ଜାତୀୟ

ସୁନୀଲ ଜାଖରଙ୍କ ଇସ୍ତଫା ଖବର ମିଛ, ଭାଜପା କହିଲା ବିରୋଧି କରୁଛନ୍ତି ମିଛ ଖବର ପ୍ରଚାର

ଚଣ୍ଡିଗଡ଼,୨୭।୯: ଭାରତୀୟ ଜନତା ପାର୍ଟି ପଞ୍ଜାବ ଭାଜପା ରାଜ୍ୟ ସଭାପତି ସୁନୀଲ ଜାଖରଙ୍କ ଇସ୍ତଫା ଖବରକୁ ମିଥ୍ୟା ଏବଂ ଭିତ୍ତିହୀନ ବୋଲି କହିଛି। ଭାଜପା ନେତା ଅନିଲ ସରିନ କହିଛନ୍ତି ଯେ ସୁନୀଲ ଜାଖର କୌଣସି ଇସ୍ତଫା ଦେଇନାହାଁନ୍ତି। ତାଙ୍କ ଇସ୍ତଫା…

ପ୍ରଶାନ୍ତ କିଶୋରଙ୍କ ଦାବିକୁ ନେଇ ଦୋହଲିଗଲା ବିହାର ରାଜନୀତି, ଜେଡିୟୁ, ଆରଜେଡିକୁ…

ପାଟନା,୨୭।୯: ଜନ ସୁରାଜ ଅଭିଯାନଙ୍କ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର (ପି.କେ) ଅକ୍ଟୋବର ୨ରେ ସଂଗଠନର ଦଳ ଗଠନ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆଗାମୀ ୬ ମାସ ପରେ, ଆପଣ ଯେଉଁଠାରେ ଛିଡ଼ା ହେବେ, କେବଳ…

ଏତେ ଅହଂକାର ଠିକ୍‌ ନୁହେଁ, କେଜ୍‌ରିଓ୍ବାଲ୍‌ଙ୍କୁ କାହିଁକି ଏମିତି କହିଲେ ସ୍ବାତୀ ମାଲିଓ୍ବାଲ୍‌

ନୂଆଦିଲ୍ଲୀ,୨୭।୯: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ୍‌ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିୱାଲ ବିଧାନସଭାରେ ବୈଭବ କୁମାରଙ୍କ ନାମ ନେଇ କହିଥିଲେ, ସେ ଏବଂ ତାଙ୍କ ଦଳର ନେତାମାନେ ଏକ ମିଥ୍ୟା…

ଓମାର ଅବଦୁଲ୍ଲାଙ୍କୁ ଶାହାଙ୍କ କଡା ବାର୍ତ୍ତା

ନୂଆଦିଲ୍ଲୀ,୨୭।୯: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଅମିତ ଶାହା ଶୁକ୍ରବାର ଜାସରୋଟା, ଜମ୍ମୁ କଶ୍ମୀରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ, ପିଡିପି ଏବଂ ନ୍ୟାସନାଲ କନଫରେନ୍ସ…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) କହିଛି, ଫିଲ୍ମର…

ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ଲୋକ ସଭାର ବିରୋଧୀ ଦଳ…

ସିବିଆଇକୁ କବାଟ କିଳିଦେଲା କର୍ନାଟକ

ବେଙ୍ଗାଲୁରୁ,୨୭ା୯:ମହୀଶୂର ଅର୍ବାନ୍‌ ଡେଭେଲପ୍‌ମେଣ୍ଟ ଅଥରିଟି (ମୁଦା) ଜମି ଆବଣ୍ଟନ ବିବାଦ ମୁଣ୍ଡ କେଟିଥିବାବେଳେ ଗୁରୁବାର କର୍ନାଟକର କଂଗ୍ରେସ ସରକାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ଠାରୁ ଜେନେରାଲ କନ୍‌ସେଣ୍ଟ ବା ସାଧାରଣ ସହମତି ପ୍ରତ୍ୟାହାର କରିଛନ୍ତି। ସିବିଆଇ ଉପରେ ଏହି ପ୍ରବେଶ କଟକଣା…

ବୁଡ଼ ପକାଇ ବୁଡ଼ିଗଲେ ୪୬

ପାଟନା, ୨୭।୯: ବିହାରରେ ଜୀବୀତ୍‌ପୁତ୍ରିକା ଉତ୍ସବବେଳେ ବୁଧବାର ଅଘଟଣ ଘଟିଯାଇଛି। ରାଜ୍ୟର ୧୫ ଜିଲାର ବିଭିନ୍ନ ନଦୀ ଏବଂ ପୋଖରୀରେ ପବିତ୍ର ବୁଡ଼ ପକାଉଥିବା ସମୟରେ ବୁଡ଼ିଯାଇ ୩୭ ଶିଶୁଙ୍କ ସମେତ ସମୁଦାୟ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୩…

୨୧ ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା: ହଷ୍ଟେଲ ଓ୍ବାର୍ଡେନଙ୍କୁ ଫାଶୀଦଣ୍ଡାଦେଶ

ଇଟାନଗର,୨୬।୯: ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା ମାମଲାର ବିଚାର କରି ଇଟାନଗର ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମାମଲାର ଶୁଣାଣି କରି କୋର୍ଟ ମୁଖ୍ୟ ଅଭିଯୁକ୍ତ ହଷ୍ଟେଲ ଓ୍ବାର୍ଡେନ ୟୁମକିନ ବାଗ୍‌ରାଙ୍କୁ ଫାଶୀଦଣ୍ଡାଦେଶ ଶୁଣାଇଛନ୍ତି। ସେହିପରି…

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ଏବଂ ତାଙ୍କୁ ବିରୋଧୀ ଦଳରୁ ମିଳିଥିବା ପ୍ରଧାନମନ୍ତ୍ରୀ ଅଫର ସମ୍ପର୍କରେ ମଧ୍ୟ…

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ ପାଇଁ ପ୍ରଯୁଜ୍ୟ। ମହିଳାଙ୍କ ଧାର୍ମିକ ସମ୍ବନ୍ଧ ଏବଂ ସାମାଜିକ ପୃଷ୍ଠଭୂମି ନିର୍ବିଶେଷରେ ଯାହା ବି…

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ। ଉଦଘାଟନ ପୂର୍ବରୁ ଟୁଇଟରରେ ଏକ ଟୁଇଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଟେକ୍ନୋଲୋଜି ସମ୍ବନ୍ଧୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?