ଜାତୀୟ

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା କରିଛନ୍ତି। ଏହି ଆକ୍ରମଣରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର…

ସରକାରଙ୍କ ବଡ଼ ନିଷ୍ପତ୍ତି, ୫ ବର୍ଷ ଲାଗି ବଢ଼ିଲା ସହାୟତ ରାଶି

ନୂଆଦିଲ୍ଲୀ, ୩୧ା୭: କେନ୍ଦ୍ର ସରକାର ନ୍ୟାଶନାଲ ସ୍ପୋଟର୍‌ସ ଫେଡେରେଶନ (ଏନ୍‌ଏସ୍‌ଏଫ୍‌)ଗୁଡ଼ିକ ଲାଗି ବଜେଟରେ ସହାୟତ ରାଶି ବୃଦ୍ଧି କରିଛନ୍ତି। ଖେଲୋ ଇଣ୍ଡିଆ ସ୍କିମକୁ ମଧ୍ୟ ସମ୍ପ୍ରସାରିତ କରାଯାଇଛି। ଏଥିପାଇଁ ଶୁକ୍ରବାର କେନ୍ଦ୍ର କ୍ୟାବିନେଟ ଆସନ୍ତା ୫ ବର୍ଷ ପାଇଁ ମୋଟ ୩୬,…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫ ବର୍ଷ ଯାଏ ପିଏମ କିଷାନ ଯୋଜନା ବଢାଇବାକୁ ନିଷ୍ପତ୍ତି ନିଆଯାଇଛି। ୨୦୩୦-୩୧ ଯାଏ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ରାଜ୍ୟ ସରକାର ବନ୍ୟା ପ୍ରଭାବିତ ବ୍ୟକ୍ତିମାନଙ୍କ ଦ୍ୱାରା ନିଆଯାଇଥିବା ସମସ୍ତ ପ୍ରକାରର ଋଣ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ ପାଞ୍ଚ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଶୁକ୍ରବାର (31 ଜୁଲାଇ) ଦିନ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟରେ ବିରୋଧୀ ଦଳ ପକ୍ଷରୁ ଅମିତ ଶାହାଙ୍କୁ ଗୃହରେ ଉପସ୍ଥିତ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ ଏବଂ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା ହୋଇଛି। ଓଡ଼ିଶାର ବିଭିନ୍ନ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଧିକାରୀ ମୃତଦେହ ଫେରାଇ ଆଣିବା, ଡିଏନଏ ମେଳ କରିବା ଏବଂ ରୁଷିଆ ଦୂତାବାସ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ ଚିହ୍ନଟ କରାଯାଇଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ ଅନୁଯାୟୀ, ସେ କଶ୍ମୀରରେ ସକ୍ରିୟ ସଜ୍ଜାଦ ଭଟ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଉଭୟ ପାରସ୍ପରିକ ସମ୍ମତିରେ ବିବାହ ଭାଙ୍ଗିବା ପାଇଁ ସୁପ୍ରିମକୋର୍ଟର ହସ୍ତକ୍ଷେପ ଲୋଡ଼ିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?