ଜାତୀୟ

ତୁମେ ଛାଡି ଚାଲିଗଲ… ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡଙ୍କ ଦୁଃଖଦାୟକ ପୋଷ୍ଟ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳେ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଟାଟାଙ୍କୁ କିଛିଦିନ ତଳେ…

କିଏ ହେବେ ରତନ ଟାଟାଙ୍କ ଉତ୍ତରାଧିକାରୀ? ୩୩.୭ ଟ୍ରିଲିୟନ ଟାଟା ସାମ୍ରାଜ୍ୟ ଏବେ…

ନୂଆଦିଲ୍ଳୀ,୧୦।୧୦: ଟାଟା ଗ୍ରୁପ୍‌ର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି। ସେ ୮୬ ବର୍ଷ ବୟସରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଉଭୟ ବ୍ୟବସାୟ ଜଗତ ଏବଂ ସାମାଜିକ ସେବାରେ ଏକ ଉଦାହରଣ ପାଲଟିଛନ୍ତି। ତାଙ୍କର ବିପୁଳ ଧନ ସତ୍ତ୍ୱେ…

ସନ୍ଦେହରେ ଇଭିଏମ୍‌

ନୂଆଦିଲ୍ଲୀ, ୧୦।୧୦: ୯୦ ସଦସ୍ୟ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନରେ ସରକାର ଅଧିକ ଆମତ୍ବିଶ୍ୱାସୀ ହୋଇଯାଇଥିଲା। କଂଗ୍ରେସ ସରକାର ଗଢ଼ିବ ବୋଲି ଅଧିକାଂଶ ଏକ୍‌ଜିଟ୍‌ ପୋଲ ମଧ୍ୟ ଭବିଷ୍ୟବାଣୀ କରିଥିଲେ। କିନ୍ତୁ ଦଳକୁ ୩୭ ଆସନରେ ସଫଳତା ମିଳିଛି, ଯାହାକି ମ୍ୟାଜିକ୍‌…

ମୁଖ୍ୟମନ୍ତ୍ରୀ ବାସଭବନରୁ ଆତିଶୀଙ୍କ ସାମଗ୍ରୀ ଫିଙ୍ଗିଦେଲେ ଏଲଜି

ନୂଆଦିଲ୍ଲୀ, ୧୦।୧୦: ଦିଲ୍ଲୀ ଉପ ରାଜ୍ୟପାଳ ଭି.କେ. ସକ୍ସେନାଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କର ଆସବାବପତ୍ରକୁ ସିଭିଲ ଲାଇନ୍ସର ଫ୍ଲାଗଷ୍ଟାଫ୍‌ ରୋଡସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ନିବାସରୁ ଫିଙ୍ଗାଯାଇଥିବା ନେଇ ବୁଧବାର ଆମ୍‌ ଆଦମୀ ପାର୍ଟି(ଆପ୍‌)ପକ୍ଷରୁ ଅଭିଯୋଗ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ…

ପ୍ରଥମ କ୍ୟାବିନେଟ୍‌ରେ ‘୩୭୦’ ସଂକଳ୍ପନାମା

ଶ୍ରୀନଗର,୧୦ା୧୦:ଜମ୍ମୁ-କଶ୍ମୀରରେ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସର ମେଣ୍ଟ ସରକାର ଶପଥ ନେବା ପରେ ପ୍ରଥମ କ୍ୟାବିନେଟ୍‌ରେ ଅନୁଚ୍ଛେଦ ୩୭୦ ଉପରେ ସଂକଳ୍ପନାମା ପାରିତ କରାଯିବ। କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ କେନ୍ଦ୍ର ଉପରେ ଚାପ ସୃଷ୍ଟି ଉଦ୍ଦେଶ୍ୟରେ…

ଭାଇରାଲ ହେଉଛି ରତନ ଟାଟାଙ୍କ ଶେଷ ସୋସିଆଲ୍‌ ମିଡିଆ ପୋଷ୍ଟ: ଏମିତି କିଛି ଲେଖିଥିଲେ…

ମୁମ୍ବାଇ,୧୦/୧୦:ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର…

ସମ୍ଭ୍ରାନ୍ତ, ସ୍ବାଭିମାନୀ ବ୍ୟକ୍ତି ଥିଲେ ରତନ ଟାଟା:ଜାଣନ୍ତୁ ତାଙ୍କ କ୍ୟାରିୟର୍‌ ବିଷୟରେ…

ନୂଆଦିଲ୍ଳୀ,୧୦।୧୦:ରତନ ଟାଟା ଜଣେ ଶିଳ୍ପପତି, ପରୋପକାରୀ ଓ ସ୍ବାଭିମାନୀ ବ୍ୟକ୍ତି ଥିଲେ। ଟାଟା ଗ୍ରୁପ୍‌ ପ୍ରତିଷ୍ଠାତା ଜାମସେଦ୍‌ଜୀ ଟାଟାଙ୍କ ପୌଷ୍ୟପୁତ୍ର ସୁରଟର ନାଭାଲ ଟାଟା ଓ ସୁନି (ଜାମସେଦ୍‌ଜୀଙ୍କ ଭାଣିଜୀ) ଟାଟାଙ୍କ ଔରସରୁ ୧୯୩୭ ମସିହା ଡିସେମ୍ବର ୨୮ରେ ରତନ ଜନ୍ମଗ୍ରହଣ…

୮୬ ବର୍ଷ ବୟସରେ ରତନ ଟାଟାଙ୍କ ପରଲୋକ

ମୁମ୍ବାଇ,୯ା୧୦: ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ଖବର…

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ରତନ ଟାଟା

ମୁମ୍ବାଇ,୯ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଏନେଇ ଖବର ସରବରାହ ସଂସ୍ଥା ରିଉଟର୍ସ ରିପୋର୍ଟ କରିଛି। ପୂର୍ବରୁ ସୋମବାର ମଧ୍ୟ ଖବର ଆସିଥିଲା ଯେ, ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ…

ଇଣ୍ଡିଆ ମେଣ୍ଟରେ ଫାଟ: ସବୁଠାରୁ ବଡ଼ ଝଟ୍‌କା ରାହୁଲଙ୍କୁ ଦେଇଦେଲେ ଅଖିଳେଶ

ନୂଆଦିଲ୍ଲୀ,୯।୧୦: ହରିୟାଣାରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିବା ପରେ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୯ ଆସନ ଜିତିଥିବା ବେଳେ ଭାଜପା ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏପରି ପରାଜୟ…

ଏକ ଦେଶ ଏକ ନିର୍ବାଚନ

ଭାରତରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିବା ପରେ ଏହାର ସପକ୍ଷବାଦୀ ଓ ବିପକ୍ଷବାଦୀ ନିଜର…

ହରିୟାଣା ଫଳାଫଳ ପରେ କଂଗ୍ରେସକୁ ବଡ଼ ଝଟ୍‌କା, ବଡ଼ ଆକ୍ସନ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧୦: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢିବ ଆମ ଆଦମୀ ପାର୍ଟି। ଅରବିନ୍ଦ କେଜରିୱାଲ ଇଣ୍ଡିଆ ମେଣ୍ଟର ସଦସ୍ୟ ହୋଇଥିଲେ ମଧ୍ୟ ଆଗାମୀ ନିର୍ବାଚନରେ ଏକାକୀ ଲଢିବେ ବୋଲି ଘୋଷଣା କରିଛନ୍ତି। ଏହା ପୂର୍ବରୁ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?