ଜାତୀୟ

ଦୁର୍ଗା ଭସାଣି ବେଳେ ହିଂସା

ଲକ୍ଷ୍ନୌ,୧୫ା୧୦: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାରେ ରବିବାର ଦୁର୍ଗା ମୂର୍ତ୍ତି ଭସାଣି ବେଳେ ହିଂସାକାଣ୍ଡ ଘଟିଛି। ଦୁର୍ଗା ମେଢ଼କୁ ଶୋଭାଯାତ୍ରାରେ ନିଆଯାଉଥିବାବେଳେ ଗୀତ ବଜାଇବାକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯିବା ସହ ଅନ୍ୟ କେତେଜଣ ଆହତ ହୋଇଥିଲେ। ଏହାକୁ…

‘୧୯ ଅକ୍ଟୋବର ସୁଦ୍ଧା ଦିଲ୍ଲୀ ଛାଡନ୍ତୁ’, କାନାଡା କୂଟନୀତିଜ୍ଞଙ୍କୁ ଭାରତର ଅଲ୍ଟିମେଟମ

ନୂଆଦିଲ୍ଲୀ,୧୪।୧୦: କାନାଡା ସରକାରଙ୍କ ସହ ବିବାଦ ମଧ୍ୟରେ ଭାରତ ସରକାର ୬ ଜଣ କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କୁ ଅକ୍ଟୋବର ୧୯ରେ ରାତି ୧୧:୫୯ରେ କିମ୍ବା ପୂର୍ବରୁ ଭାରତ ଛାଡିବାକୁ ପଡିବ। ଭାରତ ସରକାର ମଧ୍ୟ କାନାଡାରୁ…

ନାବାଳିକାଙ୍କୁ ନିଶା ଦେଇ କଲେ ବଳାତ୍କାର, ତା’ପରେ…

ଜାଲ୍‌ନା,୧୪ା୧୦: ମହାରାଷ୍ଟ୍ରର ଜାଲ୍‌ନା ସହରରେ ଜଣେ ୯ ବର୍ଷର ବାଳିକାଙ୍କୁ ନିଶା ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ତାଙ୍କୁ ରାସ୍ତାରେ ଫିଙ୍ଗିଦେଇଛନ୍ତି। ସହରର ଚନ୍ଦନିଝିର ଅଞ୍ଚଳରେ ରବିବାର ରାତି ୧୧ଟାରେ ଏହି ଘଟଣା ଘଟିଛି। ନାବାଳିକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ…

କାନାଡାକୁ ମୁହଁତୋଡ ଜବାବ: କୂଟନୀତିଜ୍ଞଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୪ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ସାମ୍ନାକୁ ଆସିଲା ଚାଇନାର ଅସଲ ଚେହେରା: ଭାରତ ବିରୋଧରେ କରୁଛି ଭିତିରିଆ ଷଡଯନ୍ତ୍ର

ନୂଆଦିଲ୍ଲୀ,୧୪।୧୦:ଭାରତ-ଚାଇନା ସୀମାରେ ଲାଗିରହିଥିବା ଉତ୍ତେଜନା ହ୍ରାସ ଲାଗି ଗୋଟିଏ ପଟେ କୂଟନୈତିକ ଉଦ୍ୟମ ଜାରି ରହିଥିବାବେଳେ ଅନ୍ୟପଟେ ବେଜିଂ ପାଙ୍ଗୋଙ୍ଗ୍‌ ହ୍ରଦର ଉତ୍ତର ପାର୍ଶ୍ୱ ନିକଟରେ ବିଶାଳ ବସ୍ତି ନିର୍ମାଣ କରୁଥିବା ସାଟେଲାଇଟ୍‌ ଚିତ୍ରରୁ ସ୍ପଷ୍ଟ ହୋଇଛି। ଏଥିରେ ନିର୍ମିତ ହୋଇଥିବା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସହ ଡିନର୍‌ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୧୪।୧୦: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାଗ ନେବାକୁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଗତ କିଛି ବର୍ଷ ଧରି ଦୁଇ ପଡୋଶୀ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଭାରତରୁ…

ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ଓମାର ଅବଦୁଲ୍ଲା

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଶପଥ ସମାରୋହ ପାଇଁ ଅକ୍ଟୋବର ୧୬ ପୂର୍ବାହ୍ନ ୧୧.୩୦ ସମୟ ସ୍ଥିର କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା…

ଲୋକଙ୍କୁ ହାତ ଯୋଡି ଏମିତି ଅନୁରୋଧ କଲେ ଭାଜପା ଏମ୍‌ପି ବ୍ରିଜଭୂଷଣ

ନୂଆଦିଲ୍ଲୀ,୧୪।୧୦: ବାହରାଇଚ ଘଟଣାରେ ଭାଜପା ନେତା ବ୍ରିଜଭୂଷଣ ଶରଣ ସିଂ ପ୍ରତିକ୍ରିୟା ରଖିଛନ୍ତି। ଶାନ୍ତି ବଜାୟ ରଖିବା ପାଇଁ ଉଭୟ ସମ୍ପ୍ରଦାୟର ଲୋକଙ୍କୁ ସେ ନିବେଦନ କରିଛନ୍ତି। ସରକାର ସମସ୍ତଙ୍କୁ ନ୍ୟାୟ ଦେବେ ବୋଲି ପୂର୍ବତନ ଏମ୍‌ପି କହିଛନ୍ତି। ବ୍ରିଜଭୂଷଣ କହିଛନ୍ତି,…

କାନାଡା ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲା ଭାରତ: ରାଜନୈତିକ ଅଭିଳାଷ ପୂରଣ ପାଇଁ…

ନୂଆଦିଲ୍ଲୀ,୧୪।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ସୋମବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଅଭିଯୋଗକୁ…

ହରିୟାଣାରେ କଂଗ୍ରେସକୁ ଝଟକା: ଦଳ ଛାଡିଲେ ଏହି ବଡ଼ ନେତା

ଚଣ୍ଡିଗଡ,୧୪।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦୀପକ ବାବରିଆ ରାଜ୍ୟ ପ୍ରଭାରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିପାଇଁ ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କ ସହ କଥା ହୋଇଛନ୍ତି। ଏହା ମଧ୍ୟ କୁହାଯାଉଛି ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କୁ ହରିୟାଣାରେ…

ବାବା ସିଦ୍ଦିକିଙ୍କ ପରେ ଲରେନ୍ସ ବିଷ୍ଣୋଇଙ୍କ ରାଡାରରେ ଜଣେ ବଡ ହାସ୍ୟ ଅଭିନେତା, ଜାଣନ୍ତୁ ସେ କିଏ…

ମୁମ୍ବାଇ,୧୪।୧୦: ବାବା ସିଦ୍ଦିକିଙ୍କ ପରେ ଜଣେ ବଡ ହାସ୍ୟ ଅଭିନେତା ଏବେ ଲରେନ୍ସ ବିଷ୍ଣୋଇଙ୍କ ରାଡାରରେ ଅଛନ୍ତି। ଏହି ହାସ୍ୟ ଅଭିନେତା ହିନ୍ଦୁ ଦେବାଦେବୀଙ୍କ ଉପରେ ଅନେକ ଥର ମନ୍ତବ୍ୟ ଦେଇସାରିଛନ୍ତି। ଏହି ହାସ୍ୟ ଅଭିନେତାଙ୍କ ବିଷୟରେ ମୁମ୍ବାଇ ପୋଲିସ ଗୁପ୍ତ…

ହସ୍‌ପିଟାଲ୍‌ରେ ଭର୍ତ୍ତି ହେଲେ ଉଦ୍ଧବ ଠାକ୍‌ରେ

ନୂଆଦିଲ୍ଲୀ,୧୩।୧୦: ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ ତାଙ୍କର ସର୍ଜରୀ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?