ଜାତୀୟ

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି କୌଣସି କ୍ଷତି ଘଟେ, ତେବେ ରାଏବରେଲିର ଚନ୍ଦନ ବର୍ମା ଏଥିପାଇଁ ଦାୟୀ ରହିବେ…

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଅଦାଲତଙ୍କ ବିନା ଅନୁମତିରେ ଦେଶରେ କାହାର ଘର ଭଙ୍ଗାଯାଇପାରିବ ନାହିଁ…

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ଯିବ। ମହାରାଷ୍ଟ୍ରର ଓ୍ବାଶିମ୍‌ଠାରେ ଏକ…

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର…

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ…

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ ଜିଲାରେ…

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ ମିଡିଆ ୟୁଜରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବର୍ଲିନର ପିଲାର୍ମୋନିକ୍‌ରେ କନ୍‌ସର୍ଟ ପାଇଁ ସେମାନେ ତାଙ୍କୁ…

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ ଅଞ୍ଚଳକୁ ଯାଉଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ଜବରଦସ୍ତ କାର୍‌ରେ ନେଇଯାଇଥିଲେ। ପରେ ସେମାନେ ଯୁବତୀଙ୍କୁ…

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ…

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ଆସାମ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ…

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ ସାରା ଦେଶରେ ଆଲୋଚନା ହେଉଛି। କିନ୍ତୁ, ପ୍ରକୃତ ଟେନସନ ବିହାରର ରାଜନୈତିକ ଦଳର ନେତାଙ୍କୁ…

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ ସେ ଦରଭଙ୍ଗାସ୍ଥିତ ଇନଡୋର ଷ୍ଟାଡିୟମରେ ବନ୍ୟା ପୀଡିତଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ପ୍ୟାକେଟଗୁଡ଼ିକ ଯାଞ୍ଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?