ଜାତୀୟ

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଉଭୟ ପାରସ୍ପରିକ ସମ୍ମତିରେ ବିବାହ ଭାଙ୍ଗିବା ପାଇଁ ସୁପ୍ରିମକୋର୍ଟର ହସ୍ତକ୍ଷେପ ଲୋଡ଼ିଛନ୍ତି।…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ ରୁଷ୍‌ର ଏକ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ୟୁକ୍ରେନ୍ ଯୁଦ୍ଧ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ସୁବିଧାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲଗେଜ୍ ବୁକିଂକୁ ଅଧିକ ସୁବିଧାଜନକ…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ ଭୂମିକାକୁ ନେଇ ନିଜର ମତ ଖୋଲାଖୋଲି ଭାବରେ ପ୍ରକାଶ କରିଛନ୍ତି। ଏହି ଆଲୋଚନା…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି । ଏହି ପ୍ରତିବାଦକୁ ଭିନ୍ନ ଢଙ୍ଗରେ ପ୍ରକାଶ କରିବା ପାଇଁ ପପ୍ପୁ ଯାଦବ ସାଧୁ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି କରୁଛି। ଏହି କଷ୍ଟକର ସମୟରେ ଅନେକ ଫିଲ୍ମ ଷ୍ଟାର ଆସାମର ପ୍ରଭାବିତ ଲୋକଙ୍କୁ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ ରାଘବ ଚଢା ବିଲ୍‌କୁ ସମର୍ଥନ କରି ଏହାକୁ ଦେଶର ପ୍ରଥମ ସମର୍ପିତ ପେପର୍‌…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ ବଞ୍ଚାଇବା ପାଇଁ ଯାତ୍ରା ମଝିରେ ସମ୍ପୂର୍ଣ୍ଣ ଟ୍ରେନକୁ ଅଟକାଇ ଦେଉଛନ୍ତି। X ୟୁଜର୍ସ…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ ସମ୍ପର୍କରେ ଦିଲ୍ଲୀ ପୋଲିସ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ପୋଲିସ ଆହତ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ ପାରିବାରିକ ଏବଂ ଆର୍ଥିକ ବିବାଦର ସମାଧାନ ପାଇଁ ଏକ ପଞ୍ଚାୟତ ସପ୍ତାହ ମଧ୍ୟରେ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା (DA) ମିଳିବ। ଏତିକି ନୁହେଁ, ଦୁର୍ଗାପୂଜା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?