ଜାତୀୟ

ତିରୁପତି ଗସ୍ତ ବାତିଲକୁ ନେଇ ଚନ୍ଦ୍ରବାବୁ-ଜଗନ ମୁହଁାମୁହିଁ

ଅମରାବତୀ,୨୮ା୯(ପି.ଟି.): ଓ୍ବାଇଏସ୍‌ଆର୍‌ସିପି ମୁଖ୍ୟ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କୁ ନିଜ ଧର୍ମ ଷୋଷଣା କରିବାକୁ କୁହାଯିବାରୁ ସେ ତାଙ୍କର ତିରୁପତି ଭେଙ୍କଟେଶ୍ୱର ମନ୍ଦିର ଗସ୍ତ କାର୍ଯ୍ୟକ୍ରମକୁ ଶୁକ୍ରବାର ବାତିଲ କରିଥିଲେ। ସେ ଟିଡିପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମନ୍ଦିର ଦର୍ଶନରେ ରାଜନୈତିକ…

ମ୍ୟୁନିସିପାଲିଟି କମିଶନରଙ୍କ କାର୍ଯ୍ୟାଳୟରେ ଅଧିକାରୀଙ୍କ ଶ୍ରାଦ୍ଧ ଦେଲେ ଭାଜପା କାଉନସିଲର: ଜାଣନ୍ତୁ କାହିଁକି

ମେରୁଟ,୨୮।୯: ମେରୁଟ ମ୍ୟୁନିସିପାଲିଟି କର୍ପୋରେସନ ସର୍ବଦା ଜନସାଧାରଣ ଏବଂ କାଉନସିଲରଙ୍କ ଟାର୍ଗେଟ ରହିଆସିଛି। କାଉନସିଲରମାନେ ଅଧିକାଂଶ ସମୟ ବିଭିନ୍ନ ସମସ୍ୟାକୁ ନେଇ ଘେରାଓ ଏବଂ ବିରୋଧ ପ୍ରଦର୍ଶନ କରିଥାନ୍ତି। ମ୍ୟୁନିସିପାଲ କର୍ପୋରେସନ ଅଧିକାରୀଙ୍କ ମନୋଭାବ ଏବଂ ଜନ ସମସ୍ୟାର ସମାଧାନ ନ…

ପାର୍ବଣରେ ଗଡ଼ିବ ୬ ହଜାର ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ, ୨୮।୯: ପାର୍ବଣ ଋତୁ ପାଖେଇ ଆସୁଥିବାରୁ ରେଲଓ୍ବେ ଦେଶବ୍ୟାପୀ ୬ ହଜାର ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହାଦ୍ୱାରା ପ୍ରାୟ ୧ କୋଟି ଯାତ୍ରୀ ଉପକୃତ ହେବେ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରେଳ ମନ୍ତ୍ରୀ ଅଶ୍ୱିନୀ…

ଦୁଃଖଦ ଘଟଣା: ୪ ଦିବ୍ୟାଙ୍ଗ ଝିଅଙ୍କ ସହ ଆତ୍ମହତ୍ୟା କଲେ ପିତା

ନୂଆଦିଲ୍ଲୀ,୨୮।୯: ରାଜଧାନୀ ଦିଲ୍ଲୀରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ଆତ୍ମହତ୍ୟା କରଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତ ଦେହକୁ ଉଦ୍ଧାର କରାଯାଇଛି। ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ,…

ଅଭିଯୋଗ ଗମ୍ଭୀର: ପ୍ରମାଣିତ ହେଲେ ସନ୍ଦୀପ୍‌ ଘୋଷଙ୍କୁ ମିଳିପାରେ ଏହି ଦଣ୍ଡ, କହିଲେ ସିବିଆଇ କୋର୍ଟ

କୋଲକାତା,୨୭ା୯: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷ ଏବଂ ତଲା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିଜିତ ମଣ୍ଡଳଙ୍କ ବିରୋଧରେ ଆସିଥିବା ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ତାହା ପ୍ରମାଣିତ ହେଲେ ଉଭୟଙ୍କୁ ମୃତ୍ୟୁ ଦଣ୍ଡାଦେଶ ମିଳିପାରେ ବୋଲି…

ମହାକାଳରେ ଅଘଟଣ: ମନ୍ଦିର ପାଚେରି ଭୁଶୁଡ଼ି ଚାଲିଗଲା ଦୁଇ ଜୀବନ

ଉଜ୍ଜୟିନୀ,୨୭ା୯: ପ୍ରବଳ ବର୍ଷା ଯୋଗୁ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରର ପାଚେରି ଭାଙ୍ଗି ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଭଗ୍ନାବଶେଷ ତଳେ ଅନେକେ ପୋତିହୋଇପଡ଼ିଥିବା ଆଶଙ୍କା କରାଯାଉଛି। ୪ ଜଣ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ…

ଦିଲ୍ଲୀ ବାୟୁ ପ୍ରଦୂଷଣ ରୋକିବାରେ କମିଶନ ବିଫଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୯: ବାୟୁ ମାନ ଉପରେ ନଜର ରଖିବା ଏବଂ ଜାତୀୟ ରାଜଧାନୀ ଅଞ୍ଚଳରେ ପ୍ରଦୂଷଣ ରୋକିବା ଦିଗରେ ପର୍ଯ୍ୟାପ୍ତ ପଦକ୍ଷେପ ନିଆଯାଉ ନ ଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ବାୟୁ ମାନ ପରିଚାଳନା କମିଶନ (ସିଏକ୍ୟୁଏମ୍‌)କୁ ଭର୍ତ୍ସନା କରିଛନ୍ତି। ପଡୋଶୀ ରାଜ୍ୟ ପଞ୍ଜାବ…

୬ ବର୍ଷ ପାଇଁ ୧୩ ନେତାଙ୍କୁ ଦଳରୁ ବହିଷ୍କାର କଲା କଂଗ୍ରେସ

ଚଣ୍ଡିଗଡ଼,୨୭।୯: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଉତ୍ତେଜନା ମଧ୍ୟରେ ରାଜ୍ୟ କଂଗ୍ରେସ କମିଟି ଶୁକ୍ରବାର ଏକ ବଡ ପଦକ୍ଷେପ ନେଇଛି। ଦଳ ୧୩ ଜଣ ନେତା ଏବଂ କର୍ମୀଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରି ଏକ ବିଜ୍ଞପ୍ତି ଜାରି…

ଡାକ୍ତରଙ୍କ ଗୁହାରି ଶୁଣି ସିଜେଆଇ ଚନ୍ଦ୍ରଚୁଡ ଶୁଣାଇଲେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯: ଜଣେ ଆୟୁର୍ବେଦିକ ଡାକ୍ତରଙ୍କ ଆବେଦନ ଶୁଣାଣି ବେଳେ ଶୁକ୍ରବାର ସୁପ୍ରିମକୋର୍ଟ ରାଜସ୍ଥାନ ସରକାରଙ୍କ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ ଆୟୁର୍ବେଦିକ ଡାକ୍ତରମାନଙ୍କୁ ସାବତ ସନ୍ତାନ ପରି କାହିଁକି ବ୍ୟବହାର କରାଯାଉଛି…

କିଏ ସେହି ରୁତା ଆହାଦ, ଯିଏ କଲାମଙ୍କୁ ଓସାମା ବିନ ଲାଦେନଙ୍କ ସହ କଲେ ତୁଳନା, ବଢୁଛି ଉତ୍ତେଜନା

ମୁମ୍ବାଇ,୨୭।୯: ରୁତା ଆହାଦ ଏବେ ଖୁବ ଚର୍ଚ୍ଚାରେ ଅଛନ୍ତି। ସେ ଏକ ସ୍କୁଲ କାର୍ଯ୍ୟକ୍ରମରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ପିଲାମାନେ ଓସାମା ବିନ ଲାଡେନଙ୍କ ଜୀବନୀ ପଢିବା ଉଚିତ୍‌। ଜାଣନ୍ତୁ ରୁତା ଆହାଦ କିଏ, ଯାହାର…

ଖୋଲା ଜିପ୍‌ରେ ବସି ରିଲ୍ସ କଲେ ଉପମୁଖ୍ୟମନ୍ତ୍ରୀଙ୍କ ପୁଅ: ଭାଙ୍ଗିଲେ ଟ୍ରାଫିକ୍‌ ନିୟମ, ପୋଲିସ ଦେଲା ସହାୟତା

ଜୟପୁର,୨୭।୯: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପ୍ରେମଚାନ୍ଦ ବୈରୱାଙ୍କ ପୁଅଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି କାରଣରୁ ତାଙ୍କ ପୁଅ ଟ୍ରାଫିକ ନିୟମ ଭାଙ୍ଗିବା ସହ ପୋଲିସର ଏସକର୍ଟର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆ ୟୁଜର୍ସ…

ରାହୁଲଙ୍କୁ ଡେଟ୍‌ କରିବାକୁ ଚାହାନ୍ତି କରୀନା କପୁର, ହେଲେ କଂଗ୍ରେସ ଏମପିଙ୍କୁ ନେଇ ଏ କ’ଣ କହିଦେଲେ ସୈଫ, ସମସ୍ତେ ତାଜୁବ

ନୂଆଦିଲ୍ଲୀ,୨୭।୯: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏକ ଜାତୀୟ ଗଣମାଧ୍ୟମ କନକ୍ଲେଭରେ ଯୋଗଦେଇ ବଡ଼ ବୟାନ ଦେଇଛନ୍ତି। ଯେତେବେଳେ ଏହି କାର୍ଯ୍ୟକ୍ରମରେ ତାଙ୍କୁ ପଚରାଯାଇଥିଲା କି, ତାଙ୍କର ପ୍ରିୟ ରାଜନେତା କିଏ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?