ଜାତୀୟ

କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା

ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍‌କ୍ୟୁ-୯ବି ଡ୍ରୋନ୍‌, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ ସମେତ ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା। ଆସନ୍ତା ଫେବୃଆରୀରେ ଆମେରିକା ୩୧ଟି ଏମ୍‌କ୍ୟୁ-୯ବି…

ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ

ନୂଆଦିଲ୍ଲୀ,୨୩ା୯: ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି। ନେଟ୍‌ଫ୍ଲିକ୍ସର ଜଣେ ପୂର୍ବତନ କର୍ମଚାରୀଙ୍କ ନିକଟକୁ ଭାରତ ସରକାରଙ୍କ ପକ୍ଷରୁ ପଠାଯାଇଥିବା ଏକ…

ଚନ୍ଦ୍ରରେ ୧୬୦ କି.ମି. ଓସାର ଗର୍ତ୍ତ ଠାବକଲା ପ୍ରଜ୍ଞାନ ରୋଭର

ନୂଆଦିଲ୍ଲୀ,୨୩।୯ : ଚନ୍ଦ୍ରୟାନ-୩ ମିଶନର ପ୍ରଜ୍ଞାନ ରୋଭର ଚନ୍ଦ୍ରପୃଷ୍ଠରେ ୧୬୦ କି.ମି. ଓସାରର ଏକ ପୁରାତନ ଗର୍ତ୍ତ ଠାବ କରିଛି। ଚନ୍ଦ୍ର ଦକ୍ଷିଣ ମେରୁ ଐତ୍‌କେନ ବେସିନ୍‌ଠାରୁ ପ୍ରାୟ ୩୫୦ କି.ମି. ଦୂରରେ ଏହି ଗର୍ତ୍ତ ରହିଛି। ଉକ୍ତ ଗର୍ତ୍ତ ଚନ୍ଦ୍ରର…

ଦଳିତଙ୍କୁ ନିର୍ଯାତନା: ୫ମରେ ଓଡ଼ିଶା

ନୂଆଦିଲ୍ଲୀ,୨୩।୯: ଦେଶରେ ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ପ୍ରତି ବର୍ବରତା ବଢ଼ିବାରେ ଲାଗିଛି। ଉଭୟ ଏସ୍‌ସି ଏବଂ ଏସ୍‌ଟିଙ୍କୁ ନିର୍ଯାତନା ମାମଲାରେ ଉତ୍ତର ପ୍ରଦେଶ ସବୁଠୁ ଆଗରେ ରହିଛି। ସେହିପରି ଓଡ଼ିଶା ଏସ୍‌ସିଙ୍କୁ ନିର୍ଯାତନା କ୍ଷେତ୍ରରେ ୫ମ…

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ ସୁପ୍ରିମକୋର୍ଟରୁ ଜାମିନ ପାଇ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆମ୍‌…

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍‌ ସମ୍ମିଳନୀ ଅବସରରେ କ୍ୟାନ୍‌ସର…

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି ଆସୁଥିଲେ। ଏହା ପୂର୍ବରୁ ସେ ଜମ୍ମୁ-କଶ୍ମୀର ପ୍ରଦେଶ ଯୁବକଂଗ୍ରେସର…

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି ରହିଛି ଚର୍ଚ୍ଚା। ଏହି ମୃତ ଦେହରେ କ୍ଷତ ଚିହ୍ନ ରହିଥିଲା। ଅଭୟା ଯୁଦ୍ଧ ଜାରି…

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା ଉପରେ ଆଲୋଚନା ହେଉଛି। ଏହାର ଦୁଇଟି କାରଣ ଅଛି। ଗୋଟିଏ କାରଣ ପାଇଁ ଅରବିନ୍ଦ…

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି। ରାଷ୍ଟ୍ରବାଦୀ କଂଗ୍ରେସ ଦଳର ଉଭୟ ଦଳକୁ ସମାନ ବ୍ୟବହାର କରିବାକୁ ତଥା ତାଙ୍କ ଦଳ…

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ ଖୁବ ଶୀଘ୍ର ଭଲ ଖବର ପାଇପାରନ୍ତି। ଘଟଣା ହେଲା ସରକାର ରାଜ୍ୟରେ ବ୍ୟାପକ ସ୍ତରରେ…

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ ଅନ୍ୟ କେହି ଆଣିନାହାଁନ୍ତି। କଂଗ୍ରେସ ପାଇଁ ଏହା ଦ୍ୱିତୀୟ ଥର ଘଟିଛି ଯେତେବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?