ଜାତୀୟ

ପୁଣେ ମେଟ୍ରୋ ଷ୍ଟେଶନ ଉଦ୍‌ଘାଟନ କଲେ ମୋଦି

ପୁଣେ,୨୯ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ପୁଣେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜିଲା ଅଦାଲତରୁ…

ସେନାକୁ ମିଳିବ ଶକ୍ତି: ପାକ୍‌ ସୀମାରେ ବୁଲେଟ୍‌ପ୍ରୁଫ୍‌ ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍‌ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍‌ପ୍ରୁଫ୍‌ କରିବା…

‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ କରିବାକୁ ୩ ବିଲ୍‌ ଆଣିବ କେନ୍ଦ୍ର

ନୂଆଦିଲ୍ଲୀ,୨୯ା୯: ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ କରାଇବା ପାଇଁ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ଯୋଜନା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ୩ଟି ବିଲ୍‌ ଆଣିବା ନିମନ୍ତେ ବିଚାର କରୁଛନ୍ତି। ଏଥିପାଇଁ ୨ଟି ସମ୍ବିଧାନ ସଂଶୋଧନ ବିଲ୍‌…

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି

ଚେନ୍ନାଇ,୨୯ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର ଦିନକ ପରେ ରବିବାର ରାଜ୍ୟପାଳ ଆର୍‌.ଏନ୍‌. ରବି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଏହା କେବଳ ଏକ ପଦବୀ…

ବନ୍ଦ ହେବ ୧୫୦ ବର୍ଷର ଟ୍ରାମ୍‌ ସେବା, ଜାଣନ୍ତୁ ଟ୍ରାମ୍‌ ସେବା କ’ଣ…

କୋଲକାତା,୨୯ା୯: କୋଲକାତାରେ ୧୫୦ ବର୍ଷର ଟ୍ରାମ୍‌ ସେବା ବନ୍ଦ ହେବାକୁ ଯାଉଛି। ଟ୍ରାଫିକ୍‌ ଭିଡ଼ ହ୍ରାସ ଏବଂ ଦ୍ରୁତ ପରିବହନ ମାଧ୍ୟମ ପ୍ରଚଳନ ପାଇଁ ପଶ୍ଚିମବଙ୍ଗ ସରକାର କୋଲକାତାର ଟ୍ରାମ୍‌ ସେବାକୁ ବନ୍ଦ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ…

ନୀତୀଶ କୁମାରଙ୍କଠାରୁ କାହିଁକି ଅଲଗା ହେଲେ ପ୍ରଶାନ୍ତ କିଶୋର, ନିଜେ କହିଲେ ଏହାର ଅସଲ କାହାଣୀ

ପାଟନା,୨୯।୯: ବିହାରର ରାଜଧାନୀ ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବିରୋଧ କରି ତାଙ୍କ ନୀତିକୁ ସମାଲୋଚନା କରିଛନ୍ତି। ବିହାର ବିଧାନସଭା ନିର୍ବାଚନରେ ନୀତୀଶ କୁମାରଙ୍କ ଦଳ ପାଇଁ ପ୍ରଚାର…

ଭାଜପାର ଇଲେକ୍ସନ ଏଜେଣ୍ଟ ଇଡି, କାହିଁକି ଏମିତି କହିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୯।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ନିର୍ବାଚନ ବଣ୍ଡ ମାଧ୍ୟମରେ ଚୋରା କାରବାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଶୁଣି ବେଙ୍ଗାଲୁରୁର ଏକ ସ୍ବତନ୍ତ୍ର ଲୋକ ଅଦାଲତ ତାଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶିବସେନା…

ମଞ୍ଚ ଉପରେ ଭାଷଣ ଦେବା ବେଳେ ଅସୁସ୍ଥ ହୋଇ ପଡିଲେ ଖାର୍ଗେ, କହିଲେ ମୁଁ ଏତେ ଶୀଘ୍ର…

ନୂଆଦିଲ୍ଲୀ,୨୯।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ସେତେବେଳେ ଖାର୍ଗେ ମଞ୍ଚରୁ ସାଧାରଣ ଜନତାଙ୍କୁ ସମ୍ବୋଧିତ କରୁଥିଲେ। ଯେତେବେଳେ ତାଙ୍କ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ହୋଇଥିଲା, ସେତେବେଳେ…

ମଦ ମାଫିଆଙ୍କ ଗୁଣ୍ଡାରାଜ: କନଷ୍ଟେବଳଙ୍କୁ ବିଚ୍‌ ରାସ୍ତାରେ ଗାଡି ମଡାଇ କଲେ ହତ୍ୟା

ନୂଆଦିଲ୍ଲୀ,୨୯।୯: ଦିଲ୍ଲୀରେ ଘଟିଛି ଛାତିଥରା ଘଟଣା। ମଝି ରାସ୍ତାରେ ପୋଲିସ ଉପରକୁ କାର୍‌ ଚଢାଇ ହତ୍ୟା କରାଯାଇଛି। ବିଳମ୍ବିତ ରାତିରେ ଏକ କାର୍‌ ପୋଲିସ କନଷ୍ଟେବଳଙ୍କ ଉପରେ ଗାଡି ଚଢାଇବ ସହ ତାଙ୍କୁ ଘୋଷାଡି ନେଇ ବହୁଦୂର ପର୍ଯ୍ୟନ୍ତ ଫିଙ୍ଗି ଦେଇଥିଲା।…

ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ

ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍‌ କୋଟି କୋଟି ଟଙ୍କାର ଅଟେ। କିପରି ଲୋକମାନେ କେବଳ କେଶ ବିକ୍ରୟ କରି ଲକ୍ଷ…

ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା

ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକୁ ଅମର କରିଛନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଭାରତର ଏପରି ଏକ…

ମନ କି ବାତ: ବାଇଡେନଙ୍କ ସହ ଘନିଷ୍ଠ ସମ୍ପର୍କ, ଫେରିଲା ୩୦୦ କଳାକୃତି, ଓଡ଼ିଶାର ସାନ୍ତାଳି ଭାଷାକୁ ନେଇ ମୋଦି କହିଲେ ବଡ କଥା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୧୪ ତମ ଏପିସୋଡରେ କହିଛନ୍ତି – ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ ହୋଇଥିଲା। ଏବେ ନବରାତ୍ରୀର ପ୍ରଥମ ଦିନ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?