ଜାତୀୟ

ସଭରକର ଗୋମାଂସ ଖାଉଥିଲେ

ବେଙ୍ଗାଲୁରୁ,୪ା୧୦: ହିନ୍ଦୁ ଜାତୀୟତାବାଦୀ ରାଜନେତା ବିନାୟକ ଦାମୋଦର ସଭରକର ମାଂସ ଖାଉଥିଲେ। ସେ ଗୋହତ୍ୟାକୁ ବିରୋଧ କରୁ ନ ଥିଲେ ବୋଲି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ ଅଭିଯୋଗ କରିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ବେଙ୍ଗାଲୁରୁରେ…

ଦେଶର କେହି ପିତା ନାହାନ୍ତି: କଙ୍ଗନାଙ୍କ ପୋଷ୍ଟକୁ ନେଇ ବିବାଦ

ନୂଆଦିଲ୍ଲୀ, ୪।୧୦: ଅଭିନେତ୍ରୀ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ନେଇ ପୁଣି ବିବାଦ ଦେଖାଦେଇଛି। ବୁଧବାର ସେ ଏକ୍ସ’ରେ ଏକ ପୋଷ୍ଟ କରି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି…

ଜାଲ୍‌ ବ୍ୟାଙ୍କ ଖୋଲି ଠକିନେଲେ ଅନେକ ଲକ୍ଷ

ରାୟପୁର,୪ା୧୦: ବ୍ୟାଙ୍କ କାରବାରରେ ଜାଲିଆତି, ଜାଲ୍‌ କାଗଜପତ୍ର ଦେଇ ଠକେଇ ଏବଂ ଅନ୍ୟାନ୍ୟ ଆର୍ଥତ୍କ ଦୁର୍ନୀତି ଖବର ଅନେକ ସମୟରେ ପ୍ରକାଶ ପାଇଥାଏ। ତେବେ ଛତିଶଗଡ଼ରେ ନିକଟରେ ହୋଇଥିବା ଏକ ଠକେଇ ସମ୍ପୂର୍ଣ୍ଣ ନିଆରା। ଅପରାଧୀମାନେ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ…

ବଦଳିବ ଜେଲ ମାନୁଆଲ୍‌: ବନ୍ଦୀଙ୍କୁ ଜାତି ଆଧାରରେ କାମ ବାଣ୍ଟିବା ବନ୍ଦ

ନୂଆଦିଲ୍ଲୀ,୪ା୧୦(ପି.ଟି.):ଦେଶର ୧୧ ରାଜ୍ୟରେ ଜେଲ୍‌ ନିୟମାବଳୀରେ ରହିଥିବା ଜାତିଭିତ୍ତିକ ପକ୍ଷପାତିତାକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଉକ୍ତ ମାନୁଆଲ ଅନୁଯାୟୀ ବନ୍ଦୀମାନଙ୍କୁ କାର୍ଯ୍ୟ ବଣ୍ଟନ ବେଳେ ସେମାନଙ୍କୁ ଜାତିକୁ ଆଧାରକରି ପକ୍ଷପାତ କରାଯାଉଥିଲା ଓ ଅଲଗା ଓ୍ବାର୍ଡରେ ପୃଥକ ରଖାଯାଉଥିଲା। ୩…

ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ

ଚଣ୍ଡିଗଡ଼,୩ା୧୦: ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍‌ଟେଜ୍‌ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ ହାଓ୍ବାକୁ ପ୍ରତିହତ କରି ପୁନର୍ବାର କ୍ଷମତାରେ ରହିବା ପାଇଁ ଆଶା ରଖିଥିବାବେଳେ…

ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ ପୋଲିସ…

ରାମମନ୍ଦିର ଶିଖର ନିର୍ମାଣ କାର୍ଯ୍ୟ ଆରମ୍ଭ

ଅଯୋଧ୍ୟା,୩ା୧୦: ଅଯୋଧ୍ୟାର ୧୬୧ ଫୁଟ୍‌ ଉଚ୍ଚତା ବିଶିଷ୍ଟ ରାମମନ୍ଦିରର ମୁଖ୍ୟ ଶିଖର ନିର୍ମାଣ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ୪ ମାସ ମଧ୍ୟରେ ଏହି ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ଦିର ନର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା କହିଛନ୍ତି।…

ରେଲୱେ କର୍ମଚାରୀଙ୍କୁ ବୋନସ: କୃଷକଙ୍କ ପାଇଁ ୧ ଲକ୍ଷ କୋଟି ଟଙ୍କାର ଯୋଜନା…

ନୂଆଦିଲ୍ଲୀ,୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅନେକ ବଡ ଯୋଜନା ଅନୁମୋଦନ ମିଳିଛି। ଦୀପାବଳି ପୂର୍ବରୁ କୃଷକଙ୍କ ଆୟ ବୃଦ୍ଧି ପାଇଁ ଦୁଇଟି ବଡ ଯୋଜନା ଅନୁମୋଦନ ହୋଇଥିବାବେଳେ ରେଳ କର୍ମଚାରୀଙ୍କୁ…

ରାୟପୁରରେ ଚାଞ୍ଚଲ୍ୟ: ଜାଲ୍‌ ଏସ୍‌ବିଆଇ ଶାଖା ଖୋଲି ଠକିନେଲେ…

ରାୟପୁର,୩ା୧୦: ବ୍ୟାଙ୍କ କାରବାରରେ ଜାଲିଆତି, ଜାଲ୍‌ କାଗଜପତ୍ର ଦେଇ ଠକେଇ ଏବଂ ଅନ୍ୟାନ୍ୟ ଆର୍ଥତ୍କ ଦୁର୍ନୀତି ଖବର ଅନେକ ସମୟରେ ପ୍ରକାଶ ପାଇଥାଏ। ତେବେ ଛତିଶଗଡ଼ରେ ନିକଟରେ ହୋଇଥିବା ଏକ ଠକେଇ ସମ୍ପୂର୍ଣ୍ଣ ନିଆରା। ଅପରାଧୀମାନେ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ…

ଦିପାବଳୀ ପୂର୍ବରୁ ରେଲଓ୍ବେ କର୍ମଚାରୀଙ୍କୁ ମୋଦି ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୩।୧୦: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ…

ମରାଠୀ, ବେଙ୍ଗଲୀ ସମେତ ଏହି ସବୁ ଭାଷାକୁ ମିଳିଲା ଶାସ୍ତ୍ରୀୟ ଭାଷା ମାନ୍ୟତା

ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ…

କୋଲକାତା ମାମଲା: କଲେଜ ପରିସରରେ ପୀଡ଼ିତା ଡାକ୍ତରଙ୍କ ଷ୍ଟାଚ୍ୟୁକୁ ନେଇ ବଢିଲା ଉତ୍ତେଜନା

କୋଲକାତା,୩।୧୦: ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ନିର୍ମମ ହତ୍ୟା ଯୋଗୁଁ ସାରା ଦେଶରେ ପ୍ରସିଦ୍ଧ କୋଲକାତାର ଆରଜି କର ମେଡିକାଲ କଲେଜରେ ଏବେ ଏକ ନୂଆ ବିବାଦ ଦେଖାଦେଇଛି। ଏହି ଘଟଣା ପରେ ଦୀର୍ଘ ଦିନ ଧରି ଏହାକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?