ଜାତୀୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ ହେଉଛି। ଏପରିକି ସର୍ବଭାରତୀୟ ସ୍ତରରେ ଥିବା ରିଲାଏନ୍ସ ଡିଜିଟାଲା ଅଫ୍‌ଲାଇନ ଷ୍ଟୋର (ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌)…

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ କରାଯିବ ବୋଲି ଘୋଷଣା କରିଛି। ଅନ୍ୟପକ୍ଷେ କଂଗ୍ରେସ ଏହାକୁ ଭାଜପାର ଜୁମ୍‌ଲା ଆଖ୍ୟା ଦେଇ…

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ। ଏଠାରେ ସେ ଜଣେ ଯୁବକଙ୍କର ପରିବାରକୁ ଭେଟିଥିଲେ। ବାସ୍ତବରେ ରାହୁଲ ଗାନ୍ଧୀ ଅମିତ ନାମକ…

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର ତାଲିକାରୁ ସେ ବାଦ୍‌ ପଡ଼ିଛନ୍ତି। ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା ସହ…

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା ସୱରାଜଙ୍କ ଝିଅ ତଥା ନୂଆଦିଲ୍ଲୀ ଏମ୍‌ପି ବନସୁରୀ ସ୍ବରାଜ ଏକ ପ୍ରତିକ୍ରିୟା ଦେଇଛନ୍ତି। ଗୁରୁବାର…

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା ଜିଲାର ମେରାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ କହିଛନ୍ତି ଯେ ମୋତେ…

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି ମନେ ହେଉନାହିଁ। ସୂଚନାନୁସାରେ, କେତେକ ଆସନରେ କଂଗ୍ରେସ ଏବଂ ଉଦ୍ଧବ ଠାକରେଙ୍କ ଦଳ ମଧ୍ୟରେ…

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା ହେଲା ଅରବିନ୍ଦ କେଜରିୱାଲ କେବଳ ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବାକୁ ନୁହେଁ ବରଂ ଏହା…

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର…

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଛନ୍ତି। ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କୁ ହତ୍ୟା…

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ଗମ୍ଭୀରତାକୁ ବିଚାର କରି ଏହାର ତଦନ୍ତ ସିବିଆଇକୁ ହସ୍ତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?