ଜାତୀୟ

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ ପରୀକ୍ଷା (ଅନ୍ୟାୟ ଉପାୟ ନିବାରଣ) ସଂଶୋଧନ ଆଇନ, 2026’ ରାଷ୍ଟ୍ରପତିଙ୍କ ସମ୍ମତି ପାଇଛି।…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ ହିନ୍ଦୁ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି – ଯେଉଁମାନେ କେଲମ ଅଞ୍ଚଳରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ ଜନ୍ତର ମନ୍ତରରେ ହୋଇଥିବା ପ୍ରତିବାଦ ସମୟରେ କେବଳ ତାଙ୍କ ବିରୋଧରେ ନୁହେଁ ବରଂ…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ। ନିର୍ବାଚନ କମିଶନ କେବଳ ସ୍ବାଧୀନ ଭାବେ କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା କରିଛନ୍ତି। ତାଙ୍କ ମତରେ ଯଦି ତାଙ୍କୁ ସୁଯୋଗ ମିଳେ, ତେବେ ମୋଦି ଜୀଙ୍କ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା ମୂଲ୍ୟ (ରିଟେଲ ପ୍ରାଇସ) ସ୍ଥିର କରାଯାଇଛି। ଗାଜେଟ ବିଜ୍ଞପ୍ତି ଅନୁଯାୟୀ, ହୃଦ୍‌ରୋଗ, ଡାଇବେଟିସ,…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଦୁଇଜଣ ଶ୍ରମିକ ଛତିଶଗଡ଼ର ବାସିନ୍ଦା ଥିଲେ। ଜଣେ ଶ୍ରମିକଙ୍କର ମୃତ୍ୟୁ ଗତକାଲି ଅର୍ଥାତ୍‌…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ ଆରମ୍ଭ କରି ରୋଷେଇଘର ପାଇଁ ନୂତନ ସାଜସାଜ୍ଜା ସାମଗ୍ରୀ ଆଣିବାର ଯୋଜନା କରାଯିବ।…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର ଆସିଲା, ସେହିପରି ଗାଡ଼ି ଚାଳକମାନଙ୍କ ନଜର ଏହି କଥା ଉପରେ ଥିଲା ଯେ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ ଉପରେ ବଡ଼ ପ୍ରଭାବ ପକାଇବାକୁ ଯାଉଛି। ଏହି ପରିବର୍ତ୍ତନ ଗୁଡ଼ିକରେ ରୋଷେଇ ଗ୍ୟାସ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ ଆସିଥିଲେ। କିଛି ଜଣଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ ହୋଇଥିବାବେଳେ ଅନେକଙ୍କୁ ଅନଲାଇନରେ ଟାର୍ଗେଟ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କାରୁ ଅଧିକ ହ୍ରାସ କରିଛନ୍ତି। ଇରାନ ଯୁଦ୍ଧ ଏବଂ ପଶ୍ଚିମ ଏସିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?