ହରିୟାଣାରେ ବଢିଲା ଭାଜପାର ବଳ, ପଦ୍ମ ଧରିଲେ ୩ ନେତା
ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭାର ଫଳାଫଳ ପରେ ଭାଜପା ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି। ଏପରି ସ୍ଥିତିରେ ଆଜି ଭାଜପାରେ ସାମିଲ ହୋଇଛନ୍ତି…
ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…
ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ…
‘ଯେତେ ହିନ୍ଦୁ ବିଭାଜିତ ହେବେ, କଂଗ୍ରେସକୁ ସେତେ ଫାଇଦା ହେବ’ ଏମିତି କାହିଁକି କହିଲେ ପିଏମ୍ ମୋଦି
ନୂଆଦିଲ୍ଲୀ,୯।୧୦: ହରିୟାଣାରେ କ୍ଷମତା ହାସଲ କରିବା ପରେ ବର୍ତ୍ତମାନ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ଭାଜପା ଆଖି ରହିଛି। ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଡିଜିଟାଲ ମାଧ୍ୟମ ମାଧ୍ୟମରେ ମହାରାଷ୍ଟ୍ରରେ ୭,୬୦୦ କୋଟିରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି।…
ହ୍ୟାଟ୍ରିକ୍ ବିଜୟ ପରେ ବି ହରିୟାଣାରେ ଭାଜପାକୁ ବଡ଼ ଝଟ୍କା: ଜାଣନ୍ତୁ କ’ଣ ଘଟିଲା
ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭା ନିର୍ବାଚନରେ ୨୦୨୪ରେ ଭାଜପା ଏକ ବଡ ବିଜୟ ହାସଲ କରିଛି। କିନ୍ତୁ ମୁଖ୍ୟମନ୍ତ୍ରୀ ନାୟାବ ସିଂ ସାଇନି ମନ୍ତ୍ରୀମଣ୍ଡଳର ୧୦ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୮ଜଣ ମନ୍ତ୍ରୀ ନିର୍ବାଚନରେ ହାରିଛନ୍ତି, ମାତ୍ର ଦୁଇଜଣ ମନ୍ତ୍ରୀ ଜିତିଛନ୍ତି। ହାରିଯାଇଥିବା…
ରାହୁଲ ଆଣିଥିଲେ ଜିଲାପି, ମୁଡ୍ ବଦଳାଇଦେଲେ ମୋଦି
ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନ ଫଳାଫଳ ଭାଜପା ସପକ୍ଷରେ ଯିବା ପରେ ଚାରିଆଡେ ଜିଲାପିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି ଯେ, ଜିଲାପି ଖାଇଲେ ରାହୁଲ ଗାନ୍ଧୀ, ହେଲେ ଟେଷ୍ଟ ନେଇଗଲେ ମୋଦି। ହରିୟାଣାରେ ଭାଜପାର ଜବରଦସ୍ତ…
ଇଣ୍ଡିଆ ମେଣ୍ଟରେ ଫାଟ! ହରିୟାଣା ଫଳାଫଳ ପରେ ରାହୁଲଙ୍କୁ କମେଣ୍ଟ ମାରିଲେ କେଜରିଓ୍ବାଲ-ଶିବସେନା
ନୂଆଦିଲ୍ଲୀ,୯।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସ ବଡ଼ ପରାଜୟର ସମ୍ମୁଖୀନ କରିଛି। ୯୦ ଆସନରେ ଭାଜପା ୪୭ ଆସନ ପାଇଥିବାବେଳେ କଂଗ୍ରେସ ମାତ୍ର ୩୯ଟି ଆସନ ପାଇ ପାରିଛି। ଏନେଇ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ କଂଗ୍ରେସକୁ ନିଶାଣ କରିଛନ୍ତି। କେବଳ…
ରାହୁଲଙ୍କ ଘରକୁ ୧ କିଲୋ ଜିଲାପି ପଠାଇଲା ହରିୟାଣା ଭାଜପା
ଚଣ୍ଡିଗଡ଼,୯।୧୦: ହରିୟାଣା ନିର୍ବାଚନରେ ଜିଲାପିକୁ ନେଇ ରାଜନୈତିକ ଚର୍ଚ୍ଚା ଶୀଖରରେ। ବିଶେଷକରି କଂଗ୍ରେସର ପରାଜୟ ପରେ ଭାଜପା ପକ୍ଷରୁ ଜିଲାପି ବାହାନାରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସକୁ କଟାକ୍ଷ କରାଯାଉଛି। ଲଗାତର ଭାବେ ତୃତୀୟ ଥର ଲାଗି ରାଜ୍ୟରେ ଭାଜପା ସରକାର…
ହରିୟାଣା ରେଜଲ୍ଟ: ଭାଜପାକୁ ଜିତାଇଦେଲେ କେଜରିଓ୍ବାଲ!
ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନର ଅନ୍ତିମ ଫଳାଫଳ ସାମ୍ନାକୁ ଆସିଛି। ରାଜ୍ୟରେ ୯୦ ଆସନରୁ ଭାଜପା ୪୮ଟି ଆସନ ପାଇଛି। ସେହିପରି କଂଗ୍ରେସ ମାତ୍ର ୩୯ଟି ଆସନ ହାତେଇ ପାରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି।…
ଅନନ୍ତନାଗରେ ୨ ଯବାନଙ୍କୁ ଅପହରଣ: ଜଣେ ଖସି ଆସିଲେ, ଅନ୍ୟଜଣଙ୍କୁ ହତ୍ୟା
ଅନନ୍ତନାଗ,୯।୧୦: ଜମ୍ମୁ କଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀମାନେ ୨ ଯବାନଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଜସ୍ବ ଉଦ୍ୟମରେ ଖସି ଆସିଥିବା ବେଳେ ବୁଧବାର ଜଣେ ନିଖୋଜ ଥିଲେ। ନିଖୋଜ ଯବାନଙ୍କୁ ଖୋଜିବା ଲାଗି ସୁରକ୍ଷା ବାହିନୀ ପକ୍ଷରୁ ଅପରେଶନ…
ଜମ୍ମୁ -କଶ୍ମୀରରେ ଜିତିବା ପରେ ଆସିଲା ରାହୁଲଙ୍କ ବଡ଼ ପ୍ରତିକ୍ରିୟା, କହିଦେଲେ ଏମିତି…
ନୂଆଦିଲ୍ଲୀ,୯।୧୦: ହରିୟାଣା, ଜମ୍ମୁ -କଶ୍ମୀରରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି। ସେ ହରିୟାଣାର କଂଗ୍ରେସ କର୍ମୀଙ୍କୁ ସିଂହ ବୋଲି କହି ଧନ୍ୟବାଦ ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ ଏନ୍ସି ସହିତ କଂଗ୍ରେସ ଚମତ୍କାର…
ଭାରତକୁ ବଡ଼ ଝଟ୍କା: ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି
ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ ଥମିବାର ନାଁ ଧରୁନି। ଶାମି ଆଜିକାଲି ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନଭେମ୍ବରରୁ ଜାନୁୟାରୀ ମଧ୍ୟରେ ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯିବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ପାଇଁ…
ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୯।୧୦: ଭାରତର ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ନୀତି ସୁଧ ହାରରେ କୌଣସି ପରିବର୍ତ୍ତନ କରିନାହିଁ। ଏମ୍ପିସି ୫୧ତମ ବୈଠକରେ ଆଲୋଚନା ପରେ ରେପୋ ହାର ୬.୫%ରେ ରଖାଯାଇଥିଲା। ଗୁରୁବାର ତିନି ଦିନିଆ ଏମସିସି ବୈଠକ ପରେ ଆରବିଆଇ ଗଭର୍ନର…

