ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…
ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ ପକାଇ ଦେଇଛି। ଭାରତୀୟ ରେଳବାଇ ଏହାର ବ୍ରଡଗେଜ୍ ନେଟୱାର୍କର ୯୯.୨%ବିଦ୍ୟୁତ ଶକ୍ତିରେ ପରିଣତ...
ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ
ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମା, ଷ୍ଟାଚ୍ୟୁ ଅଫ ୟୁନିଟି...
ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍ରୁ ଶିଖିବ କି ଭାରତ?
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏହି ସମୟରେ ଚାଇନାର ରାଜଧାନୀ ବେଜିଂ, ଯାହାକୁ...
ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…
ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB) ଜାନୁଆରୀ ୧, ୨୦୨୬ ରୁ ଲାଗୁ ହେଉଥିବା...
ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…
ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ ଜାରି କରିଥିଲେ। ଉଗ୍ରବାଦୀଙ୍କ ଧମକ ଏବଂ ବାଂଲାଦେଶୀ ନେତାମାନଙ୍କ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ସମେତ...
ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍ପି: ୮ ଏମ୍ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର
ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର ଭାଜପା ଏମ୍ପି ଜଗଦମ୍ବିକା ପାଲ୍ଙ୍କୁ ବେଷ୍ଟ ପାର୍ଲାମେଣ୍ଟାରିଆନ୍ ଆଓ୍ବାର୍ଡ ଦିଆଯାଇଛି। ନୂଆଦିଲ୍ଲୀରେ ଆୟୋଜିତ...
ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…
ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଡିସେମ୍ବର ୧୮ ରୁ ୨୨ ମଧ୍ୟରେ ଦକ୍ଷିଣ...
ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…
ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ସାଧାରଣ ସମ୍ପାଦକ ଦତ୍ତାତ୍ରେୟ ହୋସାବଲେ ସମାବେଶକୁ ସମ୍ବୋଧିତ କରିଥିଲେ।...
୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା
ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦ ଜଣରୁ କମ୍ ଛାତ୍ରୀଛାତ୍ର ପଢ଼ୁଥିବା ସ୍କୁଲ ସଂଖ୍ୟା ଗତ ୨ ବର୍ଷ...
ପ୍ରଥମ ମିସ୍ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ
ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍ ଇଣ୍ଡିଆ ମୁକୁଟ ହାସଲ କରିଥିବା ମେହେର ଏକାଧାରରେ ଜଣେ ସୁପରମଡେଲ, ସାମ୍ୱାଦିକା, ଲେଖିକା ଓ ମେଣ୍ଟର...
ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା
ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ ଆଣ୍ଡ୍ ଆଡ୍ଭାନ୍ସମେଣ୍ଟ ଅଫ୍ ନ୍ୟୁକ୍ଲିଅର ଏନର୍ଜି ଫର୍ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ଶାନ୍ତି)...
ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି।...
Archives


