ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି ବୃଦ୍ଧି ୨୦୨୬ ଅକ୍ଟୋବର ୧ରୁ ଲାଗୁ ହେବ ବୋଲି ଶ୍ରମ ଓ ନିଯୁକ୍ତି…
କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…
ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଭାରତୀୟ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଏବଂ ବିମାନରେ ଉପସ୍ଥିତ…
ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ ୩୦୦୦ ଟଙ୍କାରୁ ଦୁଇଗୁଣ ବୃଦ୍ଧି କରି ୬୦୦୦ ଟଙ୍କା କରିଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ…
Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…
ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ ମୁଖ୍ୟ ନିର୍ୱାଚନ କମିଶନର (CEC)ଙ୍କ ନାମ ସର୍ୱାଗ୍ରେ ଆସିଥାଏ। ନିକଟରେ ବିରୋଧୀ ‘ଇଣ୍ଡିଆ’…
ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର ଦୃଶ୍ୟ ବାରମ୍ବାର ଦେଖିବାକୁ ମିଳିଛି। ଉଭୟଙ୍କୁ ପ୍ରେମାନନ୍ଦ ମହାରାଜଙ୍କର ଜଣେ ନିଷ୍ଠାବାନ ଭକ୍ତ…
CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳର ନେତାମାନେ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରା କରୁଛନ୍ତି।…
ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ ମୃତ୍ୟୁ ଘଟିଛି; ତେବେ ଜାହାଜରେ ଥିବା ତିନିଜଣ ଭାରତୀୟ ନାଗରିକ ସୁରକ୍ଷିତ ଅଛନ୍ତି।…
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ
ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର ଆକ୍ରମଣ କରି କହିଛନ୍ତି। ଏକ ଯୋଜନାବଦ୍ଧ ପ୍ରୟାସ ମାଧ୍ୟମରେ ରାହୁଲ ଗାନ୍ଧୀଙ୍କୁ କ୍ଷମତାକୁ…
‘ପ୍ରଥମେ ନିଜ ନେମ୍ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ
ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ। ପୋଲିସ ସାମ୍ବାଦିକମାନଙ୍କୁ ପ୍ରତିବାଦ ଖବର ସଂଗ୍ରହ କରିବା ସମୟରେ ସେମାନଙ୍କ…
ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍ଇଇଟି ୟୁଜି
ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ ଅନୁଯାୟୀ ଏହି ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରାୟ ୨୫ ଲକ୍ଷ ପ୍ରାର୍ଥୀ…
ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି, ଏହି ଆନ୍ଦୋଳନର ଡାକ ଦଳ ଦେଇଥିଲେ ମଧ୍ୟ ଏହା ଦେଶର ଯୁବପିଢ଼ି ଓ…
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ
ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ ଅନୁମୋଦନ କରି ନ ଥିଲେ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି। ଭୋଟର ତାଲିକାରେ…

