂଆ ନୂଆ ଭାଜପା ହରିୟାଣାରେ ହ୍ୟାଟ୍ରିକ ମାରିବା…

୯ଟି ଆସନ ପାଇଁ ଉପ-ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୫।୧୦: ଉତ୍ତରପ୍ରଦେଶରେ ୯ଟି ଆସନ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି। ତେବେ ରାଜ୍ୟରେ ୧୦ ସ୍ଥାନରେ ଉପ-ନିର୍ବାଚନ ହେବାର ଥିଲା। ମାତ୍ର ବର୍ତ୍ତମାନ ୯ଟି ଆସନ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି। ଅଯୋଧ୍ୟା ମିଲ୍କିପୁର ଆସନ ପାଇଁ ଉପ-ନିର୍ବାଚନ ଘୋଷଣା ହୋଇନାହିଁ।…

ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୫।୧୦: ନିକଟରେ ଦୁର୍ଗାପୂଜା ସରିଥିବା ବେଳେ ଆଉ ଦୁଇଟି ସପ୍ତାହ ପରେ ଦୀପାବଳି ପର୍ବ ପାଳନ ହେବ। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ରାଜ୍ୟ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣା କରିଛନ୍ତି। ରାଜ୍ୟରେ ନଭେମ୍ବର ୨୦ ତାରିଖରେ ବିଧାନସଭା…

ଷ୍ଟାର ହେଲ୍‌ଥ ଇନ୍‌ସ୍ୟୁରାନ୍ସ ତଥ୍ୟ ପ୍ରଘଟ: ଉଠିଲା ତଦନ୍ତ ଦାବି

ନୂଆଦିଲ୍ଲୀ,୧୪ା୧୦:ଷ୍ଟାର ହେଲ୍‌ଥ ଆଣ୍ଡ ଆଲାଏଡ୍‌ ଇନ୍‌ସ୍ୟୁରାନ୍ସ ସଂସ୍ଥାର ଗ୍ରାହକମାନଙ୍କ ଗୋପନ ତଥ୍ୟ ଗତ ୯ ତାରିଖରେ ପ୍ରଘଟ ହୋଇଛି। ଉକ୍ତ ଡେଟା ପାଇବାକୁ ହେଲେ ଉକ୍ତ କମ୍ପାନୀକୁ ୬୮,୦୦୦ ଡଲାର ପୈଠ କରିବାକୁ ଏକ ମେସେଜ୍‌ ମିଳିଥିଲା। କମ୍ପାନୀ ସାଇବର ଆକ୍ରମଣର…

ପାକିସ୍ତାନରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ,୧୫।୧୦: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନର ଇସ୍ଲାମଵାଦରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ପାକିସ୍ତାନର ବରିଷ୍ଠ ଅଧିକାରୀ ନୁର ଖାଁ ସ୍ୱାଗତ କରିଥିଲେ। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହି ବୈଠକ…

ମହାରାଷ୍ଟ୍ର-ଝାଡଖଣ୍ଡ ନିର୍ବାଚନ ପାଇଁ ତାରିଖ ଘୋଷଣା: ଜାଣନ୍ତୁ କେଉଁଦିନ ହେବ…

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ଭାରତର ନିର୍ବାଚନ ଆୟୋଗ ରାଜୀବ କୁମାର ଏହି ୨ ରାଜ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟ…

ଏ ବୁଢାକୁ ରୋକିବା କଷ୍ଟକର: କାହିଁକି ଏମିତି କହିଲେ ଶରଦ ପାଓ୍ବାର

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବାକୁ ଯାଉଛି। ଏହି ନିର୍ବାଚନରେ ମହାୟୁତି ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମହାବିକାଶ ଅଗାଡି(ଏମ୍‌ଭିଏ) ପ୍ରସ୍ତୁତ ହେଉଛି। ବିଶେଷକରି ରାଜ୍ୟର ଅଭିଜ୍ଞ ନେତାମାନେ ଆଗକୁ ଆସି ନିଜ ଦଳର ଦାୟିତ୍ୱ ନେଇଛନ୍ତି।…

ନିର୍ବାଚନ ପୂର୍ବରୁ ଉଦ୍ଧବ ଠାକ୍‌ରେଙ୍କୁ ନେଇ ବଡ଼ କଥା କହିଦେଲେ ଏକନାଥ ଶିନ୍ଦେ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଦାବି କରିଛନ୍ତି, ଉଦ୍ଧବ ବର୍ତ୍ତମାନ ବିରୋଧୀଦଳର ନେତା ପଦବୀ ଉପରେ ନଜର ରଖିଛନ୍ତି। କାରଣ ତାଙ୍କର ଏମଭିଏ ସହଯୋଗୀମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ…

ଗେହଲଟ୍‌, ପାଇଲଟଙ୍କୁ ବଡ଼ ଦାୟିତ୍ୱ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ କଂଗ୍ରେସ ରାଜ୍ୟର ବିଭିନ୍ନ ଅଞ୍ଚଳ ପାଇଁ ଏହାର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ମଧ୍ୟ ବଡ଼ ଦାୟିତ୍ୱ ଦିଆଯାଇଛି। କଂଗ୍ରେସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?