ଜାତୀୟ

ୟୁପିରେ ମେଣ୍ଟ ଉପରେ ବଡ଼ ଘୋଷଣା କଲେ ଅଖିଳେଶ, ସ୍ପଷ୍ଟ ହୋଇଗଲା ଚିତ୍ର

ଲକ୍ଷ୍ନୌ,୧୦।୧୦: ସମାଜବାଦୀ ପାର୍ଟି ମଙ୍ଗଳବାର ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କଂଗ୍ରେସ କହିଛି ଯେ ଏ ପର୍ଯ୍ୟନ୍ତ ଗଠବନ୍ଧନରେ ଆସନ ଭାଗବଣ୍ଟାକୁ ନେଇ କୌଣସି ଆଲୋଚନା ହୋଇନାହିଁ। କଂଗ୍ରେସର ଏହି…

ଯେଉଁ କମ୍ପାନୀରେ ସିଭି ପକାଇ ପାଇଥିଲେ ଚାକିରି, ସେହି ଟାଟା କମ୍ପାନୀର ହେଲେ ମାଲିକ

ନୂଆଦିଲ୍ଲୀ,୧୦।୧୦: ୮୬ବର୍ଷରେ ସାରା ଦୁନିଆକୁ ପର କରି ଦେଇଛନ୍ତି ଭାରତର ବିଜନେସ ଟାଇଫୁନ୍‌ ରତନ ଟାଟା। ବ୍ୟବସାୟରେ ସେ ବିପ୍ଲବ ଆଣିଥିଲେ ଯେ, ଟାଟା ଲୁଣଠୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀରେ ପ୍ରତି ଘରେ ଘରେ ବ୍ୟବହାର ହେଉଛି।…

ତ୍ରିରଙ୍ଗାରେ ଘୋଡ଼ାଇ ଦିଆଗଲା ରତନ ଟାଟାଙ୍କ ମରଶରୀର,ଜନସାଧାରଣଙ୍କ ଶେଷଦର୍ଶନ ପାଇଁ…

ମୁମ୍ବାଇ,୧୦ା୧୦: ଟାଟା ସନ୍ସର ଚେୟାରମ୍ୟାନ ଏବଂ ଭାରତର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନପ୍ରାପ୍ତ ପଦ୍ମଭୂଷଣ, ରତନ ଟାଟାଙ୍କ ମରଶରୀର ଦକ୍ଷିଣ ମୁମ୍ବାଇର ନ୍ୟାଶନାଲ ସେଣ୍ଟର୍‌ ଫର୍‌ ପର୍‌ଫର୍‌ମିଂ ଆର୍ଟ (ଏନ୍‌ସିପିଏ) ରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ପାଇଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ…

ରାହୁଲଙ୍କୁ ସମର୍ଥନ କରିଦେଲେ ଚନ୍ଦ୍ରବାବୁ ନାଇଡୁ, ଏକାକୀ ପଡିଗଲେ ମୋଦି, ଜାତୀୟ ରାଜନୀତିରେ ବଡ଼ ହଲଚଲ

ନୂଆଦିଲ୍ଲୀ,୧୦।୧୦: ହରିୟାଣାରେ ଭାଜପାକୁ ମିଳିଛି ହ୍ୟାଟ୍ରିକ ବିଜୟ। ଭାଜପା ଖାତାକୁ ଆଉ ଗୋଟିଏ ରାଜ୍ୟ ଯାଉଥିବାବେଳେ କଂଗ୍ରେସ ହାତରୁ ହରିୟାଣା ହାତଛଡା ହୋଇଛି। ଏନେଇ କଂଗ୍ରେସ ସମେତ ଇଣ୍ଡିଆ ମେଣ୍ଟକୁ ଶକ୍ତ ଝଟ୍‌କା ଲାଗିଛି। ବିଜୟର ଖୁସି ପାଳିବା ପାଇଁ ମଙ୍ଗଳବାର…

ଏତିକି କୋଟି ଟଙ୍କା ଛାଡିଯାଇଛନ୍ତି ରତନ ଟାଟା: ଧନୀ ତାଲିକାରେ…

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ଏହାପୂର୍ବରୁ ଅକ୍ଟୋବର ୭ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା…

ଓଡ଼ିଶା ସହ ଏମିତି ଥିଲା ରତନ ଟାଟାଙ୍କ ସମ୍ପର୍କ…

ମୁମ୍ବାଇ/ଭୁବନେଶ୍ୱର,(୧୦ା୧୦): ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ…

ମିଛର ଝଡ଼ ସୃଷ୍ଟି କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୦ା୧୦:ମୋଦି ସରକାରଙ୍କ ଗତ ୧୦ ବର୍ଷର ଶାସନରେ ଗରିବ, କୃଷକ, ଯୁବ ଓ ମହିଳାମାନେ ବିଶେଷ ଉପକୃତ ହୋଇଛନ୍ତି। କେନ୍ଦ୍ରର ଜନକଲ୍ୟାଣକାରୀ ନୀତିକୁ ଦେଖି ହରିୟାଣା ଭୋଟର ଭାଜପାକୁ କ୍ରମାଗତ ତୃତୀୟ ଥର କ୍ଷମତାସୀନ କରାଇଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ନିଜ…

ଥରେ ନୁହେଁ ୪ ଥର ପ୍ରେମରେ ପଡିଥିଲେ ରତନ ଟାଟା, କିନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଶିଳ୍ପ ଜଗତରେ ରତନ ଟାଟା ଏକ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି। ୮୬ ବୟସରେ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ସବୁଠାରୁ ବଡ଼ ଉଦ୍ୟୋଗପତି ଓ ଦାନବୀର। ଅକ୍ଟୋବର ୯ତାରିଖ ରାତିରେ ସେ ସମସ୍ତଙ୍କୁ ଶୋକ ସମୁଦ୍ରରେ ଭସାଇ ଆରପାରିକୁ…

ରତନ ଟାଟାଙ୍କ ପରଲୋକରେ ସବୁଠି ଶୋକର ଛାୟା: ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…

ମୁଁ ମୋ ବନ୍ଧୁଙ୍କୁ ହରାଇଦେଲି: ରତନ ଟାଟାଙ୍କ ପରଲୋକରେ ଭାବପ୍ରବଣ ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୦।୧୦: ଭେଟେରାନ ଶିଳ୍ପପତି ରତନଙ୍କ ଟାଟା ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରତନ ଟାଟା ୮୬ ବର୍ଷ ବୟସରେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ…

ସବୁଠୁ ବଡ଼ ଦାନବୀର, ରୋଜଗାରର ୭୦ ଭାଗ ଦାନ ଦେଉଥିଲେ ରତନ ଟାଟା

ନୂଆଦିଲ୍ଲୀ,୧୦।୧୦: ଆଉ ନାହାଁନ୍ତି ବିଶିଷ୍ଟ ଶିଳ୍ପପତି ରତନ ନାଭାଲ ଟାଟା । ୮୬ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ରତନ ଟାଟା ଜଣେ ପରୋପକାରୀ ଓ ସମାଜସେବୀ ବ୍ୟକ୍ତିତ୍ୱ । ସେ ଉଭୟ ବ୍ୟବସାୟ ଜଗତ ଏବଂ ସାମାଜିକ…

ରାଜକୀୟ ସମ୍ମାନ ସହ ରତନ ଟାଟାଙ୍କୁ ଦିଆଯିବ ଅନ୍ତିମ ବିଦାୟ: ୨ ରାଜ୍ୟରେ ଦିନିକିଆ ଶୋକ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?