ଜାତୀୟ

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି ଏଜେଣ୍ଟ ଭରତ କୁମାର ସାହୁ (୩୦) ଗ୍ରାହକ ଗଜାନନଙ୍କୁ ୧.୫ ଲକ୍ଷ ଟଙ୍କା ମୂଲ୍ୟର…

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ ଖରାରେ ବସାଇଥିଲେ। ପିଲାମାନେ ଖରାରେ ବସିଥିବାର ଭିଡିଓ ପ୍ରସ୍ତୁତ କରି ପ୍ରିନ୍ସିପାଲ ଶୈଳେଶ କୁମାର…

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ ମିଶନର ନାମ ଭେନସ ଅର୍ବିଟର ମିଶନ(ଭିଓଏମ୍‌) ରହିଥିବାବେଳେ ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ୧୨୩୬…

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଳେ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି,ସମସ୍ତ ଦେଶବାସୀଙ୍କ ତରଫରୁ ଆମେ ତାଙ୍କ ଜନ୍ମ ବାର୍ଷିକୀରେ ସମ୍ମାନିତ ବାପୁଙ୍କୁ…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ବ୍ୟାପିଲା ଧୂଆଁ, ୩ ମୃତ

ପୁଣେ,୧୦।୨: ମହାରାଷ୍ଟ୍ରର ପୁଣେରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଭଧାନ ବୁଡ୍ରୁକ ଗ୍ରାମ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଗ୍ରାମବାସୀ ହିଞ୍ଜେୱାଡି ପୋଲିସ ନିୟନ୍ତ୍ରଣ କକ୍ଷକୁ ସୂଚନା ଦେଇଥିଲେ। ପୋଲିସ ଏବଂ ଡାକ୍ତରୀ…

ରାସ୍ତାରୁ ହଟିବ ମନ୍ଦିର, ମସ୍‌ଜିଦ

ନୂଆଦିଲ୍ଲୀ,୨ା୧୦(ପି.ଟି.):ଦେଶବାସୀଙ୍କ ସ୍ବାର୍ଥ ସର୍ବୋପରି ହୋଇଥିବାରୁ ରାସ୍ତା, ରେଳଲାଇନ ଏବଂ ଜଳଉତ୍ସକୁ ଅବରୋଧ କରି ନିର୍ମାଣ ହୋଇଥିବା ମନ୍ଦିର, ଦରଘା ଆଦି ଧର୍ମୀୟ ଢାଞ୍ଚାକୁ ହଟାଇବାକୁ ହେବ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତ ସାରା ଦେଶ ନିମନ୍ତେ ଏକ…

ଏମବିବିଏସ ଫେଲ୍ ଛାତ୍ର କଲେ ଚିକିତ୍ସା, ହୃଦଘାତ ରୋଗୀଙ୍କ ଚାଲିଗଲା ଜୀବନ

କେରଳ,୧ା୧୦: ଭାରତର ଏଙ୍କ ସ୍ଥାନରୁ ଦୈନିକ ଡାକ୍ତରଙ୍କ ଅବହେଳାରୁ ରୋଗୀଙ୍କ ଜୀବନ ଯାଉଥିବା ଅଭିଯୋଗ ହେଉଛି। ଏହାରି ମଧ୍ୟରେ କେରଳରେ ଜଣେ ଏମବିବିଏସ୍ (ବ୍ୟାଚେଲର୍ ଅଫ୍ ମେଡିସିନ୍ ଏବଂ ସ୍ନାତକୋତ୍ତର ସର୍ଜରୀ)ର ଦ୍ୱିତୀୟ ବର୍ଷ ଛାତ୍ର ଚିକିତ୍ସା କରିବାରୁ ହୃଦଘାତର ଶିକାର…

ରାହୁଲ ଗାନ୍ଧୀଙ୍କ ପରିବାର ୫୦ ବର୍ଷ ପର୍ଯ୍ୟନ୍ତ ଦେଶକୁ ଲୁଟିଛନ୍ତି, ଏମିତି କହି ସମସ୍ତଙ୍କୁ ଚମକାଇ ଦେଲେ ଗିରିରାଜ

ନୂଆଦିଲ୍ଲୀ,୧।୧୦: କେନ୍ଦ୍ର ବୟନ ମନ୍ତ୍ରୀ ଗିରିରାଜ ସିଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ନିର୍ବାଚନ ଅଭିଭାଷଣ ଉପରେ ଦୃଢ ଆପତ୍ତି ଜଣାଇ ଗାନ୍ଧୀ ପରିବାରର ଇତିହାସକୁ ମନେ ପକାଇ ଦେଇଛନ୍ତି। ଏହା ବ୍ୟତୀତ ମହାରାଷ୍ଟ୍ର ସରକାରଙ୍କୁ ଗୋମାତାକୁ ରାଜ ମାତା ମାନ୍ୟତା…

ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜନସାଧାରଣଙ୍କ କ୍ଷତି ପହଞ୍ଚାଉଥିବା ଧାର୍ମିକ କୋଠାକୁ…

ନୂଆଦିଲ୍ଲୀ,୧ା୧୦: ମଙ୍ଗଳବାର ସୁପ୍ରିମକୋର୍ଟରେ ବୁଲଡୋଜର ଆକ୍ସନ ମାମଲାର ଶୁଣାଣି ହୋଇଛି। ଏହି ସମୟ ମଧ୍ୟରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜନସାଧାରଣଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସଡ଼କ, ଜଳରାଶି କିମ୍ବା ରେଲଓ୍ବେ ଟ୍ରାକ୍‌ରେ କୌଣସି ଧାର୍ମିକ କୋଠା…

ରାଜ ଘାଟରେ ତାଲା, କୃଷକଙ୍କ ଏଣ୍ଟ୍ରି ବ୍ୟାନ, ମୋଦି ସରକାର କରୁଛନ୍ତି ପାପ, କାହିଁକି ଏମିତି କହିଲା କଂଗ୍ରେସ

ନୂଆଦିଲ୍ଲୀ,୧।୧୦: ଦିଲ୍ଲୀ ପୋଲିସ ସିନ୍ଧୁ ସୀମାରୁ ସମାଜସେବୀ ସୋନମ ୱାଙ୍ଗଚୁକଙ୍କୁ ଗିରଫ କରିଛି। ୭୦୦ କିଲୋମିଟର ଲମ୍ବା ‘ଦିଲ୍ଲୀ ୱାଲୋ ପଦଯାତ୍ରା’ ସମୟରେ ସେ ଦିଲ୍ଲୀ ପ୍ରବେଶ କରୁଥିଲେ। ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟ ପରିଦର୍ଶନ କରିବାକୁ ଘୋଷଣା…

କୋଲକାତା ବଳାତ୍କାର-ହତ୍ୟା ଘଟଣା: ପୁଣିଥରେ ଧର୍ମଘଟକୁ ଓହ୍ଲାଇଲେ ଜୁନିଅର ଡାକ୍ତର

କୋଲକାତା,୧।୧୦: ପଶ୍ଚିମବଙ୍ଗରେ ଜୁନିଅର ଡାକ୍ତରମାନେ ପୁଣି ଥରେ ଧର୍ମଘଟ କରିଛନ୍ତି। ସୁରକ୍ଷା ସୁନିଶ୍ଚିତ କରିବାକୁ ଡାକ୍ତରମାନେ ରାଜ୍ୟ ସରକାରଙ୍କୁ ଦାବି କରିଛନ୍ତି। ସୋମବାର ଆରଜି କର ମେଡିକାଲ କଲେଜ ଏବଂ ହସପିଟାଲରେ ଆଠ ଘଣ୍ଟିଆ ବୈଠକ ପରେ ପଶ୍ଚିମବଙ୍ଗ ଜୁନିଅର ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?