ଜାତୀୟ

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର ମାର୍ଶଲ ଅମରଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ୩୦ ସେପ୍ଟେମ୍ବର…

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି। ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ତାଙ୍କର ଅନେକ ଗୁଡିଏ ଟେଷ୍ଟ କରିଥିଲେ। ତେବେ…

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ ଆତଙ୍କବାଦୀମାନେ ମ୍ୟାନମାର ଦେଇ ମଣିପୁରରେ ପ୍ରବେଶ କରିଥିବା ସୂଚନା ସାମ୍ନାକୁ ଆସିଛି। ମଣିପୁର ସରକାରଙ୍କ…

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ ଗୋରକ୍ଷପିଠାଧିଶ୍ୱର ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏମାନଙ୍କର ନାମକରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ…

ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି

ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା ବା ଶୁଦ୍ଧତା ରହିଛି। The Sanctity of Srivari Laddu Prasadam is Restored…

‘ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’

ହାଇଦ୍ରାବାଦ,୨୧ା୯: ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ କରିଛନ୍ତି। ଏହି ସମୟରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଏକ ବଡ଼ ଦାବି କରିଛି।…

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କଲେ ଅବସରପ୍ରାପ୍ତ ବିଡିଓଙ୍କ ପୁଅ: ଗର୍ଭପାତ ନ କରିବାରୁ…

ଫତେହପୁର,୨୧।୯: ଉତ୍ତର ପ୍ରଦେଶର ଫତେହପୁର ଜିଲାର ଜଣେ ଗର୍ଭବତୀ ହାଇସ୍କୁଲର ଛାତ୍ରୀଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଛାତ୍ରୀଙ୍କ ପ୍ରେମିକ ଶିବୁ ରାୟଦାସଙ୍କୁ ଗିରଫ କରିଛି। ଶିବୁ ଅବସରପ୍ରାପ୍ତ ବିଡିଓଙ୍କ ପୁଅ ବୋଲି ଜଣାପଡିଛି। ହତ୍ୟାକାରୀ ଛାତ୍ରୀଙ୍କୁ ଗର୍ଭପାତ ପାଇଁ…

ତିରୁପତି ମନ୍ଦିର ଲଡୁକୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ ମୁଖ୍ୟ ପୁରୋହିତ

ନୂଆଦିଲ୍ଲୀ,୨୧।୯: ତିରୁପତି ମନ୍ଦିର ଲଡୁ ପ୍ରସଙ୍ଗ ବର୍ତ୍ତମାନ ଏକ ରାଜନୈତିକ ମୋଡ ନେଇଛି। ମନ୍ଦିରର ଲଡୁ ଅର୍ଥାତ୍‌ ପ୍ରସାଦ ତିଆରି କରିବା ପାଇଁ ଘିଅ ବଦଳରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ଜଣାପଡିବା ପରଠାରୁ ଦେଶରେ ଏକ ଅଶାନ୍ତି ଦେଖାଦେଇଛି। ଏହି…

କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି। ଅର୍ଥାତ୍‌ ଇଚ୍ଛା ଥିଲେ ଜଣେ ସଫଳତାର ଶୀର୍ଷରେ ପହଞ୍ଚି ପାରନ୍ତି। ଏହି କଥାକୁ ସତ୍ୟରେ…

ଶିକ୍ଷାମନ୍ତ୍ରୀଙ୍କୁ ‘ପଲଟୁରାମ’ କହି ଫସିଲେ କର୍ମଚାରୀ: ସରକାର ନେଲେ ଏଭଳି କାର୍ଯ୍ୟାନୁଷ୍ଠାନ

ଜୟପୁର,୨୧।୯: ରାଜସ୍ଥାନର ଯୋଧପୁରରେ ଶିକ୍ଷା ମନ୍ତ୍ରୀ ମଦନ ଦିଲୱାରଙ୍କ ପୋଷ୍ଟରକୁ ନେଇ ବିବାଦ ପରେ ରାଜ୍ୟ ସରକାର ଏହି ପ୍ରସଙ୍ଗରେ ଶିକ୍ଷା ବିଭାଗର କର୍ମଚାରୀ ନେତା ଶମ୍ଭୁ ସିଂ ମେଡାଟିଆଙ୍କୁ ନିଲମ୍ବିତ କରିଛନ୍ତି। ଏହା ସହିତ ସରକାରୀ କର୍ମଚାରୀଙ୍କ ଦ୍ୱାରା ସୋସିଆଲ…

ନଭେମ୍ବର-ଡିସେମ୍ବରରେ ୩୫ ଲକ୍ଷ ଯୋଡ଼ି କରିବେ ବିବାହ: ଖର୍ଚ୍ଚ ହେବ ୪.୨୫ ଲକ୍ଷ କୋଟି

ନୂଆଦିଲ୍ଲୀ,୨୧।୯:ଆସନ୍ତା ନଭେମ୍ବର ଓ ଡିସେମ୍ବରରେ ଭାରତରେ ପ୍ରାୟ ୩୫ ଲକ୍ଷ ଯୋଡ଼ି ବିବାହ କରିବେ। ଏଥିପାଇଁ ୪.୨୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଏକ ସଂସ୍ଥା ପକ୍ଷରୁ ଆକଳନ କରାଯାଇଛି। ପ୍ରଭୁଦାସ ଲୀଲାଧେର ଏହାର ସଦ୍ୟ ରିପୋର୍ଟ ‘ବ୍ୟାଣ୍ଡ,…

କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଭାଜପା ସହଯୋଗୀକୁ ଲାଗିଲା ବଡ଼ ଝଟ୍‌କା

ବେଙ୍ଗାଲୁରୁ,୨୧।୯: କର୍ନାଟକରେ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ)କୁ ଏକ ବଡ଼ ଝଟ୍‌କା ଲାଗିଛି। ଚାନ୍ନାପାଟନା ସିଟି ମ୍ୟୁନିସିପାଲିଟି କାଉନସିଲରେ ୧୬ଜଣ ଜେଡିଏସ କାଉନସିଲରଙ୍କ ମଧ୍ୟରୁ ୧୩ଜଣ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳରେ ଏତେ ସଂଖ୍ୟକ କାଉନସିଲରଙ୍କ ଅନ୍ତର୍ଭୁକ୍ତ ହେବା ଉପମୁଖ୍ୟମନ୍ତ୍ରୀ ଡି.କେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?