ଜାତୀୟ

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ ସୀମାକୁ ୩ ଦିନ ପାଇଁ ସିଲ୍‌ କରିବା ନିମନ୍ତେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ ପ୍ରଦର୍ଶିତ ହେଉଛି। ହ୍ୟାକ୍‌ ହୋଇଥିବା ଚ୍ୟାନେଲରେ ପ୍ରଦର୍ଶିତ ବ୍ଲାଙ୍କ୍‌ ଭିଡିଓରେ ‘ବ୍ରାଡ୍‌ ଗାର୍ଲିଂହାଉସ: ରିପଲ…

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ ପ୍ରତି…

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହିତ ୧ ଲକ୍ଷ ପିଏମ୍‌ ବିଶ୍ୱକର୍ମାଙ୍କୁ ଦକ୍ଷତା ପ୍ରମାଣପତ୍ର…

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହାକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡା ଏହି ପ୍ରସଙ୍ଗରେ…

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ ଏକ କାର୍ଯ୍ୟକ୍ରମରେ ନୀତେଶ କହିଛନ୍ତି, ୨୪ ଘଣ୍ଟା ଛୁଟିରେ ପୋଲିସ ପଠାଇ ଦିଆଯାଉ। ହିନ୍ଦୁମାନେ…

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ, ମାତ୍ର ୯୯ଟଙ୍କାରେ ଟିକେଟ୍‌ ମିଳିବ। ଜାତୀୟ ସିନେମା ଦିବସ ଥିବାରୁ ସିନେପ୍ରେମୀଙ୍କୁ ଏଭଳି ଏକ…

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି ବେଙ୍ଗାଲୁରୁର ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ କର୍ନାଟକ…

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ ହେବା ମାତ୍ରେ…

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୧୯ରେ ଖେଳାଯାଇଥିଲା। ହାଇ ସ୍କୋରିଂ ସତ୍ତ୍ୱେ ଅଷ୍ଟ୍ରେଲିଆ ଏହି ମ୍ୟାଚକୁ ଅତି ସହଜରେ…

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି ଯେ, ଗୁଜରାଟର ଏକ ପଶୁପାଳନ ଲାବୋରେଟୋରୀ ଦ୍ୱାରା ଏହା ଚିହ୍ନଟ ହୋଇଛି। ପ୍ରସାଦ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?