ଜାତୀୟ

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼ ଦାବି କରିଛନ୍ତି । ପଶୁଚର୍ବି ପରେ ଏବେ ପ୍ରସାଦରେ ତମାଖୁ ମିଳିଥିବା ସୂଚନା ମିଳିଛି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି। କର୍ନାଟକ ହାଇକୋର୍ଟର ଏକକ ବେଞ୍ଚରୁ ଆଶ୍ୱସ୍ତି ନ ମିଳିବା ପରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅର୍ଥାତ୍‌…

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣ ପ୍ରସାଦଙ୍କ ପ୍ରତି ହୋଇଥିବା ଅନ୍ୟାୟ ପାଇଁ ୧୧…

ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆମ ତିନିଜଣ ମୁଖ୍ୟମନ୍ତ୍ରୀ…

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତଙ୍କ ମୃତ୍ୟୁ, ଜମ୍ମୁ ହସ୍ପିଟାଲରେ…

ନୂଆଦିଲ୍ଲୀ,୨୪।୯: ୨୦୧୯ରେ ପୁଲୱାମା, ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କର ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ହୃଦଘାତରେ ପୀଡିତ ହୋଇଥିଲେ। ଏହି…

ସିଦ୍ଧରମୈୟାଙ୍କୁ ଲାଗିଲା ବଡ ଝଟ୍‌କା

ବେଙ୍ଗାଲୁରୁ,୨୪।୯: ମୈସୁର ନଗର ଉନ୍ନୟନ ପ୍ରାଧିକରଣ ମାମଲାରେ କର୍ନାଟକ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଆଶ୍ୱସ୍ତି ପ୍ରଦାନ କରିନାହାଁନ୍ତି। ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ହାଇକୋର୍ଟ ମଞ୍ଜୁରୀ ଦେଇଛନ୍ତି। ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି ଯେ ଆବେଦନରେ ଦର୍ଶାଯାଇଥିବା ତଥ୍ୟର…

ରାହୁଲ ଗାନ୍ଧୀଙ୍କ ଏକ୍ସ ପୋଷ୍ଟକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୪।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ହରିୟାଣାର ଯୁବକମାନଙ୍କ ବେକାରୀ ସମସ୍ୟାକୁ ନେଇ ଏକ୍ସରେ ଏକ ପୋଷ୍ଟ ଲେଖିଛନ୍ତି। ପ୍ରଶ୍ନ ଉଠାଇଛନ୍ତି, ହରିୟାଣାର ଯୁବକମାନେ କାହିଁକି ହତାଶ ହେଲେ ବା ଗଧ ହେଲେ। ଏଡାକୁ ନେଇ ସେ ଡଙ୍କି ଶବ୍ଦର ବ୍ୟବହାର…

ସିଏମ ମ୍ୟାଡାମ ‘ରାମାୟଣ’କୁ ନେଇ ଚାଲିବ ନାହିଁ ସରକାର, କାହିଁକି ଆତିଶୀଙ୍କୁ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୯: ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଆତିଶୀ ସୋମବାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଦିଲ୍ଲୀର ସିଂହାସନରେ ବସିଛନ୍ତି। ସେ ତାଙ୍କ ଚେୟାର ପାଖରେ ଏକ ଚେୟାର ଖାଲି ରଖିଛନ୍ତି। ଆତିଶୀ କହିଛନ୍ତି ଯେ ପ୍ରଭୁ…

ସବୁ ରେକର୍ଡ ଭାଙ୍ଗିଲା ସେନସେକ୍ସ: ନିଫ୍ଟି ବି ଉପରମୁହାଁ

ମୁମ୍ବାଇ,୨୪।୯: ସେନସେକ୍ସ ମଙ୍ଗଳବାର ସବୁ ରେକର୍ଡ ଭାଙ୍ଗିଛି। ବିଏସ୍‌ଇ ସେନସେକ୍ସ ଏବଂ ଏନ୍‌ଏସ୍‌ଇ ନିଫ୍ଟି ସକାଳୁ ସକାଳୁ ଜବରଦସ୍ତ କାରବାର ଆରମ୍ଭ କରିଛି। ସକାଳ ୯.୧୫ରେ, ସେନସେକ୍ସ ୮୪,୮୬୦ ପଏଣ୍ଟରେ ସାମାନ୍ୟ ଖସିବା ସହିତ ଖୋଲିଥିଲା। ନିଫ୍ଟି ୨୫୯୨୧.୪୫ ପଏଣ୍ଟରେ ୧୮…

ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ

ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ ଲାଗିଛି। ଏବେ ତିରୁପତି ଲଡୁ ବିବାଦକୁ ନେଇ ଏକ ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ…

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି ନାହାଁନ୍ତି। ନିକଟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲଙ୍କ ମସ୍କୋ ଗସ୍ତ…

ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହି ସମୟରେ, ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟ୍ଟି ଆମେରିକାର ଭାରତ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?