ଜାତୀୟ

ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ

ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ ଲାଗିଛି। ଏବେ ତିରୁପତି ଲଡୁ ବିବାଦକୁ ନେଇ ଏକ ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ…

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି ନାହାଁନ୍ତି। ନିକଟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲଙ୍କ ମସ୍କୋ ଗସ୍ତ…

ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହି ସମୟରେ, ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟ୍ଟି ଆମେରିକାର ଭାରତ ସହ…

ସମାଧାନ କରିବାକୁ ଯାଇଥିଲେ: ମହିଳା ପୋଲିସଙ୍କୁ ତୀର ମାଡ଼ କଲେ….

ପାଟନା,୨୪।୯: ବିହାରର ଅରରିଆ ଜିଲା ମହଲଗାଓଁ ଥାନା ପୋଖରିଆ ଗ୍ରାମରେ ଏକ ଜମି ବିବାଦର ସମାଧାନ କରିବା ପାଇଁ ପହଞ୍ଚିଥିବା ପୋଲିସ ଟିମ୍‌ ଉପରେ ସ୍ଥାନୀୟ ଲୋକେ ଆକ୍ରମଣ କରିଛନ୍ତି। ଗ୍ରାମର ଏକ ଜମିରେ ବାଉଁଶ ବନ୍ଧା ଯାଇଥିବାକୁ ନେଇ ୨…

ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି

ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦର୍ଶାଇଛନ୍ତି। କେତେକ ମାମଲାରେ ଉକ୍ତ ଦୁର୍ନୀତିଗ୍ରସ୍ତ ଅଫିସରମାନଙ୍କୁ ଦୋଷମୁକ୍ତ କରିଦିଆଯାଇଛି କିମ୍ବା ସେମାନଙ୍କ…

ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍‌ ଅଫ୍‌ ଦି ଫ୍ୟୁଚର’ରେ ଉଦ୍‌ବୋଧନ ଦେଇ କହିଛନ୍ତି। ବିଶ୍ୱ ସ୍ତରରେ ଦ୍ୱନ୍ଦ୍ୱ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇଛନ୍ତି।…

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ ବଦଲାପୁରକୁ ଏକ ପୋଲିସ ଗାଡ଼ିରେ ନିଆଯାଉଥିବାବେଳେ ସେ ଜଣେ ପୋଲିସ…

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି। ବିଷାକ୍ତ ଘୋଷିତ ଔଷଧ ମଧ୍ୟରେ ରହିଛି ରକ୍ତଚାପ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହୃତ…

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି କରାଉଥିବା ବ୍ୟାକ୍ଟେରିଆଗୁଡ଼ିକ ଉପରେ ସାଧାରଣ ଆଣ୍ଟିବାୟୋଟିକ୍‌ଗୁଡ଼ିକ କୌଣସି ପ୍ରତିକ୍ରିୟା ପକାଉ ନ ଥିବା ଇଣ୍ଡିଆନ୍‌…

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ ଉପରେ ତୁରନ୍ତ ପ୍ରତିକ୍ରିୟା ଦେଇ କଂଗ୍ରେସ ତଥା ଅନ୍ୟ ଦଳର ନେତାମାନେ ଏହାକୁ…

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ ଦର୍ଶାଅ ନୋଟିସ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ମନ୍ତ୍ରଣାଳୟ ଚାରୋଟି କମ୍ପାନୀରୁ ନମୁନା ନେଇଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?